-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବିଶ୍ୱବିଦ୍ୟାଳୟ ସ୍ତରରେ ସ୍ଵର୍ଣ୍ଣ ପଦକ ହାସଲ କରି କନ୍ଧମାଳ ର ଗୌରବ ଆଣିଲେ ରୁନିତା ପ୍ରଧାନ

02-May-2022



ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ  ଦାରିଙ୍ଗବାଡ଼ି ବ୍ଲକ ପାଇଁ ଗର୍ବ ଆଉ ଗୌରବ ଆଣିଲେ ରୁନିତା ପ୍ରଧାନ । ଦାରିଙ୍ଗବାଡି ନିଳକନ୍ଦର ସାହିର ନିବାସୀ ବିସିକେଶନ ପ୍ରଧାନ ଓ ମାତା ସନ୍ତୋଷିନୀ ପ୍ରଧାନଙ୍କ ଝିଅ ରୁନିତା ପ୍ରଧାନ ଉତ୍କଳ ବିଶ୍ଵବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗରେ ଅଧ୍ୟୟନ କରୁଥିଲେ । ସେ ୨୦୨୧ ମସିହାରେ ବିଶ୍ୱ ବିଦ୍ୟାଳୟ ସ୍ତରୀୟ (ଏମ୍.ଏ. ଇନ୍ ପଲିଟିକାଲ ସାଇନ୍ସ) ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ବିଶ୍ୱବିଦ୍ୟାଳୟ ସ୍ତରରେ ସ୍ଵର୍ଣ୍ଣ ପଦକ ହାସଲ କରି କନ୍ଧମାଳ ଜିଲ୍ଲା ତଥା ଦାରିଙ୍ଗବାଡ଼ି ପାଇଁ ପ୍ରଥମ ମହିଳା ଭାବେ ଗୌରବ ଅର୍ଜନ କରି ପାରିଛନ୍ତି । ସେ ତାଙ୍କ ଯୋଗ୍ୟତା ପାଇଁ ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ୱର୍ଣ୍ଣ ପଦକ ହାସଲ କରିବା ସହ ସୋନାଲି ଦେଓ ମେମୋରିଆଲ ଓ ଗଗନ ବିହାରୀ ଚାନ୍ଦ ମେମୋରିଆଲ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଏବଂ ବନମାଳୀ ପଟ୍ଟନାୟକ ଅର୍ଥ ରାଶି ପୁରସ୍କାର ପାଇଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଏମକେସିଜି ଅଡିଟୋରିୟମରେ

ଆୟୋଜିତ ୫୧ ତମ ସମାବର୍ତନ ଉତ୍ସବରେ ଦାରିଙ୍ଗବାଡ଼ିର ଏହି ଛାତ୍ରୀ ଜଣଙ୍କର ସବୁଠାରୁ ଅଧିକ ମାର୍କ ଥିବା ହେତୁ ଏହି ଉତ୍ସବରେ ତାଙ୍କୁ ପୁରସ୍କୃତ କରାଯାଇଛି । ସୂଚନା ପ୍ରକାରେ ରୁନିତାଙ୍କ ପିତା ବିସିକେଶନ ପ୍ରଧାନ ଛୋଟ ମୋଟ ବ୍ୟବସାୟ କରୁଥିବା ବେଳେ ମାତା ସନ୍ତୋଷିନୀ ପ୍ରଧାନ ତାଙ୍କୁ ସହଯୋଗ କରୁଛନ୍ତି । ବର୍ତ୍ତମାନ ପୁରସ୍କୃତ ହୋଇଥିବା ରୁନିତା ପ୍ରଥମରୁ ତୃତୀୟ ଡବେରୀ ସେବାଶ୍ରମରେ ଅଧ୍ୟୟନ କରିଥିବା ବେଳେ ୪ର୍ଥରୁ ୫ମ ଦାରିଙ୍ଗବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଷ୍ଠରୁ ଅଷ୍ଟମ ମହାସିଙ୍ଗ ଓ ନବମରୁ ଦଶମ ସରକାରୀ ଉଚ୍ଚ ବିଦ୍ୟାଳୟ ଦାରିଙ୍ଗବାଡ଼ିରେ ପାଠ ପଢ଼ିଥିବା ବେଳେ ଉଚ୍ଚ ଶିକ୍ଷା ପାଇଁ ସେ ଭୁବନେଶ୍ୱରରେ ରମାଦେବୀ କଲେଜରୁ ଆରମ୍ଭ କରି ଉତ୍କଳ ବିଶ୍ୱବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗରେ ଏମ.ଏ ପାଠ୍ୟକ୍ରମ ଶେଷ କରିଛନ୍ତି । ରୁନିତାଙ୍କ ଏଭଳି ସଫଳତା ପାଇଁ ଅଞ୍ଚଳବାସୀଙ୍କ ସମେତ ତାଙ୍କ ସହପାଠୀ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ରୁନିତା ଦାରିଙ୍ଗବାଡ଼ି ପାଇଁ ଗର୍ବ ଓ ଗୌରବ ଆଣିବା ନେଇ ଅଞ୍ଚଳବାସୀ ଖୁସି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like