-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||     

HOME   ଜିଲ୍ଲା

କମ୍ୟୁନିଟି ହଲ ସମ୍ଭୁଖରେ ଆବର୍ଜ୍ଜନା ଡ୍ରେନ ପାଣି ଲହଡ଼ା ମାରୁଛି

05-May-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଥରେ ନୁହେଁ କି ଦୁଇଥର ନୁହେଁ ଅତି କମରେ ୪/୫ଥର ଅଭିଯୋଗ କଲେଣି ଲୋକେ ।ହେଲେ ସମସ୍ୟା ଯଥା ପୂର୍ବମ୍ ତଥା ପରମ ହୋଇ ରହିଛି ।ଆଜି ଏହି ନିକଟରେ ଥିବା ମାଁ ଶିତଲା ମନ୍ଦିର ଓ ଦେବୀ ପ୍ରତିମା ପ୍ରତିଷ୍ଠା ଉତ୍ସବ ପାଳନ ହେଉଥିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ନାହିଁ ନଥିବା ଭିଡ ସମ୍ଭାବନା ରହିଛି । ସୂଚନା ଯୋଗ୍ୟ ଯେ ବିନିକା ସହର ୪ନଂ ୱାର୍ଡରେ ଥିବା କମ୍ୟୁନିଟି ହଲ ସମ୍ଭୁଖରେ ଲହଡ଼ା ମାରୁଥିବା ଡ୍ରେନର ଆବର୍ଜ୍ଜନା ପାଣି ପରିବେଶକୁ ଦୁର୍ଗନ୍ଧମୟ କରିପକାଇଛି । ସ୍ୱଚ୍ଛ,ସୁନ୍ଦର ସହର ଗଠନ ପାଇଁ ସରକାର ପର୍ଯ୍ୟାପ୍ତ ପରିମାଣରେ ଅନୁଦାନ ଯୋଗାଇ ଦେଉଛନ୍ତି ।ସ୍ଥାନୀୟ ଏନଏସି ପ୍ରଶାସନ ଦୃଷ୍ଟିଦେଇ ଏହାର ସମସ୍ୟା ସମାଧାନ କରିବା କଥା ।କିନ୍ତୁ ବିଭିନ୍ନ ସମୟରେ ସ୍ଥାନୀୟ ବାସିନ୍ଦାଙ୍କ ତରଫରୁ ଅଭିଯୋଗ ହେଉଥିଲେ ମଧ୍ୟ ଏଥିପ୍ରତି ପଦକ୍ଷେପ ନନେବା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି ।କେତେକ ବ୍ୟକ୍ତି ଉକ୍ତ ସମସ୍ୟାକୁ ନେଇ ସୋସିଆଲ ମିଡିଆରେ ଫଟୋ ସହ କିଛି ମନ୍ତବ୍ୟ ଲେଖି ଭାଇରାଲ କରିଛନ୍ତି ।ତେଣୁ ଲୋକହସା ହେବା ପୂର୍ବରୁ ସ୍ଥାନୀୟ ଏନ ଏସି କର୍ତୁପକ୍ଷ ଦୃଷ୍ଟିଦେଇ ଉକ୍ତ ସମସ୍ୟା ସମାଧାନ କରିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026

You Might Also Like