-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ରାଜ୍ୟ

କବି,ଲେଖକ ହେଉଛନ୍ତି ସମାଜ ସଂସ୍କାରକ ଓ ସତ୍ୟଶିଳ ମଣିଷ : ଡ଼ଃ ଅନିରୁଦ୍ଧ// ବିନିକାରେ ବୈଶାଖୀ କବିତା ଆସର

04-May-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସବା ଆଗଧାଡିରେ ରହୁଥିବା କବି ଓ ଲେଖକ ହେଉଛନ୍ତି ସମାଜ ସଂସ୍କାରକ ଓ ସତ୍ୟଶିଳ ମଣିଷ ।ଯହିଁ ରବିଙ୍କର କିରଣ ପ୍ରବେଶ କରିପାରେ ନାହିଁ ତହିଁ କବିର କଲମ ହିଁ ଅନୁପ୍ରବେଶ କରି ଆଲୋକିତ କରିବାକୁ ସମର୍ଥ ହୋଇଥାଏ ବୋଲି ବିନିକା ଅନବାଉଣ୍ଡେଣ୍ଟ

ୱିଙ୍ଗସ ଏକାଡେମୀ ଠାରେ ଅନୁଷ୍ଠିତ ବୈଶାଖୀ କବିତା ଆସର ଓ ପୁସ୍ତକ ଉନ୍ମୋଚନ ଉତ୍ସବରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ ଡ଼ଃ ଅନିରୁଦ୍ଧ କୁରକୁରିଆ ମତବ୍ୟକ୍ତ କରିଛନ୍ତି ।ସେ ଆହୁରି କହିଛନ୍ତି ଯେ କାର୍ଯ୍ୟକ୍ରମର ଆୟୋୟକ ଡ ପ୍ରତାପ ରଞ୍ଜନ ମହାନ୍ତିଙ୍କ ସଦ୍ୟ ଉନ୍ମୋଚିତ "ଆତ୍ମ ନିର୍ଝର ଓ ବିଲୀନ" କବିତା ପୁସ୍ତକ ଦ୍ବୟ ବାସ୍ତବରେ ଓଡ଼ିଆ ଭାଷା ସାହିତ୍ୟ,ସଂସ୍କୃତି ପ୍ରତି ଅତୁଳନୀୟ ଅବଦାନ । ବୈଶାଖୀ କବିତା ଆସରରେ ପଠିତ କବିତା ଗୁଡ଼ିକର ମାନ ଖୁବ ପ୍ରଶଂସନୀୟ ।ଆଗାମୀ ପିଢ଼ି ପାଇଁ ଏହି ସାହିତ୍ୟ ଉତ୍ସବ ଦୃଷ୍ଟାନ୍ତ ହୋଇ ରହିବ ବୋଲି ଶ୍ରୀ କୂରକୁରିଆ କହିଥିଲେ ।ଆୟୋଜକ ପ୍ରତାପ ମହାନ୍ତି ସ୍ଵାଗତ ଭାଷଣ ପ୍ରଦାନ ଓ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଂଧ୍ୟା କାଳୀନ ଆସରରେ ମୁଖ୍ୟ ଅତିଥି ଭାବେ ବିନିକା ବ୍ଳକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ,ସମ୍ମାନିତ ଅତିଥି ଭାବେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ,ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ ଶାଶ୍ଵତ ତ୍ରିପାଠୀ,ଅବସରପ୍ରାପ୍ତ ଶିକ୍ଷକ ପ୍ରମୋଦ ପଣ୍ଡା ଯୋଗଦେଇ କବିତା ଆସରର ମହତ୍ତ୍ଵ ତାର ଉପାଦେୟତା ଉପରେ ଆଲୋକପାତ କରିଥିଲେ ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ପୁସ୍ତକର ପ୍ରକାଶକ ଅମ୍ବିକା ମହାନ୍ତି ଓ ନିରଞ୍ଜନ ମହାନ୍ତି, ସାହିତ୍ୟକ ତଥା କବି ମାନଗୋବିନ୍ଦ ମେହେର, ନିରଞ୍ଜନ ପଣ୍ଡା,ନୀଳାଚଳ ମେହେର,ଅଖୋଜ ଷାଣ୍ଢ,ଉଷତ କର ମଞ୍ଚାସିନ ଥିଲେ ।ପରେ କବି ଓ କବିୟତ୍ରି ମାନଙ୍କ ଦ୍ଵାରା କବିତା ପାଠ ଉପସ୍ଥିତ ସାହିତ୍ୟ ପ୍ରେମୀଙ୍କୁ ମୁଗ୍ଧ କରିଥିଲା ।ଏହି ଅବସରରେ ମଞ୍ଚାସିନ ଅତିଥି ମାନେ କବିତା ପଠନ କରିଥିବା କବିଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।ଶେଷରେ ଡ ମହାନ୍ତି ଧନ୍ୟବାଦ ଅର୍ପଣ

କରି ସମାରୋହକୁ ସମାପ୍ତ ଘୋଷଣା କରିଥିଲେ ।ସୂଚନା ଯୋଗ୍ୟ ଯେ ଏନଆଇଟି ରାଉରକେଲା ଠାରେ ସ୍ଵାତୋକତର ଦର୍ଶନଶାସ୍ତ୍ରରେ ଅଧ୍ୟୟନ କରୁଥିବା ବେଳେ ଡ ମହାନ୍ତି ସାହିତ୍ୟ ସାଧନା ଆରମ୍ଭ କରି ଆନ୍ଦ୍ରପ୍ରଦେଶ ସ୍ଥିତ ଏମଆଇଟିଏସ ସ୍ୱୟଂଚାଳିତ ବୈଷୟିକ ମହାବିଦ୍ୟାଳୟ ବୈଦ୍ୟୁତିକ ବିଭାଗରେ ସହଯୋଗୀ ପ୍ରଫେସର ଭାବେ କାର୍ଯ୍ୟରତ ରହି ନିଜ ଜନ୍ମମାଟିରେ ନିଜର ସୁଚରିତ ପୁସ୍ତକ ଉନ୍ମୋଚନକୁ ଗୋୖରବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like