-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଏଫ୍ ଏଚ୍ ଡି ଇଣ୍ଡିଆ ର ୨୮ ତମ ପ୍ରତିଷ୍ଠା ଦିବସ: ମଣିଷ ଚାଲାଣ ଓ ବଲାଙ୍ଗିର ରେ ଗ୍ରାମ୍ୟ ରୋଜଗାର ଶୀର୍ଷକ ବିଷୟ ଉପରେ ଆଲୋଚନା

05-May-2022



ବଲାଙ୍ଗିର (ପ୍ରେରଣା ଖବର) :  ଆଜି ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ଠାରେ ଏଚ୍ ଡି ଇଣ୍ଡିଆ ର  ୨୮ ତମ ପ୍ରତିଷ୍ଠା ଦିବସ ତଥା ମଣିଷ ଚାଲାଣ ଓ ବଲାଙ୍ଗିର ରେ ଗ୍ରାମ୍ୟ ରୋଜଗାର ଶୀର୍ଷକ ବିଷୟ ଉପରେ ଏକ ବୁଦ୍ଧିଜୀବୀ ଆଲୋଚନା ଅନୁଷ୍ଟିତ ହୋଇଥିଲା  l ଏଥିରେ ଏଫ୍ ଏଚ୍ ଡି ଇଣ୍ଡିଆ ର ସଭ୍ୟ ଓ କର୍ମକର୍ତ୍ତା ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଶିଳ୍ପବିହୀନ ବଲାଙ୍ଗିର ଜିଲ୍ଲାରେ କର୍ମନିଯୁକ୍ତିର ପର୍ଯ୍ୟାପ୍ତ ସୁଯୋଗ ନଥିବାରୁ ତଥା ଲୋକଙ୍କ ମାନସିକତାରେ ପରିବର୍ତ୍ତନ ହେଉନଥିବାରୁ  ଲୋକେ ନିଜ ମାଟିରେ କାମଧନ୍ଦା ଅନ୍ୱେଷଣ କରିବା ବଦଳରେ ଅନ୍ୟ ରାଜ୍ୟକୁ ଯାଉଛନ୍ତି l ନିଜ ଅଞ୍ଚଳରେ ମଧ୍ୟ ସମ୍ବଳକୁ ବିନିଯୋଗ କରି ଜଣେ ସ୍ୱାବଲମ୍ବୀ ହୋଇପାରିବ ବୋଲି ବକ୍ତା ମାନେ ମତ ପ୍ରକାଶ କରିଥିଲେ l ବିଭିନ୍ନ ସରକାରୀ ଯୋଜନା ପରେ ବି ବିଡମ୍ବନାର ବିଷୟ ହେଉଛି ଲୋକେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି l ଏହା ଉପରେ ସମସ୍ତେ ତର୍ଜମା

କରିବାରେ ଆବଶ୍ୟକତା ରହିଛି ବୋଲି ବକ୍ତା ମାନେ ମତ ଦେଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ଏକ୍ସନ କମିଟି ର ଧୀରେନ୍ଦ୍ର ସିଂହଦେଓ, ଅଜୟ ବାଦୀ, ସାମ୍ବାଦିକ ରଘୁନନ୍ଦନ ସିଂହ, ସନ୍ଦୀପ କୁମାର କୁଅଁର, ବିଭୁ କଲ୍ଯାଣ ଗଡତିଆ, ପଲ୍ଲୀ ଆଲୋକ ପାଠାଗାରର ହୀରାଲାଲ ମିଶ୍ର, ଜିତୁ ହନୁମାନ, ଶିକ୍ଷାବିତ୍ ମନୋଜ ମିଶ୍ର ନିଜ ବକ୍ତବ୍ୟରେ ଦାଦନ ଶ୍ରମିକ ଚାଲାଣ କୁ ରୋକିବା ଦିଗରେ ସବୁ ସ୍ତରରେ ଏକ ସାମୁହିକ ଉଦ୍ୟମ ହେବା ଆବଶ୍ୟକ ବୋଲି ମତ ଦେଇଥିଲେ l ଏଫ୍ ଏଚ୍ ଡି ଇଣ୍ଡିଆ ର ଉପସଭାପତି ସରୋଜ ଛତ୍ରିଆ ଙ୍କ ପରିଚାଳନାରେ ଆୟୋଯିତ ଏହି ଆଲୋଚନାଚକ୍ରରେ ଏଫ୍ ଏଚ୍ ଡି ଇଣ୍ଡିଆ ର ପ୍ରତିଷ୍ଠାତା ଓ ନିର୍ଦେଶକ ବିଲହନ୍ ସାଗର ସଭାକୁ ସଂଯୋଜନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା