-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ, ମନ ମୋହିଲା ଜୁମ୍ବା ନୃତ୍ୟ, ଉତ୍କଳୀୟ ସମର କଳା, ମ୍ୟୁଜିକ ଚେୟାର ଓ ଟଗ୍ ଅଫ ୱାର

01-May-2022



ପୁରୀ (ସମୀର ରଞ୍ଜନ ନାୟକ) : ବିଚ କନେକ୍ଟ (ସଂଯୋଗ:ସ୍ବର୍ଣ୍ଣାଭ ବେଳାଭୂମି) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।  ସକାଳ ୬ ଘଟିକା ସମୟରେ ବେଳାଭୂମି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିସହ ଜୁମ୍ବା ନୃତ୍ୟ, ଉତ୍କଳୀୟ ସମର କଳା,ମ୍ୟୁଜିକ ଚେୟାର, ସ୍ବାସ୍ଥ୍ୟ ପରୀକ୍ଷା,ନ୍ୟାଚୁରପାଥି, କୁଇଜ ପ୍ରତିଯୋଗିତା, ପେଣ୍ଟିଂ, ୱାଟର ସ୍ପୋର୍ଟସ, ପିଲାମାନଙ୍କ ପାଇଁ ବକେଟବଲ, ଆର୍ଚେରୀ, ରିଙ୍ଗ ଥ୍ରୋ ଭଳି ଫନ ଗେମ୍, ମହିଳା ଓ ପୁରୁଷ ବିଭାଗରେ ଟଗ୍ ଅଫ୍ ୱାର (ଦୌଡି ଭିଡା) ଅନୁଷ୍ଠିତ ହୋଇଥିଲା । ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିଜନିତ ଦୁର୍ଘଟଣ‍ା ରୋକିବା ପାଇଁ ବିଭିନ୍ନ କୌଶଳ ପ୍ରଦର୍ଶିତ ହୋଇଥିଲା । ଶ୍ରୀ ଲିଙ୍ଗରାଜ କଳା ପରିଷଦ ପକ୍ଷରୁ ସମ୍ବଲପୁରୀ ନୃତ୍ୟ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉପସ୍ଥିତ ଅଧିକାଂଶ  ସେଲଫି ପଏଣ୍ଟର ମଜ୍ଜା ନେବା ସହ ମତାମତ ଅଭିଯାନରେ ମଧ୍ୟ ସାମିଲ ହୋଇଥିଲେ ।

 ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ  ପୌରସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ବେଳାଭୂମି ସଫେଇ ସହ ଏହାର ସୁରକ୍ଷା ନିମନ୍ତେ ସମସ୍ତଙ୍କ ସହଯୋଗ ଲୋଡି ପୌରସଂସ୍ଥା ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ କରାଯାଇଛି ।  ସରକାରୀ ଅଧିକାରୀ, କର୍ମଚାରୀ, ପର୍ଯ୍ୟଟକ, ହୋଟେଲ ବ୍ୟବସାୟୀ, ବୁଦ୍ଧିଜିବୀ, ପୁରୀବାସୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ସ୍ବେଚ୍ଛାସେବୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇ । ପ୍ରତି ରବିବାର ବ୍ୟବଧାନରେ ସକାଳ ସାଢେ ୫ ଘଟିକାରୁ ସାଢେ ୮ ଘଟିକା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଯାରି ରହିବ । 
ଏହି ଅବସରରେ କୁଇଜ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ

ମାନଙ୍କୁ ପୁରସ୍କୃତ କରାଯାଇଥିଲା । 
 ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌର ସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀ ମନୋଜ ବେହେରା, ଜିଲ୍ଲା ଆପଦକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର ପାତ୍ର,  ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା, ପରାମର୍ଶଦାତା ଶ୍ରୀ ଜ୍ୟୋତିପ୍ରକାଶ, ଶ୍ରୀ ସିଦ୍ଧାର୍ଥ ରାୟ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like