-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ଡହଡହ ଖରାରେ ମାନବିକତା ଦେଖାଇଲେ ଟ୍ରାଫିକ କର୍ମଚାରୀ

02-May-2022



ବଲାଙ୍ଗୀର ,ବଲାଙ୍ଗୀର ରେ ମୁଣ୍ଡଫଟା ଖରା ଯୋଗୁ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏଭଳି ସ୍ଥିତିରେ ଲୋକେ ଜରୁରୀ କାମ ପଡ଼ିଲେ ବାଧ୍ୟହୋଇ ଘରୁ ବାହାରୁଛନ୍ତି। ଏହା ଅନେକାଂଶରେ ଘାତକ ସାବ୍ୟସ୍ତ ହେଉଛି। ବଲାଙ୍ଗୀର

ସହର ମଧ୍ୟରେ ଥିବା କଚେରି ଛକରେ ଶିକାବେହେଙ୍ଗା ଗ୍ରାମର କଇଁରୁ ସ୍ବାଇଁ ବାଇକ୍‌ରେ ଯାଉଥିବା ବେଳେ ହଠାତ ପଡ଼ି ଯାଇଥିଲେ। ଟାଣ ଖରା ଯୋଗୁ ତାଙ୍କର ଏପରି ଅବସ୍ଥା ହୋଇଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ହେଲେ ଛକରେ ଥିବା କାର୍ଯ୍ୟରତ ଟ୍ରାଫିକ କର୍ମଚାରୀ କଇଁରୁ ଙ୍କୁ ଉଦ୍ଧାର କରି ଏକ ଅଟୋରିକ୍ସା ଯୋଗେ ବଲାଙ୍ଗୀର ଭୀମ ଭୋଇ କଲେଜ ହସ୍ପିଟାଲକୁ  ନେଇଥିଲେ। ଟ୍ରାଫିକ କର୍ମଚାରୀଙ୍କ ଏଭଳି ମାନବିକତା ଦେଖି ଲୋକେ ପ୍ରଶଂସା କରିଛନ୍ତି।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like