-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଅକ୍ଷୟ ତୃତୀୟା ଦିବସ ଅବସରରେ ଭୂମିପୂଜନ, ଅଖିମୁଠି ଅନୁକୂଳ ଓ ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ

03-May-2022



ବୌଦ୍ଧ(ପ୍ରେରଣା ଖବର) : ଆଜି ଅକ୍ଷୟ ତୃତୀୟା ଦିବସରେ ବୌଦ୍ଧ ଜିଲ୍ଲା ସ୍ତରୀୟ ଚଳିତ ବର୍ଷ ର ଖରିଫ ଚାଷ ପାଇଁ ଭୂମି ପୂଜନ, ବିହନ ଅଖିମୁଠି ଅନୁକୂଳ ଓ କୃଷକ ଦିବସ ବଘିଆପଡ଼ା ନିକଟସ୍ଥ ପାଲଝର ଫାର୍ମ ଠାରେ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଦ୍ୱାରା ପାଳନ କରାଯାଇଛି l ସ୍ଥାନୀୟ ବିଧାୟକ ଶ୍ରୀ ପ୍ରଦୀପ ଅମାତ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ପୌରହିତ୍ୟ କରି ଭୂମି ପୂଜା, ବିହନ ଅଖିମୁଠି ଅନୁକୂଳ କରିଥିଲେ l ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାସ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ମେହେର, ବୌଦ୍ଧ ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଚାଷୀ ମାନଙ୍କୁ ଉତ୍ସାହିତ କରିଥିଲେ l ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ, ଜିଲ୍ଲା କୃଷି ଅଧିକାରୀ ନାରାୟଣ ମହାନନ୍ଦ ତଥା ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ କୃଷକ ମାନେ ଯୋଗଦାନ କରି ଅକ୍ଷୟ ତୃତୀୟା ଓ କୃଷକ ଦିବସ କୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like