-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ରାଜ୍ୟ

ବିଦ୍ୟୁତ ବିଭ୍ରାଟକୁ ନେଇ ପୁରୁଖା କଂଗ୍ରେସ ନେତୃବୃନ୍ଦଙ୍କ ସାମୁଖ୍ୟ ପକ୍ଷରୁ ଅସନ୍ତୋଷ ପ୍ରକାଶ ପୂର୍ବକ ବିଭାଗୀୟ କାର୍ଯ୍ୟାଳୟ ଠାରେ ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ସହିତ ବୈଠକ

03-May-2022



ବଲାଙ୍ଗିର,(ପ୍ରେରଣା ଖବର)-ଚଳିତ ବର୍ଷର ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରଭାବରେ ବଲାଙ୍ଗିର ଜିଲ୍ଲା ଜନସାଧାରଣ ହନ୍ତସନ୍ତ ହେଉଥିବା ବେଳେ ବାରମ୍ବାର ବିଦ୍ୟୁତ ବିଭ୍ରାଟକୁ ନେଇ ପୁରୁଖା କଂଗ୍ରେସ ନେତୃବୃନ୍ଦଙ୍କ ସାମୁଖ୍ୟ ପକ୍ଷରୁ ଅସନ୍ତୋଷ ପ୍ରକାଶ ପୂର୍ବକ ସ୍ଥାନୀୟ ବିଭାଗୀୟ କାର୍ଯ୍ୟାଳୟ ଠାରେ ଉଚ୍ଚ ସ୍ତରୀୟ ଅଧିକାରୀମାନଙ୍କ ସହିତ ଆଲୋଚନା କରାଯାଇ ତୁରନ୍ତ ସମସ୍ୟାର ସମାଧାନ କରାଯାଇ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଦାବି ଉପସ୍ଥାପିତ କରାଯାଇଛି । ଛାତ୍ର ଛାତ୍ରୀମାନଙ୍କ ବୋର୍ଡ ପରୀକ୍ଷା ସମୟ ଏବଂ ପ୍ରଚଣ୍ଡ ରୌଦ୍ର ତାପରେ ସର୍ବ ସାଧାରଣ ସନ୍ତାପିତ, ଏ ଭଳି ସମୟରେ ଘନ ଘନ ଅଘୋଷିତ ବିଦ୍ୟୁତ କାଟ କଟା ଘାରେ ଚୁନ ସଦୃଶ ବୋଲି ପୁରୁଖା କଂଗ୍ରେସ ନେତୃବୃନ୍ଦ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଏବଂ ନିର୍ବାହୀ ଯନ୍ତ୍ରୀଙ୍କ ନିକଟରେ ରୋଷବ୍ୟକ୍ତ କରିଥିଲେ । ଏହି ଅବସରରେ ବିଜୁଳି ଉପଭୋକ୍ତ ମାନଙ୍କ ଅନ୍ୟାନ୍ୟ ସମସ୍ୟା ଉପରେ ମଧ୍ୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ତ୍ରୁଟିପୂର୍ଣ୍ଣ ବିଲ ପ୍ରଦାନ ସହିତ ବର୍ତ୍ତିତ ବିଜୁଳି ଦର ଓ ପୂର୍ବର ବକେୟା ଜୋର ଜବରଦସ୍ତ ଆଦାୟ କରାଯାଉଥିବା  ସହିତ ଉପଭୋକ୍ତମାନଙ୍କୁ ର୍ଦୁବ୍ୟବହାର ପ୍ରଦର୍ଶନ ଓ ଶୋଷଣ କରାଯାଉଥିବା ବିଷୟକୁ ନେଇ ନେତୃବୃନ୍ଦ କ୍ଷୋଭ ପ୍ରକାଶ କରିଥିଲେ । ରାଜ୍ୟରେ ବଳକା ବିଦ୍ୟୁତ ଉତ୍ପାଦନ ହେଉଥିବା ବେଳେ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ଉନ୍ନତମାନର ବିଦ୍ୟୁତ ସେବା ଯୋଗାଣ ଉପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ଏହାର ବ୍ୟତିକ୍ରମ ହେଉଥିବାରୁ ଜନ ଅସନ୍ତୋଷ ଦେଖାଦେଉଛି ବୋଲି ପ୍ରକାଶ କରିଥିଲେ । ଏହି ପରିପ୍ରେକ୍ଷିରେ ସାମୁଖ୍ୟ ପକ୍ଷରୁ ବିଜୁଳି ଯୋଗାଣ ସମସ୍ୟାର ତୁରନ୍ତ ସମାଧାନ ଦାବିରେ ଏକ ୭ ଦଫା ସମ୍ମଳିତ ସ୍ମାରକ ପତ୍ର ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଥିଲା । 
    ପୁରୁଖା କଂଗ୍ରେସ ନେତୃବୃନ୍ଦଙ୍କ ସାମୁଖ୍ୟ ପକ୍ଷରୁ ଏହି ପ୍ରତିନିଧି ମଣ୍ଡଳିରେ ପୂର୍ବତନ ନଗର ସଭାପତି ଅଶୋକ ତ୍ରିପାଠି, ସୁଦାମ ସାହୁ, ପୂର୍ବତନ କାଉନସିଲର ନିଥନିଏଲ ଛତ୍ରିଆ, ରଙ୍କଧର ମଲ୍ଲିକ, ପ୍ରବୀଣ କୁମାର ପାଣ୍ଡେ, ବରିଷ୍ଠ କଂଗ୍ରେସ ନେତା ଭୁବନେଶ୍ୱର ସେଠ, ଡାକ୍ତର ପ୍ରଭାତ କୁମାର ଗୁରୁ, ଶୁଶିଲ ବେହେରା, ସମୀର ସାହାଣୀ, ବାଳମୁକୁନ୍ଦ ମାଝି, ଗ୍ଲାଡଷ୍ଟୋନ ତାଣ୍ଡି, ସଂଜୟ କୁମାର ଦୋରା, ନିଶାରକାନ୍ତ ନାଥ, ପୂର୍ବତନ ପିସିସି ସଭ୍ୟ ଅସୀମ ପଟ୍ଟନାୟକ ପ୍ରମୁଖ ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ ଏବଂ ସମସ୍ୟା ସମୁହର ତୁରନ୍ତ ସମାଧାନ ନ ହେଲେ ଦୁର୍ବାର ଜନ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like