-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ଜିଲ୍ଲା

ସମାଜକୁ ନୂତନ ରାହା ଯୋଗାଉ ସାହିତ୍ୟ

04-May-2022



 

ସମାଜକୁ ନୂତନ ରାହା ଯୋଗାଉ ସାହିତ୍ୟ-ଆଜି ଏଭଳି ମତ ପ୍ରକାଶ ପାଇଁ ଜୟପୁର ସାହିତ୍ୟ ପରିବାର ଦ୍ୱାରା ଆୟୋଜିତ ଆଭାସୀ ପୁସ୍ତକ ଉନ୍ମୋଚନ ତଥା  ଉଦ୍ ବୋଧନୀ କାର୍ଯ୍ୟକ୍ରମରେ । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ, କଳାହାଣ୍ତି ବିଶ୍ବବିଦ୍ଯାଳୟର କୁଳପତି ତଥା ପ୍ରସିଦ୍ଧ ଉଦ୍ ଘୋଷକ ପ୍ରଫେସର ସଂଜୟ କୁମାର ଶତପଥି । ସେ ନିଜ ଅଭିଭାଷାଣରେ ବିଭିନ୍ନ ବୃତ୍ତାନ୍ତ ତଥା  ବ୍ୟାଖ୍ୟାନ ମାଧ୍ୟମରେ ସାହିତ୍ୟକୁ ସମାଜର ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେ ନିଜ ଅଭିଭାଷଣରେ କବିତା ଚିରଂଜିବି ହେବାର ବୃତ୍ତାନ ବ୍ୟାଖାନ ମାନ ଆଲୋଚନା କରିଥିଲେ ତଥା ଯୁବ ପିଢିଙ୍କୁ ଉପଦେଶାବଳୀ ଦେଇଥିଲେ । ପ୍ରଥମେ ଶଙ୍ଖବାଦ୍ୟ ସହ ଉତ୍ସବଟିକୁ ଜୟପୁର ର ଅଧିଷ୍ଠାତ୍ରି ମାଁ ଦକ୍ଷିଣକାଳିଙ୍କୁ ଉତ୍ସର୍ଗୀକୃତ କରାଯାଇଥିଲା । ଉଦ୍ ବୋଧନୀ କାର୍ଯ୍ୟକ୍ରମରେ ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରୁ ଡ. ଦେବାଶୀଷ ପାତ୍ର,ବ୍ରହ୍ମପୁର ରୁ ପ୍ରାକ୍ତନ ଅଧ୍ୟକ୍ଷ ଡ. ବନମାଳୀ ପାଣିଗ୍ରାହୀ, ଅନୁଗୋଳରୁ ଶ୍ରୀ କୃଷ୍ଣଚନ୍ଦ୍ର ସିଂହ, ଦେବଗଡରୁ କବୟିତ୍ରୀ ପଦ୍ମିନି ସାହୁ, ନବରଙ୍ଗ ପୁର ରୁ ଡକ୍ଟର ବିଜୟ କୁମାର ମିଶ୍ର,କୋରାପୁଟରୁ ଶ୍ରୀ କିରଣ ପ୍ରକାଶ ପଣ୍ତା, ବଲାଙ୍ଗୀର ରୁ ସ୍ୱାମୀଶ୍ରୀ ଜୟଦେବ ଭାରତୀ ଯୋଗଦେଇ, କାଳଜୟୀ ସାହିତ୍ୟ ସୃଷ୍ଟି କରିବାର ଧାରା ବିଷୟରେ ମାନସ ମନ୍ଥନ କରେଇଥିଲେ । କାର୍ଯ୍ୟକ୍ରମରେ ଧନ୍ୟବାଦ ଅର୍ପଣ କରିଥିଲେ କବି ଡ. ଝାନସୀ ସିଂହ । ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ସୁଶ୍ରୀ ଜୟଶ୍ରୀ ତ୍ରିପାଠୀ । ଇଷ୍ଟ ଦେବୀ ଟ୍ରଷ୍ଟର ଚେୟାର୍ ମ୍ୟାନ ତଥା ଜୟପୁର ସାହିତ୍ୟ ପରିବାର ର ପୃଷ୍ଠପୋଷକ ଶ୍ରୀ କୈଳାସ ଚନ୍ଦ୍ର ତ୍ରିପାଠୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଯୋଜନା କରିଥିଲେ ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ଅରୁଣ କୁମାର ତ୍ରିପାଠୀ ।ଉକ୍ତ ଉତ୍ସବରେ ବାଲିମେଳାରୁ କବୟିତ୍ରୀ ଅର୍ଚ୍ଚନା ପଟ୍ଟନାୟକଙ୍କୁ "ଜୟପୁର ସାହିତ୍ୟ ସପ୍ତଧାରା ସମ୍ମାନ ତଥା ଅନୁଗୋଳ ରୁ କବି କୃଷ୍ଣ ଚନ୍ଦ୍ର ସାହୁଙ୍କୁ ଜୟପୁର ସାହିତ୍ୟ ଗୌରବ ସମ୍ମାନରେ ସମ୍ମାନୀତ କରାଯାଇଥିଲା ।" ଏହି ଅବସର ରେ ଅନୁଷ୍ଠାନର ମୁଖପୁସ୍ତିକା ସାରସ୍ୱତ ବୈତରଣୀ ତଥା କବି ଅରୁଣ କୁମାତ ତ୍ରିପାଠୀଙ୍କ ରଚିତ ପୁସ୍ତକ ନିର୍ବାସନରେ ବିରହର ଉନ୍ମୋଚନ ହେଇଅଛି । ଏହି କବିତା ସଂକଳନରେ ନବୀନ ତଥା ପ୍ରବୀଣ କବି ମାନଙ୍କ ୧୦୯ କବିତା ସ୍ଥାନ ପାଇଅଛି । ପ୍ରତିବର୍ଷ ଅକ୍ଷୟ ତୃତିୟାରେ ଏହିଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଅନୁଷ୍ଠାନ ପକ୍ଷରୁ ପ୍ରେସ୍ ବିବୃତ୍ତିରେ ସୂଚିତ କରାଯାଇଅଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like