-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||     

HOME   ଜିଲ୍ଲା

ଗୁଦେରପାଲି କଲ୍ୟାଣ ମଣ୍ଡପ ର ବିକାଶ କେବେ ?

02-May-2022



ପଦ୍ମପୁର:-ଗାଇସିଲାଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ଗାଁ ରେ ୨୦୧୬ ମସିହାରୁ କାମ ଆରମ୍ଭ ହୋଇଥିବା ଏକମାତ୍ର ନିମ୍ନ ମାନର ଅର୍ଦ୍ଧନିର୍ମିତ ଦୁଇ ମହଲା ବିଶିଷ୍ଟ କଲ୍ୟାଣ ମଣ୍ଡପ ଅଧାରେ ପଡ଼ିରହିଛି। ସ୍ଥାନୀୟ ଜନ ପ୍ରତିନିଧିଙ୍କ ଅଣଦେଖା ଗାଁ ର ବିକାଶକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ଜନ ସାଧାରଣରେ ଚର୍ଚ୍ଚା ହେଉଛି। ବିଗତ ଦିନରେ ବିଜେପୁର ଉପନିର୍ବାଚନ ସମୟରେ ସବୁ ଦଲର ନେତା ମନ୍ତ୍ରୀଙ୍କ ଶୁଅ ଛୁଟୁଥିଲା ଗୁଦେରପାଲି ଗ୍ରାମ ପଞ୍ଚାୟତକୁ l ଗ୍ରାମବାସୀ ନେତା ମନ୍ତ୍ରୀଙ୍କ ଦୃଷ୍ଟିଗୋଚର ମଧ୍ୟ କରିଥିଲେ ନିମ୍ନମାନର ଅର୍ଦ୍ଧନିର୍ମିତ କଲ୍ୟାଣ ମଣ୍ଡପକୁ ସଂପୁର୍ଣ୍ଣ କରି ବଡ଼ବଡ଼ିଆ ଠିକାଦାରର ଏବଂ ଏହି କାମରେ ନିୟୋଜିତ ଥିବା ବିଭାଗିୟ ଯନ୍ତ୍ରୀ ଙ୍କ ବିରୋଧ ରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବା ପାଇଁ। ନେତା ମନ୍ତ୍ରୀ ମଧ୍ୟ ପ୍ରତିଶୃତି ଦେଇ ଚାଲିଗଲେ।ବିଶ୍ଵସ୍ତ ସୁତ୍ର ରୁ ଜଣାଯାଇଛି ଯେ ଏହି କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ୨୫ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।ଏହି ଅର୍ଦ୍ଧ ନିର୍ମିତ ଦୁଇ ମହଲା ବିଶିଷ୍ଟ କଲ୍ୟାଣ ମଣ୍ଡପ ର କାନ୍ଥ ଫାଟି ଆଁ କଲାଣି କଉଠି ପଲସ୍ତରା ଖସୁଛି ତ କଉଠି ଛାୟା ଝଡିଯାଉଛି।ଝରକା କବାଟ ନ ଥିବାରୁ ବୁଲା ଗାଈଗୋରୁ କୁକୁର ଅନାୟାସରେ ପ୍ରବେଶ କରୁଥିବା ବେଳେ ସଂଧ୍ୟାରେ ନିଶା ଖୋର ତଥା ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। କଲ୍ୟାଣ ମଣ୍ଡପ ନିର୍ମାଣ ସଂପୁର୍ଣ୍ଣ ହୋଇଗଲେ ଗୁଦେରପାଲି ତଥା ଆଖପାଖ ଦୁଇ ଖଣ୍ଡ ଗାଁର ଲୋକେ ଉପକୃତ ହେବେ।ଗୁଦେରପାଲି ଗାଁ ର ଅର୍ଦ୍ଧ ନିର୍ମିତ ନିମ୍ନ ମାନର ଦୁଇ ମହଲା ବିଶିଷ୍ଟ କଲ୍ୟାଣ ମଣ୍ଡପ କାମ ସଂପୁର୍ଣ୍ଣ କରିବା ସହ ସେ ସମୟରେ ଯେଉଁ ଅଧିକାରୀ ଏବଂ ଠିକାଦାର ଏହି କାମରେ ନିୟୋଜିତ ଥିଲେ ତାହାର ତଦନ୍ତ କରି ଦୋଷୀ ବିରୋଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବା ପାଇଁ ଗ୍ରାମ ବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026

You Might Also Like