-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ, ଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ୱାରୋପ

02-May-2022



ବଲାଙ୍ଗୀର,ବଲାଙ୍ଗୀର ରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ସ୍ତାନୀୟ ବିଭାଗୀୟ ଶ୍ରମ ଆୟୁକ୍ତ ଙ୍କ କାର୍ଯ୍ୟାଳୟ ପରିସରରେ, ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ଯାଣ ବୋର୍ଡ ଜିଲ୍ଲା ପ୍ରଶାସନ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଙ୍କ କାର୍ଯ୍ୟାଳୟ ବଲାଙ୍ଗୀର ଙ୍କ ମିଳିତ ଆନୁକୁଲ୍ୟରେ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଥିଲା। ଏହି ଦିବସ ପାଳନ ଉପଲକ୍ଷେ ସାଧାରଣ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକ ମାନେ ନିଜ ଅଧିକାର ପ୍ରତି ସଚେତନ ହେବା ସହ ଶ୍ରମିକ ମାନେ ଯେପରି ରାଜ୍ଯ ସରକାର ଙ୍କ ବିଭିନ୍ନ ଶ୍ରମିକ କଲ୍ଯାଣ ଯୋଜନା ର ସୁଫଳ ପାଇପାରିବେ ସେଥିପ୍ରତି ବିଭିନ୍ନ ଶ୍ରମିକ ସଙ୍ଗଠନ ତଥା ଜିଲ୍ଲା ଶ୍ରମବିଭାଗ ବିଶେଷ ଯତ୍ନବାନ୍ ହେବାକୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନେ ହେଉଛନ୍ତି ବିକାଶ ର ମୁଖ୍ୟ ଆଧାର। ରାଜ୍ଯ ସରକାର ସେମାନଙ୍କ କଲ୍ଯାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହି ଯୋଜନା ଗୁଡିକ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ। ସଭାରେ ଉପାଧ୍ୟକ୍ଷା ମିଥିଳା ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହ ଶ୍ରମିକମାନେ ସେମାନଙ୍କ କଲ୍ଯାଣ ପାଇଁ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ

ଯୋଜନା ଓ ଅଧିକାର ସମ୍ପର୍କରେ ସଚେତନ ହେବା ପାଇଁ ପରାମର୍ଶ ଦେଇଥିଲେ। ସଭାରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଲ ରାଣା ସଭାପତିତ୍ଵ କରି ଶ୍ରମିକ ମାନଙ୍କ ନିମନ୍ତେ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ ବିଭିନ୍ନ କଲ୍ଯାଣ ଯୋଜନା ଓ ସାମାଜିକ ନିରାପତ୍ତା ଆଇନ ସମ୍ପର୍କରେ ଆଲୋକପାତ କରିବା ସହ ଏସମ୍ପର୍କରେ ବିଭିନ୍ନ ଶ୍ରମିକ ସଙ୍ଗଠନ ଓ ଶ୍ରମ ବିଭାଗ ବ୍ୟାପକ ସଚେତନତା କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ, ଅତି କୁଶଳୀ, ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରି ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକମାନେ ନିଜ ଅଧିକାର ପ୍ରତି ସଚେତନ ହେବା କୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନଙ୍କ ହିତ ପାଇଁ ଶ୍ରମବିଭାଗ ଆହୁରି ସକ୍ରିୟ ଭବରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ ସେଠୀ ସ୍ୱାଗତ୍ କରିବା ସହିତ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତତ୍ପର୍ଯ୍ୟ ଓ ବଲାଙ୍ଗିର ଜିଲାରେ ଶ୍ରମିକ ମାନଙ୍କ କଲ୍ଯାଣ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ଅବସରରେ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ଯାଣ ଯୋଜନା ରେ ୨୦୦ ଜଣ ଙ୍କୁ ଶ୍ରମ କାର୍ଡ,ଅଣ ସଙ୍ଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଯୋଜନାରେ ୮୫ ଜଣ ଙ୍କୁ ପରିଚୟ ପତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭଗ ଦ୍ଵାରା ଖବରକାଗଜ ବିତରକ ମାନକୁ ଅତିଥି ଗଣ ପରିଚୟ ପତ୍ର ବିତରଣ କରିଥିଲେ। ଏହି ଉତ୍ସବରେ ଆଇନ ସେବା ପ୍ରାଧୀକରଣ ର ପାରା ସ୍ୱେଚ୍ଛାସେବୀ ବିଦୁ ଲତା ଖମାରି ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଶ୍ରମ ନିରୀକ୍ଷକ ନିରଞ୍ଜନ ଭୂୟାଁ, ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ତଥା ଶ୍ରମିକ, ଜିଲ୍ଲା ଶ୍ରମବିଭାଗ କର୍ମଚାରୀ ମାନେ,ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ। ଶେଷରେ ସହକାରୀ ଶ୍ରମ ଅଧିକାରୀ ପାନା ମଣି ସୋରେନ ଧନ୍ଯବାଦ ଅର୍ପଣ କରିଥିଲେ। (ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like