-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ପ୍ରତିକ୍ଷୀତ ଓଡିଆ ସିନେମା ‘ପ୍ରସ୍ଥାନମ୍‌’ର ଅଡିଓ ରିଲିଜ୍

02-May-2022



ଭୁବନେଶ୍ୱର : ବହୁ ପ୍ରତିକ୍ଷୀତ ଓଡିଆ ସିନେମା ‘ପ୍ରସ୍ଥାନମ୍‌’ର ଅଡିଓ ଆମର ମ୍ୟୁଜିକ ଦ୍ବାରା ରିଲିଜ୍ ହୋଇଛି । ଭୁବନେଶ୍ୱର ଏସପ୍ଲାନେଡ ପରିସରରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଏହି ଅଡିଓ ରିଲିଜ୍ ହୋଇଛି । ପ୍ରଥମ ଥର ପାଇଁ ଫ୍ଲାସ ମୋଭରେ ସମସ୍ତ କଳାକାର ଏଣ୍ଟ୍ରି କରିଥିବା ବେଳେ ୟଙ୍ଗ୍ ସେନସେସନ୍ ମ୍ୟୁଜିସିଆନ ଅସାଦ୍ ନିଜାମଙ୍କ ଟିମ୍ ଓ ସମସ୍ତ କଣ୍ଠଶିଳ୍ପୀ ସଂଗୀତ ପରିବେଷଣ କରି କାର୍ଯ୍ୟକ୍ରମକୁ ଆହୁରି ରଙ୍ଗାରଙ୍ଗ କରିଥିଲେ ।,ପ୍ରସ୍ଥାନମ୍ ର ସମସ୍ତ ଗୀତ କେବଳ‌ ଆମର ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ ରେ ଦର୍ଶକମାନେ ଦେଖିପାରିବେ।ରାଜା ଡି’ଙ୍କ ନିର୍ଦ୍ଦେଶିତ ଏହି ବହୁ ଚର୍ଚ୍ଚିତ ଚଳଚ୍ଚିତ୍ରରେ ନାୟକ ଭୁମିକାରେ ଅମ୍ଳାନ୍ ନଜର ଆସିଥିବା ବେଳେ ନାୟିକା ସାଜିଛନ୍ତି ଶ୍ରଦ୍ଧା ପାଣିଗ୍ରାହୀ । ଅନ୍ୟମାନଙ୍କ ମଧ୍ୟରେ ବଣ୍ଟି ଆର୍ ସାମଲ (ଫନୀ ଅନୁଗୁଳିଆ), ମନୋଜ ମିଶ୍ର, ଉଷସୀ ମିଶ୍ର ଓ ପାର୍ଥ ସାରଥୀ ରାୟ ପ୍ରମୁଖ ଦମଦାର ଅଭିନୟ କରିଛନ୍ତି । ସିନେମାର ଗୀତ ଗୁଡିକ ବେଶ ମନଛୁଆଁ ହୋଇଛି । ତପୁ ନାୟକ ଓ କୁମାରଶ୍ରୀଙ୍କ ଗୀତକୁ ସ୍ୱର ସଜାଇଛନ୍ତି ଅସାଦ୍ ନିଜାମ । ହ୍ୟୁମାନ ସାଗର, ଅସାଦ୍ ନିଜାମ, କୁଲଦୀପ ପଟ୍ଟନାୟକ, ଅସୀମା ପଣ୍ଡା, ନେହା ନିହାରିକା କର ଓ ଆର ଏସ କୁମାର ପ୍ରମୁଖ ଗୀତ ଗୁଡିକ ଗାଇଛନ୍ତି । ଖୁବଶୀଘ୍ର ‘ପ୍ରସ୍ଥାନମ୍‌’ ପରଦାକୁ ଆସିବ ବୋଲି ଜଣାପଡିଛି । ଓଡିଆ ମୌଳିକ କାହାଣୀ ସହ ଭରପୁର ରୋମାଞ୍ଚ ଭରି ରହିଛି ଏହି ସିନେମାରେ । ରାଜା ଡି’ ଓ ଅସାଦ୍ ନିଜାମଙ୍କ ଯୋଡି ଅନେକ ଗୁଡିଏ ସୁପରହିଟ୍ ମ୍ୟୁଜିକ୍ ଭିଡିଓ ଦର୍ଶକଙ୍କୁ ଭେଟି ଦେଇଥିବା ବେଳେ ଏବେ ବଡପରଦାରେ ଉଭୟଙ୍କ ଯୋଡି ଧମାଲ କରିବ ବୋଲି ଦର୍ଶକଙ୍କ ମହଲରେ ଉତ୍ସୁକତା ବଢ଼ିଛି । (ଅମୃତ ନନ୍ଦ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like