-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ମହାନଗର

ମନେରହିବେ ସ୍ୱର୍ଗତ ବିନୟ ଦାସ. ନୀଳାଦ୍ରିବିହାର ଠାରେ ସଂସ୍କାର କେନ୍ଦ୍ର ଆନୁକୁଲ୍ୟରେ ସ୍ୱର୍ଗତ ବିନୟ ଦାସଙ୍କ  ସ୍ମୃତି ଚାରଣ ସହ ବିଭିନ୍ନ ପ୍ରତିଯୋଗିତା ଏବଂ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ।

01-May-2022



ଭୁବନେଶ୍ୱର//ସହରାଞ୍ଚଳରେ ଭାଇଚାରା ଓ ବନ୍ଧୁତ୍ୱର ଏକ ଅପୂର୍ବ ନିଦର୍ଶନ ପ୍ରତିଫଳନ ସହ ସ୍ଥାନୀୟ ନୀଳାଦ୍ରିବିହାର ଠାରେ ସଂସ୍କାର କେନ୍ଦ୍ର ତଥା ସ୍ୱର୍ଗତ ବିନୟ ଦାସ ସ୍ମୃତି କମିଟି ଆନୁକୁଲ୍ୟରେ ୨୦୧୭ ମସିହାରେ ଏକ ଆକସ୍ମିକ ଘଟଣା କ୍ରମରେ ଇହଧାମ ତ୍ୟାଗ କରିଥିବା ଜଣେ ଭଦ୍ର, ଅମାୟିକ, ବନ୍ଧୁ ବତ୍ସଳ, ସଂଗଠକ ସ୍ୱର୍ଗତ ବିନୟ ଦାସଙ୍କ ସ୍ମୃତି ଚାରଣ କରାଯିବା ସହ ତାଙ୍କ ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ପୂର୍ବକ ସ୍ଥାନୀୟ ଛାତ୍ରଛାତ୍ରୀମାନଙ୍କ

ମଧ୍ୟରେ ଚିତ୍ରାଙ୍କନ, ରଚନା, ତର୍କ, ଏକକ ତଥା ଗୋଷ୍ଠି ନୃତ୍ୟ, ସଂଗୀତ ଏବଂ ମହିଳାମାନଙ୍କ ମଧ୍ୟରେ ମୁରୁଜ, ହୁଳହୁଳି, ଶଙ୍ଖ ଫୁଙ୍କା ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । ଦୁଇ ଦିନ ଧରି ଆୟୋଜିତ ଏହି ମନୋରମ କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ବିଭିନ୍ନ ପ୍ରତିଯୋଗିତା ଗୁଡିକର ଆୟୋଜନ କରାଯିବା ସହ ଦ୍ୱିତୀୟ ସଂନ୍ଧ୍ୟାରେ ସ୍ଥାନୀୟ ବିଧାୟକ ସୁଶାନ୍ତ କୁମାର ରାଉତ, କର୍ପୋରେଟର ମୋନାଲିସା ସାହୁ, ଆକାଶବାଣୀ କେନ୍ଦ୍ରର ପୁର୍ବତନ ନିର୍ଦ୍ଦେଶକ ଡ. କୃତୀବାସ  ନାୟକ, ବରିଷ୍ଠ ଆଇନଜିବୀ ଶ୍ରୀ ମନମୋହନ ପଟ୍ଟନାୟକ, ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ସଭାପତି ତଥା ସମାଜସେବୀ ଡଃ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା

କାଳୀଚରଣ ସିଂ, ନିଳାଦ୍ରୀ ବିହାର ଆବସିକ ସଂଘର ସମ୍ପାଦକ ଦେବେନ୍ଦ୍ର ପାତ୍ର ଓ ସଭ୍ୟ ମିହିର ମିଶ୍ର ପ୍ରମୁଖ ଅତିଥି ରୂପେ ଯୋଗଦେଇ ସ୍ୱର୍ଗତ ବିନୟ ଦାସଙ୍କ ସ୍ମୃତି ଚାରଣ କରିବା ସହ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଅବସରରେ ଅଞ୍ଚଳର ଅଧିବାସୀମାନଙ୍କ ଭାଇଚାରାର ଏହି ମନୋବୃତ୍ତିିକୁ ଭୂୟସୀ ପ୍ରଶଂସା କରିବା ସହ ଆଗାମୀ ଦିନରେ ଏହାକୁ ବଜାୟ ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଅଞ୍ଚଳର ପ୍ରତିଭା ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।  ଉତ୍ସବରେ ଅନୁଷ୍ଠାନର ସଭାପତି ହାଡିବନ୍ଧୁ ବେହେରା ସଭାପତିତ୍ୱ କରିଥିବାବେଳେ, ସଂପାଦକ ହର ପ୍ରସାଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ପ୍ରତିଯୋଗିତାରେ, ଅନନ୍ତ ମାହାପାତ୍ର, ବନଶ୍ରୀ ପାଣିଗ୍ରାହୀ ଓ ଗୁରୁ ଉପେନ୍ଦ୍ର ବିଚାରକ ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ଚୟନ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଆବାହକ ଅରୁଣ କୁମାର ଦେ ତଥା ସଭ୍ୟ ଲକ୍ଷ୍ମଣ କୁମାର ମାରାଣ୍ଡି, ଅଶୋକ ସାହୁ, ବ୍ରହ୍ମାନନ୍ଦ ପ୍ରଧାନ, ପବିତ୍ର ବାରିକ, ସତ୍ୟନାରାୟଣ ବରାଳ ଓ ଶିଲାଧୋବା ପାତ୍ର ପ୍ରମୁଖ ଉପସ୍ଥିତ ରହି ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like