-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ରେ ଭାଲୁରାଜ// କେନ୍ଦୁପତ୍ର ତୋଳାଳୀ ଯୁଗଳ ବରିହା ଗୁରୁତର

05-May-2022



ନୂଆପଡ଼ା:-ନୂଆପଡା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ କୁଦୋପାଲି ଗ୍ରାମ ର ଯୁଗଳ ବରିହା ବୟସ-୪୫ ବର୍ଷ ହେବ । ସକାଳୁ ସକାଳୁ କେନ୍ଦୁପତ୍ର ତୋଳିବାକୁ ତୋଳିବାକୁ ଯାଇଥିବା ସମୟରେ ସେ ଭାଲୁ ହାବୁଡ଼ରେ ପଡିଥିଲେ । କାଳବିଳମ୍ବ ନକରି ନିଜେ ବଞ୍ଚିବା ପାଇଁ ଏକ ଗଛକୁ ଚଢ଼ିଯାଇ ଥିଲେ ।ହେଲେ ଭାଲୁ ଗଛକୁ ଚଢି ତାଙ୍କ ଉପରେ ଆକ୍ରମଣ କରିଥିଲା ।ଲୋକେ ନିଆଁହୂଳା ଦେଖାଇବାପରେ ଭାଲୁ ଶ୍ରୀ ବରିହା ଙ୍କୁ କ୍ଷତଅକ୍ଷତ କରି ଜଙ୍ଗଲ ଆଡ଼କୁ ଚାଲିଯାଇଥିଲା ।ଲୋକେ ଯୁଗଳ କୁ ଉଦ୍ଧାର କରି ସଦର ଡାକ୍ତରଖାନା ନୂଆପଡ଼ା କୁ ଚିକିତ୍ସା ପାଇଁ ଆଣିଥିଲେ ।ଶ୍ରୀ ବରିହା ଙ୍କ ମୁଣ୍ଡ ରେ ଗଭୀର ଭାବେ ଆଘାତ ହୋଇଛି ବୋଲି ପ୍ରାଥମିକ ଚିକିତ୍ସା ରୁ ଜଣାପଡିଛି ।ସେ ବର୍ତ୍ତମାନ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।ଏ ସମ୍ପର୍କରେ ଆମ ନୂଆପଡ଼ା ପ୍ରତିନିଧି ବନ୍ୟଜନ୍ତୁ ସଂରକ୍ଷଣ ର ଦାୟିତ୍ଵ ଥିବା ରେଞ୍ଜର ଦିଲ୍ଲିପ ଚମ୍ପତିରାୟ ଙ୍କୁ ସହ କଥାହେବାରୁ ସେ କହିଲେ ଯେ, ମୁଁ ଫରେଷ୍ଟର ଙ୍କୁ ପଠାଉଛି, ଯଦି ଆମ ଅଞ୍ଚଳ ରେ ଏଇ ଘଟଣାଟି ଘଟିଛି ତେବେ ରିପୋର୍ଟ ପାଇଲାପରେ ଆମେ ତାକୁ ଆର୍ଥିକ ସହାୟତା ପାଇଁ ଉପରକୁ ଜଣାଇବୁ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like