-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ଗରିବଙ୍କ କଥା ଶୁଣୁନି ସରକାର/ ପାର୍ଚ୍ଚା ପାଇଥିବା ସତ୍ତ୍ୱେ ହୋଇ ନାହିଁ ଜମି ଚିହ୍ନଟ. ବିଭାଗୀୟ ଅଧିକାରୀଙ୍କ ସହ ଖର୍ଲିକାନିରେ ପହଞ୍ôଚଲେ ନରସିଂହ

01-May-2022



ବଲାଙ୍ଗିର,(ପ୍ରେରଣା ଖବର) ବଲାଙ୍ଗିର ସହରରୁ ଅନତି ଦୂରରେ ଖର୍ଲିକାନି ଗାଁ । ଅନେକ ଗରିବ ବିଶେଷ କରି ଆଦିବାସୀ ଅଦ୍ୟୁଷିତ ଅଞ୍ଚଳ । ୧୯୯୫ ମସିହାରୁ ସରକାର ଏମାନଙ୍କୁ ଚିହ୍ନଟ କରି ୪ଡିସିମିଲ ଲେଖାଏଁ ଜମି ପ୍ରଦାନ କରିଛନ୍ତି । କିନ୍ତୁ ଆଜି ପର୍ଯ୍ୟନ୍ତ ପାର୍ଚ୍ଚା ପାଇଥିବା ସତ୍ତ୍ୱେ ସେମାନଙ୍କର ଜମି ଚିହ୍ନଟ ହୋଇ ପାରୁନାହିଁ । ଦିର୍ଘ ବର୍ଷରୁ ସରକାରଙ୍କ ପାଖକୁ ଧାଇଁ ଧାଇଁ ଏମାନେ ନୟନ୍ତ । ଗରିବଙ୍କ କଥା ଶୁଣିବାରେ ସମୟ ନାହିଁ ସରକାରଙ୍କ ପାଖରେ ।  ଓଲଟା ତାଙ୍କୁ ଜମି ଦିଆଯାଇଥିବା ଅଂଚଳକୁ ସରକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ଚିହ୍ନଟ କରିଛନ୍ତି । ଝାଟିମାଟି ଘର ପୁଣି ଭାଙ୍ଗି ଯିବାର ଭୟ । ତେଣୁ ୫୦ ରୁ ଉର୍ଦ୍ଧ୍ୱ ପାର୍ଚ୍ଚା ପାଇଥିବା ଆଦିବାସୀ ଲୋକେ ଅଭିଯୋଗ କରିଥିଲେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ରଙ୍କ ପାଖରେ । ଆଜି ସକାଳେ ଅଭିଯୋଗ ପାଇ ଶ୍ରୀ ମିଶ୍ର ୮ଟା ସମୟରେ ତହସିଲଦାର ମଘବାନ ବାଗ ଓ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଅଧିକାରୀଙ୍କ ସହ ଗାଁରେ ପହଞ୍ôଚ ଥିଲେ । ସେଠାରେ ଦେଖାଯାଇଥିଲା ସରକାର ଲୋକଙ୍କୁ ପାର୍ଚ୍ଚା ଦେଇଛନ୍ତି, ବର୍ଷକୁ ବର୍ଷ ଜମି ବାବଦରେ ଖଜଣା ମଧ୍ୟ ନେଉଛନ୍ତି କିନ୍ତୁ ସରକାରଙ୍କ ପାଖରେ ଜମିର ନକଲ, ନକ୍ସା କିଛି  ନ ଥିବା ଅଧିକାରୀମାନେ କହୁଛନ୍ତି । ଏଠାରେ ପ୍ରଶ୍ନ ଉଠୁଛି କୌଣସି ରେକର୍ଡ ନ ଥାଇ ସରକାର କିପରି ଖଜଣା ଆଦାୟ କରୁଛନ୍ତି । ତେଣୁ ବିଧାୟକ ମିଶ୍ର ତୁରନ୍ତ ପାର୍ଚ୍ଚା ପାଇଥିବା ଲୋକଙ୍କୁ ତାଙ୍କର ଜମି ଚିହ୍ନଟ ଏବଂ ଅହୁରି ୪୦ ରୁ ୫୦ ଜଣ ଭୂମିହୀନ ଆଦିବାସୀଙ୍କୁ ତୁରନ୍ତ ଏହି ଜାଗାରେ ଘରଟିଏ ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ମଧ୍ୟ ପିଇବା ପାଣି ପାଇଁ ଏକ ଟ୍ୟୁବ୍ ୱେଲ ସ୍ଥାପନ ପାଇଁ ଉପସ୍ଥିତ ଥିବା ଗ୍ରାମ୍ୟ ଜଳଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ବନ୍ଧରେ ସମସ୍ତ ପାର୍ଚ୍ଚା ପାଇଥିବା ଜମି ମାଲିକମାନଙ୍କୁ ଏକ ନୋଟିସ ଜାରି କରିବା ପାଇଁ ନିଷ୍ପତ୍ତି ହୋଇଥିଲା ଏବଂ ଯେହେତୁ ଏହି ଅଂଚଳରେ ବୃଦ୍ଧାଶ୍ରମ ପାଇଁ ସରକାରଙ୍କ ତରଫରୁ ଜାଗା ଚିହ୍ନଟ କରାଯାଇଛି ତେଣୁ ଆସନ୍ତା କାଲି ପୁଣିଥରେ ବିଧାୟକ ଶ୍ରୀ ମିଶ୍ର, ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ତହସିଲଦାର ଶ୍ରୀ ବାଗ ଏବଂ ଗ୍ରାମ୍ୟ ଜଳଯୋଗାଣ ଅଧିକାରୀ ମିଳିତ ଭାବରେ ଆସି ଗରିବ ଆଦିବାସୀମାନଙ୍କୁ ସେମାନେ ପାଇଥିବା ପାର୍ଚ୍ଚା ଜମି ଚିହ୍ନଟ ଏବଂ ଭୂମିହୀନଙ୍କ ପାଇଁ ସେଠାରେ ଜମିର ବନ୍ଦୋବସ୍ତ କରିବାର ବ୍ୟବସ୍ଥା କରାଯିବ ଉପସ୍ଥିତ ଗ୍ରାମବାସୀଙ୍କୁ ଶ୍ରୀ ମିଶ୍ର ପ୍ରତିଶୃତି ଦେବା ସହ ଯଦି ସରକାର ଗରିବ ଆଦିବାସୀ ଭୂମିହୀନଙ୍କୁ ଏବଂ ପାର୍ଚ୍ଚା ପାଇଥିବା ଆଦିବାସୀମାନଙ୍କୁ ଜମି ଚିହ୍ନଟ କରି ପ୍ରଦାନ ନ କରେ ତେବେ ଲୋକେ ରାଜରାସ୍ତାକୁ ଓହ୍ଲାଇବେ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like