-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ମଶାଳ ସ୍ଥାପନରୁ ଆରମ୍ଭ ହେଲା ଅଷ୍ଟମ ଭୀମପାହାଡ ମହୋତ୍ସବ,୩ଦିନ ଧରି ଦୁଲୁକିବ ଭୀମଡୁଙ୍ଗୁରି

03-May-2022



ବଲାଙ୍ଗୀର,୩ା୫-ବଲାଙ୍ଗୀରର ଜିଲ୍ଲା ଦେଓଗାଁ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରି ପର୍ଯ୍ୟଟନକ୍ଷେତ୍ରରେ ଆଜିଠାରୁ ଅଷ୍ଟମ ଭୀମପାହାଡ ମହୋତ୍ସବ ଆରମ୍ଭ ହୋଇଯାଇଛି । ଭୀମାବୁଢାଙ୍କୁ ପୂଜାର୍ଚ୍ଚନା ସହିତ ମହିମୁଣ୍ଡାର କନ୍ଧେନବୁଢୀପୀଠ ଓ ଆଠଗାଁରୁ ପୁଡାପାଠ ଦେବୀପୀଠରୁ ଆସିଥିବା ମଶାଳ ସ୍ଥାପନର ମହୋତ୍ସବ ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି । ପଶ୍ଚିମଓଡିଶା ଆଦିବାସୀ କଲ୍ୟାଣସଂଘର ଉପଦେଷ୍ଟା ଆଦିବାସୀନେତା ସତ୍ୟନାରାୟଣ ଭୋଇ ଏଥିରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ମଶାଲମାନଙ୍କୁ ଗ୍ରହଣକରି ମହୋତ୍ସବସ୍ଥଳିରେ ପୂଜାପାଠ କରି ସ୍ଥାପନ କରିଥିଲେ । ଭୀମାବାବାଙ୍କ ପୂଜକ ହଳଧର କଅଁର ପ୍ରଥମେ ଭୀଢ଼ବୁଢାର ପୂଜାର୍ଚ୍ଚନା

କରି ସମସ୍ତଙ୍କ ମଥାରେ ସିନ୍ଦୁର ଲଗାଇଥିଲେ ଓ ମହିମୁଣ୍ଡା ଏବଂ ଆଠଗାଁରୁ ଆସିଥିବା ମଶାଲକୁ ପୂଜାକରି ସ୍ୱାଗତ କରିଥିଲେ । ସଂପୂର୍ଣ୍ଣ ଆଦିବାସୀ ପରଂମ୍ପରାରେ ଆଜିର ପୂଜାର୍ଚ୍ଚନା ପରେ ମହୋତ୍ସବର ଆରମ୍ଭ ଘୋଷଣା କରାଯାଇଥିଲା । ମହୋତ୍ସବ କମିଟିର ଉପଦେଷ୍ଟା ପୂର୍ବତନ ବିଡିସିସି ସଭାପତି ଲକ୍ଷ୍ମଣକୁମାର ମେହେର,ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ଅନ୍ୟତମ ଉପଦେଷ୍ଟା ଶୈଳେନ୍ଦ୍ର ସାହୁ,କୋସଲି ସଂସ୍କୃତିଗବେଷକ ଧରଣୀଧର ନାୟକ,ମହିମୁଣ୍ଡାର ବଣ୍ଟିପ୍ରତାପ ପଧାନ,ୁଭୋଜରାଜ ରଣା,ମୁଜାଫର ରଣା,ହରିହର ଦେହେରି,ଥବିରବ ବେହେରା,ଜତନ ବାରିକ,ସୁଦାମ ପଧାନ,ପିତ ବିଶି,ଦୟା ମହାକୁର,ବିରଞ୍ଚି କଲତା,ବିନୋଦ ନାଏକ,ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ବିଭୁକଲ୍ୟାଣ ଗଡତ୍ୟା ପ୍ରମୁଖଙ୍କ ସହିତ ଶତାଧିକ ଲୋକ ଉପସ୍ଥିତ ରହି ମଶାଲକୁ ସ୍ୱାଗତ କରିଥିଲେ । ଆଠଗାଁରୁ

ସ୍ୱର୍ଗତ ଜମିଦାର ଧରମସିଂ ମାଝୀ ମାନଧାତାଙ୍କ ଆବାସ ଭିତରେ ଥିବା ପୁଡାପାଠ ପୀଠରୁ ସୁଦାମ ଷାଣ୍ଢଙ୍କ ନେତୃତ୍ୱରେ ମଶାଳ ଆସିଥିଲା । ଏହି ଦଳରେ ଆଠଗାଁର ସରପଞ୍ଚ ଶ୍ରୀମତୀ ସାଲିନୀ ସେଠ,ସମିତିସଭ୍ୟା ଅନୀତା ସୁନା,ପପୁନ ବେହେରା,ବିପିନ ଭୋଇଙ୍କ ସମେତ ୧୫ଜଣ ଭକ୍ତ ଆସିଥିଲେ । ସେହିପରି ମହିମୁଣ୍ଡାରି କନ୍ଧେନବୁଢୀ ପୀଠରୁ ଆସିଥିବା ମଶାଲକୁ ମହିମୁଣ୍ଡାର ବଣ୍ଟିପ୍ରତାପ ପଧାନ,ନିଖିଲ ବିଶ୍ୱାଳ,ଟୁକ କର୍ମି,ସଂଗ୍ରାମ ସାହୁ,ରଜତ ବିଶ୍ୱାଳ,ଅଶୋକ ବାରିକ ପ୍ରମୁଖ ଆଣିଥିଲେ । ସଂଧ୍ୟାରେ ସଂସ୍କୃତିକ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ସାଂସ୍କୃତିକଦଳ ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ତୁଷୁରା ପୋଲିସ ୨ପ୍ଲାଟୁନ ଫୋର୍ସ ମୁତୟନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like