-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା : ଉପଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଶବ ରଖି କ୍ଷତି ପୂରଣ ଦାବୀ

05-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ସୁଲେକେଲା ଗାଁର ସ୍ନେହଶିଲା ଦଲେଇ ଓ ତାଙ୍କ ସ୍ବାମୀ ପକ୍ଷୀରାଜ ଦଲେଇ ହାଇଦ୍ରାବାଦର ଏକ ଇଟା ଭାଟିକୁ ଦାଦନ ଖଟିବା ପାଇଁ ଯାଇଥିଲେ । ସେଠାରେ କାମ କରିବା ସମୟରେ ସ୍ନେହଶିଲାଙ୍କର ମୃତ୍ୟୁ ହୋଇଯାଇଥିଲା । ମୃତ୍ୟୁ ହେବା ପରେ ସ୍ନେହଶିଲାଙ୍କ ଶବକୁ ଗାଁକୁ ଅଣାଯାଇ ଥିବା ବେଳେ ଗ୍ରାମବାସୀ ସହ ତାଙ୍କ ସ୍ବାମୀ ଶ୍ରମିକ ନିର୍ଯାତନା ଅଭିଯୋଗ ନେଇ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଶବ ରଖି କ୍ଷତି ପୂରଣ ଦାବୀରେ ଅଡି ବସିଛନ୍ତି । ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଧାରଣା ସ୍ଥଳରେ ପାଟଣାଗଡ଼ ତହସିଲଦାର ଡ଼. ପୁଷ୍ପାଞ୍ଜଳି ପଣ୍ଡା ଜିଲ୍ଲା ଶ୍ରମ ଅଧିକାରୀ ପହଞ୍ଚି ବୁଝାସୁଝା କରିବା ସହ ରେଡ଼କ୍ରସ ତରଫରୁ ୧୦ ହଜାର ଟଙ୍କା ଦେବା ସହ ଏନ୍.ଏଫ୍ .ଡି.ଏସ୍. ପାଣ୍ଠିରୁ ୧୫ହଜାର ଟଙ୍କା ଏବଂ ସର୍ଦାର ଉପରେ କାର୍ୟ୍ୟାନୁଷ୍ଠାନ ପାଇଁ ପ୍ରତିଶୃତି ଦେବା ପରେ ଧାରଣାରୁ ଓହରି ଯାଇଥିଲେ । ଏଥିରେ କୋଶଳ ମୁକ୍ତି ମୋର୍ଚ୍ଚାର ଡିଙ୍ଗର କୁମ୍ଭାର , ଅଚ୍ୟୁତ ସିପୁନ ଖମାରୀ , ଗିରିରାଜ ଭୋଇ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା