-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷରୁ ନିଉଁ ରିଜର୍ଭ ପୋଲିସ କଲୋନୀ ଶୈବ ପୀଠ ରେ ସଫେଇ ଅଭିଯାନ ଓ ପଲିଥିନମୁକ୍ତ ଅଭିଯାନ

01-May-2022



ସୁବର୍ଣ୍ଣପୁର  ଆଜି  ସକାଳ 6 ଘଣ୍ଟା ରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା  ପକ୍ଷରୁ  ସଫେଇ ଅଭିଯାନ  ଓ ପଲିଥିନ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଥିଲା l ମନ୍ଦିର ପରିସର ଓ ଚତୁଃପାର୍ଶ୍ୱ ରେ ଥିବା ଅଳିଆ ଆବର୍ଜନା ସଫl କରିଵା ସହ ପଲିଥିନ ଗୋଟାଇ ଏ ମାଟି ଓ ସମଗ୍ର ପରିବେଶ ସୁରକ୍ଷା ଓ ସୁସ୍ଥ ରଖିବା ପାଇଁ ପାଖ ପଡିଶା ସାହି ଓ  କଲୋନୀ ବାସୀ ଙ୍କୁ  ସଚେତନ କରାଇ ଥିଲେ l ସେହିପରି ଗତ ରବିବାର ଦିନ ସ୍ଥାନୀୟ ଶ୍ରୀ ଗୋପାଳଜୀ, ଦୁର୍ଗା ମନ୍ଦିର  ଓ  ଶ୍ରୀ ସତ୍ୟ ସାଇ ମନ୍ଦିର ଶମ୍ବୁଖରେ  ସଫେଇ  ଓ ପଲିଥିନ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସ୍ୱଚ୍ଛ ଭାରତ ସଂଗଠନ ର ସଭାପତି ଲଷ୍ମୀ ନାରାୟଣ ମେହେର ଙ୍କ ପରାମର୍ଶ କ୍ରମେ, ସୟଦ ଅଲିମୁଲ ଇସଲାମ ଓ ଇନ୍ଦୁମତୀ ପୁରୋହିତ ଙ୍କ ତତ୍ୱାବଧାନ,  ପୋଲିସ ଆର ଆଇ ପ୍ରଦ୍ୟୁମ୍ନ ପଟେଲ  ଓ ସଂଗଠନ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ଉଭୟ  କାର୍ଯ୍ୟକ୍ରମ ରେ ହାବିଲଦାର ମନୋଜ ପଣ୍ଡା , ସନ୍ତୋଷ ପାତ୍ର, ଲଡ଼ୁ କିଶୋର ମଲ୍ଲିକ, ତରଣୀ ମେହେର, ନାରାୟଣ ରଥ, ଯୋଗେଶ ଆଗ୍ରୱାଲା, ଜୟ ନାରାୟଣ ସାହୁ, ଗରିବ ଲୋଇ, ରାମ ଚନ୍ଦ୍ର ଆଗ୍ରୱାଲା, ଅଶୋକ ହୋତା, ସିମାଞ୍ଚଳ ହୋତା, ଗଣେଶ ମିଶ୍ର,
ପ୍ରତାପ ଦାଶ, ତ୍ରିଲୋଚନ ତରିଆ, ଜୟନ୍ତ ବେହେରା, କ୍ରିଷ୍ଣା ମେହେର, ଆରତୀ ଖମାରି, ସୂର୍ଯ୍ୟ ନାରାୟଣ ମହାପାତ୍ର, ଜୟନ୍ତୀ ରଥ, ବୃନ୍ଦାବନ ରଥ , ଡା, ସରୋଜ ପଟେଲ, ସୁଶାନ୍ତ

ସାହୁ ପ୍ରମୁଖ ସମସ୍ତ  ସକ୍ରିୟ ସଦସ୍ୟ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ଗତ ମାର୍ଚ୍ଚ ମାସ 20 ତାରିଖ ରେ ସୁବର୍ଣ୍ଣପୁର ନୂତନ ଏସ-ପି  ଶ୍ରୀ ଅମରେଶ ପଣ୍ଡା ଙ୍କ ନେତୃତ୍ୱ ଓ ପ୍ରତ୍ୟକ୍ଷ ତତ୍ୱାବଧାନ ରେ  ସ୍ୱଚ୍ଛ ଭାରତ, ସୋନପୁର କଲେଜ ଏନ ସି ସି , ଭୀମ ଭୋଇ ସେବା ଟ୍ରଷ୍ଟ, ପୋଲିସ  ଅଫିସର, କର୍ମଚାରୀ, କନେଷ୍ଟବଳ ସଂଘ, ଗୋପାଳଜୀ ଯୋଗାଳୟ ସମେତ  ବିଭିନ୍ନ ସଂଗଠନ ର ମିଳିତ ସହଯୋଗ ରେ ସ୍ଥାନୀୟ ବୁଢାରଜା ଛକ ଠାରୁ କଲେଜ ରାସ୍ତା ଦେଇ କଚେରୀ ଛକ ଯାଏ ଏକ ପଲିଥିନ ମୁକ୍ତ ମହା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଥିଲା l ଯାହାକି ବୁଦ୍ଧିଜୀବୀ ମହଲ ରେ ଏସପି ଶ୍ରୀ ପଣ୍ଡା ଓ ଏହି ସଂଗଠନ ସବୁ ର ମହତ କାର୍ଯ୍ୟ କୁ ଊଚ୍ଚ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like