-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଦୀପକ କୁମାର ନନ୍ଦ ପାଇଲେ ଡକ୍ଟରେଟ ଡିଗ୍ରୀ, ତାଙ୍କ ନିଜ ଗାଁ ବଡପଡାରେ ଖୁସିର ମାହୋଲ।

02-May-2022



ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକ, ବଡ଼ପଡା ଗ୍ରାମର ପ୍ରଭାତ କିରଣ ନନ୍ଦଙ୍କ ପୁତ୍ର ଦୀପକ କୁମାର ନନ୍ଦଙ୍କୁ ମୁମ୍ବାଇ ସ୍ଥିତ ଟାଟା ସାମାଜିକ ବିଜ୍ଞାନ ସଂସ୍ଥା, ବିଶ୍ୱବିଦ୍ୟାଳୟ ତରଫରୁ ସମାଜିକ କାର୍ଯ୍ଯ ପାଠରେ ଡକ୍ଟରେଟ ଡିଗ୍ରୀ ପାଇବାରେ ସମର୍ଥ ହୋଇଛନ୍ତି I ସେ ତାଙ୍କର ସନ୍ଦର୍ଭ ଓଡ଼ିଶା ବିକାଶର ରାଜନୀତିକରଣ ଏବଂ ଆଂଚଳିକ ବୈଷ୍ୟମତା ଉପରେ ଲେଖି ସଫଳତାର ସହିତ ଚଳିତ ମାସ ଏପ୍ରିଲ ୧୯ ତାରିଖ ଉତୀର୍ଣ୍ଣ ହୋଇଛନ୍ତି I ଏଭଳି କୀର୍ତ୍ତିମାନ ବଙ୍ଗୋମୁଣ୍ଡା ଭଳି ଏକ ଅର୍ଥନୈତିକ ଏବଂ ଶିକ୍ଷାଗତ ଅନଗ୍ରସର ଅଞ୍ଚଳ ପାଇଁ ଗର୍ବ ଏବଂ ଗୌରବର ବିଷୟ I ତାଙ୍କର ଶିକ୍ଷା ସେ ବଡ଼ପଡା-ତୁରକେଲା ପ୍ରାଥମିକ ବିଦ୍ୟାଳୟ ଏବଂ ଜାମଖୁଣ୍ଟା ମାଧ୍ୟମିକ ଇଂରାଜୀ ବିଦ୍ୟାଳୟରୁ ଆରମ୍ଭ କରି ପରବର୍ତ୍ତୀ ସମୟରେ ଭୁବନେଶ୍ୱର ଏବଂ ମୁମ୍ବାଇ ରେ ଅଧ୍ୟୟନ କରିଥିଲେ I ସେ ଜଣେ ମେଧାବୀ ଛାତ୍ର ଥିଲେ ଏବଂ ଇତି ମଧ୍ୟରେ ସେ ବିଦେଶ ଭ୍ରମଣ କରି ଇଉରୋପ ସ୍ଥିତ ସ୍ୱିଡ଼େନ ରେ ମଧ୍ୟ ପାଠ୍ୟ ଅର୍ଜନ କରିଛନ୍ତି I ଏହା ସହିତ ସେ ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସେମିନାର ଏବଂ କନଫରେନ୍ସ ରେ ନିଜର ଗବେଷଣା ବିଷୟବସ୍ତୁ କୁ ଉପସ୍ଥାପନା କରିଛନ୍ତି I ତାଙ୍କର ଲେଖା ସବୁ ବିଭିନ୍ନ ଖବରକାଗଜ ଏବଂ ଜର୍ଣ୍ଣାଲ ରେ ମଧ୍ୟ ପ୍ରକାଶିତ ହୋଇସାରିଛି I ଆଶାକରୁ ତାଙ୍କର ଏହି ସଫଳତା ଆହୁରି ଅନେକ ଯୁବ ଗୋଷ୍ଠୀ ପାଇଁ ପ୍ରେରଣା ଦାୟୀ ହେବ ଏବଂ ଏହି ଅଂଚଳ ଶିକ୍ଷାଗତ କ୍ଷେତ୍ରରେ ଅଗ୍ରସର ହେବ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like