-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ତେରେସିଂହାରେ ବିରାଟ ପର୍ବ ଆରମ୍ଭ, ।

03-May-2022



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଗ୍ରାମର ରାଧାବଲ୍ଲଭ ନାଟ୍ୟ ସଂସଦ ତେରେସିଂହା ପକ୍ଷରୁ ମଙ୍ଗଳବାର ଠାରୁ ବିରାଟ ପର୍ବ ନାଟ୍ୟ ମହୋତ୍ସବ ଆରମ୍ଭ ହୋଇଯାଇଛି  l ଏହି ଅନୁଷ୍ଠାନ ପକ୍ଷରୁ ସପ୍ତାହ ବ୍ୟାପୀ ହେବାକୁ ଥିବା ବିରାଟ ପର୍ବ ବା ଚନ୍ଦନ ଯାତ୍ରା ନାଟ୍ୟ ମହୋତ୍ସବ ପାଳିତ ହେବାର ଅନୁଷ୍ଠାନ ତରଫରୁ ସୂଚନା ଦିଆ ଯାଇଛି l ଅନୁଷ୍ଠାନର ସଭାପତି ଡମ୍ବରୁଧର ରଣା ଓ ସମ୍ପାଦକ କୃଷ୍ଣଚନ୍ଦ୍ର ରଣାଙ୍କ ନେତୃତ୍ବରେ ଏହି ନାଟ୍ୟ ମହୋତ୍ସବ ପରିଚାଳିତ ହେଉଅଛି l ଗତ ଦୁଇ ବର୍ଷ ମହାମାରୀ କରୋନା କଟକଣା ଯୋଗୁଁ ନାଟକ ମଞ୍ଚସ୍ଥ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ନାଟକ ମଞ୍ଚସ୍ଥ ହେବାର କାର୍ଯ୍ୟକ୍ରମ ରହିଛି l  ଫଳରେ କଳାକାର ମାନଙ୍କ ମଧ୍ୟରେ ବେଶ ଆନନ୍ଦ ଦେଖିବାକୁ ମିଳିଛି।ଏହି ମହୋତ୍ସବରେ ଅନୁଷ୍ଠାନର ପୂର୍ବତନ ସଭାପତି ଭୁବନେ ରଣା, ପୂର୍ବତନ ସମ୍ପାଦକ ତ୍ରିନାଥ ରଣା, ହରିହର ରଣା, ହେମସାଗର ରଣା, କୁଳମଣି ରଣା, ମକରନ୍ଦ ରଣା, ଭରତ ରଣା, ମୁରଲିଧର ରଣା, ନିଲାନ୍ଦ୍ରି ରଣା, ରୁଦ୍ରାକ୍ଷ ରଣା, ଗୌଡେଶ୍ୱର ରଣା, ବୈଲୁଚନ ରଣା, ଦୁର୍ବାସା ରଣା, ଇନ୍ଦ୍ରମଣି ରଣା, ରଙ୍ଗାଧର ରଣା, ପଦୁ ରଣା, ଉମାକାନ୍ତ ରଣା, କୁରୁକ୍ଷେତ୍ର ରଣା, ସନ୍ତୋଷ ରଣା, ରତିକାନ୍ତ ରଣା, ସୁଶାନ୍ତ ରଣା, ବସୁ ରଣା, ସୁରଥ ରଣା, ଟଙ୍କଧର ରଣା, ସମ୍ବାରୁ ରଣା, ଲବ ରଣା, କଣ୍ଠ ରଣା, ନିର୍ମଳ ରଣା, ସରୋଜ ରଣା, ନମିତ ରଣା, କଳାକାହ୍ନୁ ରଣା ପ୍ରମୁଖ କଳାକାର ମାନେ ମହୋତ୍ସବ ଆୟୋଜନ ରେ ସହଯୋଗ କରୁଥିବା ଜଣା ପଡିଛି l ସେହିପରି ତେରେସିଂହା ଗ୍ରାମର ମା' ମାଣିକେଶ୍ଵରୀ ଯୁବକଳା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସଂପୂର୍ଣ୍ଣ ମହାଭାରତ ନାଟକ ମଞ୍ଚସ୍ଥ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ କର୍ଲାମୁଣ୍ଡା ବ୍ଲକର ରିଷିଡା, ବ୍ରାହ୍ମଣୀ ମୁଣ୍ଡା, ବାଞ୍ଜିପଦର, ଭାଲୁପିଆ, ସାପଲହରା ,ଟକାରୁମାଲ, ରେଙ୍ଗାଲି ଆଦି ଗ୍ରାମରେ ଭକ୍ତି ଓ ନିଷ୍ଠାର ସହ ଏହି ନାଟ୍ୟ ମହୋତ୍ସବ ପାଳିତ ହେଉଅଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like