-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା କରାଟେ ଡୁ ଆସୋସିଏସନ୍ ପକ୍ଷରୁ ବେଲ୍ଟ ପ୍ରଦାନ ଉତ୍ସବ ଅନୁଷ୍ଠିତ

02-May-2022



ବରଗଡ ଜିଲ୍ଲା ପଦ୍ମପୁର ସାଇରାଜ କଲ୍ଯାଣ ମଣ୍ଡପ ଠାରେ ଜିଲ୍ଲା କରାଟେ ଡୁ ଆସୋସିଏସନ୍ ପକ୍ଷରୁ ବେଲ୍ଟ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପଦ୍ମପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ  ବିଭୁତି ଭୂଷଣ ଭୋଇ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ଏଡଭୋକେଟ ପ୍ରଶାନ୍ତ ମାଝୀ ସଭାପତିତ୍ବ କରିଥିବା ବେଳେ ମୂଖ୍ୟ ଅତିଥି ଭାବରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ  ବିଭୁତି ଭୂଷଣ ଭୋଇ ମୂଖ୍ୟ ଅତିଥି,  ଶ୍ରୀମତୀ ସଂଯୁକ୍ତା ମାଝୀ ମୂଖ୍ୟ ବକ୍ତା, ପ୍ରକୃତି ବଂଧୁ ମୀନକେତନ ସାହୁ  ଓ ଏଡଭୋକେଟ ଉପେନ୍ଦ୍ର ସାହୁ ,ଭୂମିସୂତା ମେହେର, ରାଜେନ୍ଦ୍ର ସାହୁ, ନିରଞ୍ଜନ ସେଠ ପ୍ରମୁଖ ସମ୍ମାନିତ ଅତିଥି ଭାବେ  ଯୋଗ ଦେଇଥିଲେ । ଅନୁଷ୍ଠାନ ଦ୍ବାରା ପ୍ରଶିକ୍ଷିତ ଛାତ୍ରଛାତ୍ରୀ ମାନେ ତାଙ୍କର କଳା ନୈପୁଣ୍ଯ ପ୍ରଦର୍ଶନ କରିଥିଲେ। କୁମାରୀ ସସ୍ମିତା ଦେବାଙ୍ଗନ ପର୍ପଲ ବେଲ୍ଟ ପରୀକ୍ଷା ଉତ୍ତୀର୍ଣ୍ଣ ହୋଇ ଥିବାରୁ ମୂଖ୍ୟ ଅତିଥି ସମ୍ମାନିତ କରିଥିଲେ।  ରେନ୍ସି କାବୁଲି ପଟ୍ଟନାୟକ କାର୍ଯ୍ୟକ୍ରମକୁ ସଂଚାଲନ କରିଥିବା ବେଳେ ଶ୍ରୀଯୁକ୍ତ ରାଜେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026

You Might Also Like