-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ “ଅକ୍ଷୟ ତୃତୀୟା” ଉତ୍ସବ ପାଳିତ

03-May-2022



ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବରିକେଲ ଗ୍ରାମରେ ରାଜ୍ୟସ୍ତରୀୟ “ଅକ୍ଷୟ ତୃତୀୟା” ଉତ୍ସବ ପାଳିତ ହୋଇଯାଇଛି । ଆଜିର ଏହି ପବିତ୍ର ଅକ୍ଷୟ ତୃତୀୟା ଉତ୍ସବରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜମିକୁ ବିଧି ଅନୁଯାୟୀ ଗୋରସ ଢ଼ାଳିବା ପରେ ହଳ, ନଙ୍ଗଳ, କୋଦାଲ ଓ ବଳଦ ଯୋଡ଼ିକୁ ପୂଜା କରି ନିଜେ ହଳ କରି ଅକ୍ଷୀମୁଠି ଅନୁକୂଳ କରିଥିଲେ । ବରିକେଲ ଗ୍ରାମର ଚାଷୀ ମନୋରଞ୍ଜନ ସାହୁଙ୍କ ଜମିରେ ପାଳିତ ହୋଇଥିବା ଏହି ଅକ୍ଷୀମୁଠି ଅନୁକୂଳ କାର୍ଯ୍ୟକ୍ରମରେ ଜିଲ୍ଲାର ଶତାଧିକ ଚାଷୀଙ୍କ ସହ ବରଗଡ଼ ଜିଲ୍ଲା କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀକାନ୍ତ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ଗୋବର୍ଦ୍ଧନ ଅଗ୍ରୱାଲ, କୃଷକ ମୋର୍ଚ୍ଚା ଜିଲ୍ଲା ଉପସଭାପତି ମଦନ ମୋହନ ପଟେଲ, କୃଷକ ମୋର୍ଚ୍ଚା ଜିଲ୍ଲା ସଂଯୋଜକ ଯୋଗେନ୍ଦ୍ର ଭୋଇ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସରସ୍ୱତୀ ସାହୁ, ବରଗଡ଼ ଜିଲ୍ଲା ବିଜେପି ଉପ ସଭାପତି ସରୋଜ ସାମଲ, ପଦ୍ମପୁର ସାଂସଦ ପ୍ରତିନିଧି ଶ୍ରୀକାନ୍ତ ପାଣିଗ୍ରାହୀ, କାଉନସିଲର ଚିନ୍ମୟ କୁମାର ପଣ୍ଡା, ପ୍ରମୋଦ ମେହେର, ମେନେଜର ପଟେଲ, ହରେକୃଷ୍ଣ ପଟେଲ, ଆଇନଜୀବୀ ରାଜକିଶୋର ସାହୁ, ହାଡୁ ସାହୁ, ବଳରାମ ସାହୁ, କୌଲାସ ଦିଶ୍ରୀ, ଶୁଶାନ୍ତ ନାଗ, ମଣ୍ଟୁ ପାଣ୍ତେ, ଜ୍ୟୋସ୍ନା କର, ବାସୁଦେବ ପାଣିଗ୍ରାହୀ, କେତନ ମେହେର, ଭୀଷ୍ମଦେବ ସାହୁଙ୍କ ସମେତ ବହୁତ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । ଅକ୍ଷୀମୁଠି ସମାପ୍ତ ହେବାପରେ ଅନୁଷ୍ଠିତ ଚାଷୀ ସମାବେଶରେ ଦେଶ ପାଇଁ ସଂଗ୍ରାମ କରିଥିବା ଶ୍ରମିକ ଓ ବିଶିଷ୍ଟ ଚାଷୀମାନଙ୍କୁ ମାନପତ୍ର ଏବଂ ଉପଢୌକନ ଦେଇ ମୁଖ୍ୟ ଅତିଥି ପ୍ରଦୀପ ପୁରୋହିତ ସମ୍ବର୍ଦ୍ଧିତ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ବିଜେପି ବରିକେଲ ମଣ୍ଡଳ ସଭାପତି ତଥା ବରିଷ୍ଠ ଚାଷୀ ସୌକିଲାଲ ସାହା ପରିଚାଳନା କରିଥିଲେ । ତେବେ ଚଳିତ ବର୍ଷ ଭଲ ବର୍ଷା ହେଉ ଏବଂ ଚାଷୀକୂଳ ଉପକୃତ ହୁଅନ୍ତୁ ବୋଲି ପ୍ରଦୀପ ପୁରୋହିତ ଭଗବାନଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷୀମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ ।

( ନରହରି ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like