-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଏସଡିଓଙ୍କ ପ୍ରତିଶ୍ରୁତି ପରେ କାର୍ଯ୍ୟାଳୟରୁ ହଟିଲା ତାଲା

03-May-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ପ୍ରତିଦିନ ମନଇଚ୍ଛା ଟାଟା ପାୱାରର ଅଘୋଷିତ ବିଦ୍ୟୁତ କାଟ ବନ୍ଦ ପ୍ରତିବାଦରେ ଗତ ୨୮ତାରିଖ ଦିନ ଅଞ୍ଚଳର ସଚେତନ ଯୁବକଙ୍କ ତରଫରୁ ଏସଡିଓଙ୍କୁ ଦାବିପତ୍ର ଦିଆଯାଇ ୩ଦିନ ଭିତରେ ସମସ୍ୟା ସମାଧାନ ନହେଲେ ଅଫିସକୁ ତାଲା ପକାଇ ଦିଆଯିବ ବୋଲି ଧମକ ଦିଆଯାଇଥିଲା କିନ୍ତୁ ବିଭାଗୀୟ କର୍ତୁପକ୍ଷ ଏଥିପ୍ରତି ଆଖି ବୁଝି ଦେଇଥିବାରୁ ଆଜି ବାଧ୍ୟ ହୋଇ ଅଞ୍ଚଳର ସଚେତନ ଯୁବକ ମାନେ ବିଦ୍ୟୁତ ବିଭାଗୀୟ ଏସଡିଓଙ୍କ କାର୍ଯ୍ୟାଳୟକୁ ତାଲା ପକାଇ ତାର ସମ୍ଭୂଖରେ ଧାରଣା ଦେଇଥିଲେ ।ଫଳରେ ସକାଳ ୧୦ଘଣ୍ଟାରୁ ଦିନ ପ୍ରାୟ ୧ଘଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଅଚକ ହୋଇପଡ଼ିଥିଲା

କାର୍ଯ୍ୟାଳୟ । ବିଭାଗୀୟ ଏସଡିଓ ରଶ୍ମି ରଞ୍ଜନ ଜେନା ଘଟଣାସ୍ଥଳରେ ପହଞ୍ଚି ଧାରଣା ରତ ଯୁବକଙ୍କ ସହ ଦୀର୍ଘ ସମୟ ଆଲୋଚନା ପରେ ରାତି ଅଧରେ ବିଚ୍ଛିନ୍ନ ହେଉଥିବା ବିଦ୍ୟୁତ କାଟର ସମୟ ପରିବର୍ତ୍ତନ ପାଇଁ ପ୍ରତିଶ୍ରୁତି ଦେବା ସହ ପ୍ରାୟ ସମୟରେ ହେଉଥିବା ଅଘୋଷିତ ବିଦ୍ୟୁତ କାଟ ବନ୍ଦ ପ୍ରତି ଧ୍ୟାନ ଦେବେ ବୋଲି କହିବା ପରେ କାର୍ଯ୍ୟାଳୟରୁ ତାଲା ହଟିଥିଲା ।ଅନ୍ୟ ପକ୍ଷରେ ବିଭାଗୀୟ ଅଧିକାରୀଙ୍କ ପ୍ରତିଶ୍ରୁତି ଯଦି ପାଳନ ନହୁଏ ତେବେ ୩/୪ଦିନ ମଧ୍ୟରେ ବିଦ୍ୟୁତ କାର୍ଯ୍ୟାଳୟକୁ ଅନିଦିଷ୍ଟ ପାଇଁ ତାଲା ପକାଇ ଦିଆଯିବ ବୋଲି ଧାରଣାରତ ସଚେତନ ଯୁବକ ପ୍ରଶାନ୍ତ ଦଣ୍ଡସନା,ଆଲୋକ ହୋତା, ସମ୍ବିତ ନେପାକ,ଶ୍ରୀନିବାସ ଖମାରୀ,ବିଜୟ ଭୋଇ ପ୍ରମୁଖ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like