-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହେଲା ବିଜେପିର ପରିବର୍ତ୍ତନ ଯାତ୍ରା

01-May-2022



ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ପରିବର୍ତ୍ତନ ଯାତ୍ରା ବିଶିଷ୍ଟ ବିଜେପି ନେତା ଶ୍ରୀ ବଳଦେବ ବେଦବାକ ଙ୍କ ନେତୃତ୍ୱରେ ଡୁଙ୍ଗୁରିପାଲି ବ୍ଲକ୍ କର୍ଲାଯୁଲି ଗ୍ରାମ ପଞ୍ଚାୟତର ମହୁଲ ପାଲି ଗ୍ରାମରୁ ଆରମ୍ଭ ହୋଇଥିଲା। ମହୁଲ ପାଲି ଗ୍ରାମରେ ମହାପ୍ରଭୁ ହନୁମାନଙ୍କ ର ବିଗ୍ରହ ପ୍ରତିଷ୍ଠା ପାଇଁ ଶୁଭ ସ୍ତମ୍ଭ  ସ୍ଥାପନ ପୂର୍ବକ ଗ୍ରାମ ବାସୀଙ୍କ ଉପସ୍ଥିତି ରେ ପୂଜାର୍ଚ୍ଚନା କରାଯାଇ "ପରିବର୍ତନ ଯାତ୍ରା" ଆରମ୍ଭ କରାଯାଇଥିଲା। ଏହି ଯାତ୍ରା ମହୁଲପାଲି, ଗଜମାଲ, ତିଲେଇମାଲ୍ ଆଦି ଗ୍ରାମ କୁ ପରିକ୍ରମା କରିଥିଲା । ଏହି ଗ୍ରାମ ମାନଙ୍କରେ ଉପସ୍ଥିତ ଶହ ଶହ ଜନସାଧାରଣ ଜଳସେଚନ, ସ୍ବାସ୍ଥ୍ୟ, ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି, ବିଜୁଳି ସମସ୍ୟା, ମନରେଗା ସୁବିଧା ନ ପାଇବା ଇତ୍ୟାଦି ଅନେକ ପ୍ରସଙ୍ଗ ଉପରେ ଉପସ୍ଥିତ ଗ୍ରାମ ବାସି ମାନେ ଶ୍ରୀ ବେଦବାକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁଣି ଚେରୁପାଲି ଗ୍ରିଡ୍ ରୁ ସର୍ଗୁଲ ଫିଡ଼ର୍ ଲାଇନ୍ ବିନା କାରଣରେ ବାରମ୍ବାର ବିଜୁଳି କଟ କରି ଲୋକଙ୍କୁ ଟାଟା ପାୱାର କମ୍ପାନୀ ହଇରାଣ କରୁଥିବା ପ୍ରକାଶ କରି ଦୃଢ଼ ଉଦବେଗ ପ୍ରକାଶ ପାଇଥିଲା, ଏହିଯାତ୍ରା ରେ ଶ୍ରୀ ବଳଦେବ ପ୍ରସାଦ ବେଡବାକଙ୍କ ସମେତ ବିଜେପିର ପୂର୍ବତନ ମଣ୍ଡଳ ସଭାପତି ଶ୍ରୀ ପ୍ରଦୀପ ବେହେରା, ପ୍ରଶାନ୍ତ ସାହୁ, ସୋନ୍ତୋଷ ସାହୁ, ସୌମ୍ୟରଂଜନ, ସଂଜୀବ ସାହୁ, ଅଶୋକ ସାହୁ , ରାମ ଘିବେଲା, ପ୍ରମୁଖ ଯୋଗ ଦେଇଥିଲେ। ଏହି ଯାତ୍ରା ସମୟରେ ଗ୍ରାମରୁ ଜନସାଧାରଣଙ୍କ ଅଭିଯୋଗ ଉପରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସହିତ ସିଧାସଳଖ ଯୋଗାଯୋଗ କରି ଅନେକ ସମସ୍ୟାର ସମାଧାନ କରାଯାଇଛି। ପୁଣି ଲୋକଙ୍କ ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ କରାନଗଲେ ଆଗାମୀ ଦିନରେ ବିଶାଳ ଆନ୍ଦୋଳନ ଗଢିତୋଳିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଉଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like