-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଆଜି ବି ବଞ୍ଚିଛି ମଣିଷପଣିଆ/ ରକ୍ତଦାନ କରି ଜୀବନ ରକ୍ଷା କରୁଥିବା ଜଣେ ଭିନ୍ନ ମଣିଷ

05-May-2022



ବୌଦ୍ଧ ଜିଲ୍ଲାର  ମାରୁତି ସେନାର  ସହ ସଂପାଦକ ଆଶିଷ ବିହାରୀ ଠାକୁରଙ୍କ  ସୋନପୁର ମୁଖ୍ୟ  ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶିଶୁ ପ୍ରସବ ମହିଳାକୁ ରକ୍ତର ଘର ଅଭାବ ଥିଲା ବେଳେ ସାହାଯ୍ୟର ହାତ ବଢ଼ାଇ ଥିଲେ ଆଶିଷ ନାମକ ଜଣେ ଯୁବକ lଆଶିଷ ଠାକୁରଙ୍କ ମୂଳ ଉଦେଶ୍ୟ କି ଲୋକେ ରକ୍ତ ଅଭାବରୁ ଅନେକ ସମୟରେ ଲୋକଙ୍କ ଜୀବନ ଚାଲିଯାଉଛି Iତାହାକୁ ଦୃଷ୍ଟିରେ ରଖି ସମାଜ ସେଵୀ  ରକ୍ତଦାନ ଏକ ମହତ ଦାନ ଏଵଂ ପ୍ରତ୍ୟେକ ବ୍ୟକ୍ତି ରକ୍ତଦାନ କରିବା ସ୍ୱାସ୍ଥ୍ୟ ପକ୍ଷେ ହିତକାରକ ବୋଲି କହିଛନ୍ତି । ରକ୍ତ ଦାନ କରିବା ପରେ ଖୁସି ଅନୁଭବ କରିଥିବା ପ୍ରକାଶ କରିଛନ୍ତି I
ଟ୍ରାନସ୍‌ଫ୍ୟୁଜନ ପ୍ରଣାଳୀରେ ରକ୍ତଦାନଦ୍ୱାରା ଜୀବନ ନାଶକାରୀ ଅନେକ ରୋଗରୁ ଲୋକଙ୍କୁ ରକ୍ଷା କରାଯାଇପାରୁଛି । ଅନେକ ପ୍ରକାର ଜଟିଳ ଅସ୍ତ୍ରୋପଚାର ନିମିତ୍ତ ରକ୍ତର ଆବଶ୍ୟକତା ରହିଛି ଏବଂ ଏହି ରକ୍ତ ଅଭାବରେ ଅସ୍ତ୍ରୋପଚାର ହୋଇପାରିବ ନାହିଁ । ପୁଣି କୌଣସି ଦୁର୍ଘଟଣା ଜନିତ ରକ୍ତସ୍ରାବ କିମ୍ବା ଶିଶୁ ପ୍ରସବ ସମୟରେ ଅତ୍ୟଧିକ ରକ୍ତସ୍ରାବ ଯୋଗୁଁ ରୋଗୀ ମୃତ୍ୟୁ ମୁଖରେ ପଡିବାର ସମ୍ଭାବନା ଥିବାରୁ ସେଭଳି ସ୍ଥଳରେ ରୋଗୀପାଇଁ ରକ୍ତ ନିତାନ୍ତ ଆବଶ୍ୟକ ହୁଏ ।ତେବେ ସୁରକ୍ଷିତ ରକ୍ତ ସହିତ ଉପଯୁକ୍ତ ଗ୍ରୁପର ରକ୍ତ ନ ମିଳିଲେ ତାହା ପୁଣି ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ । ମଣିଷ ଶରୀରର ରକ୍ତର କୌଣସି ବିକଳ୍ପ ନ ଥିବାରୁ ରକ୍ତ ଦାନ ମାଧ୍ୟମରେ ଏହା ସଂଗ୍ରହ କରିବା ଜରୂରୀ ହୋଇପଡିଛି । ଏହି ଉଦ୍ଦେଶ୍ୟରେ ଆଶିଷ ବିହାରି ଠାକୁର ରକ୍ତଦାନ କରିଛନ୍ତି।

(ବେଦବର ଛତ୍ରିଆ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା