-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଅପରାଧ

ଡକାୟତି ଘଟଣାର ପର୍ଦାଫାଶ କଲା ସମ୍ବଲପୁର ପୋଲିସ : ଜଣେ ନାବାଳକ ସମେତ ୯ ଜଣ ଗିରଫ

20-Nov-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ବ୍ୟାଙ୍କ ଗାଡ଼ିରୁ ୩୫ ଲକ୍ଷ ୪୧ ହଜାର ଟଙ୍କା ଲୁଟ୍ ଘଟଣାରେ  ଜଣେ ନାବାଳକ ସମେତ ୯ ଜଣଙ୍କୁ ଗିରଫ କଲା କୁଚିଣ୍ଡା ପୋଲିସ୍‌ l  ଗତ ୯ ତାରିଖରେ ଦେବଗଡ଼ ଜ଼ିଲ୍ଲା  ଲଇମୁରା ୟୁନିୟନ ବ୍ୟାଙ୍କରୁ ଟଙ୍କା ନେଇ ଯାଉଥିଲା ଗାଡ଼ି ରୁ  ରାସ୍ତାରେ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ l ଗତ ୯ ତାରିଖ ଘଟିଥିବା ଏହି ଡକାୟତି ଘଟଣାରେ ସମ୍ବଲପୁର ପୋଲିସ ୨ ଜଣ ମାଷ୍ଟରମାଇଣ୍ଡ ସହ ୯ ଜଣ ଡକାୟତଙ୍କୁ ଗିରଫ କରିଥିବା ସମ୍ବଲପୁର ଏସପି କନୱର ବିଶାଳ ସିଂ ଏକ ସାମ୍ବାଦିକ ସମ୍ବିଳନିରେ ସୁଚନା ଦେଇଛନ୍ତି । ଏମାନଙ୍କ ଠାରୁ ନଗତ ୧୦ ଲକ୍ଷ ଟଙ୍ଗା ଓ ୫ ଲକ୍ଷ ଟଙ୍କାର ସାମଗ୍ରୀ ଜବଦ ହୋଇଥିବା ସୁଚନା ଦିଆଯାଇଛି । ଏହା ସହ ଡକାୟତିରେ ବ୍ୟବହାର ହୋଇଥିବା ଭୁଜାଲି ଜବତ ହୋଇଛି । ଡକାୟତି କରିଥିବା ଅଭିଯୁକ୍ତ ମାନେ ସୁନ୍ଦରଗଡ, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାର ବୋଲି ପୋଲିସ ସୁଚନା ଦେଇଛି । ଡକାୟତ ମାନଙ୍କ ଠାରୁ ପୋଲିସ ୫ ଟି ବାଇକ ସହ ଗୋଟିଏ କାର ଜବତ କରିଛି । ଏଠାରେ ସୁଚନା ଯୋଗ୍ୟଯେ ଗତ ୯ ତାରିଖ ଦିନ ତିନୋଟି ବାଇକରେ ୬ ଜଣ ଲୁଟେରା ବନ୍ଧୁକ ମୁନରେ ୟୁନିୟନ ବ୍ୟାଙ୍କକୁ ଯାଉଥିବା ଗାଡିରୁ ୩୫ଲକ୍ଷ୍ ୪୧ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଡକାୟତମାନଙ୍କୁ ଧରିବା ପାଇଁ ସମ୍ବଲପୁର ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଡାଉ ଯାରି ରହିଥିଲା । ତେବେ ପୋଲିସ ଗିରଫ ଡକାୟତ ମାନଙ୍କୁ ଆଜି କୋଟଚାଳାଣ କରିଥିବା ବେଳେ ଡକାୟତ ମାନଙ୍କୁ ଅଧିକ ପଚରାଉଚରା ପାଇଁ ରିମାଣ୍ଡରେ ଆଣିବ ବୋଲି ଏସପି ସୁଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like