-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||     

HOME   ଜିଲ୍ଲା

ପ୍ରବଳ ଝଡ଼ ତୋଫାନରେ ବିଦ୍ୟାଳୟ ଟିଣ ଉଡ଼ିଗଲା: ତୁରନ୍ତ ମରାମତି ପାଇଁ ଦାବୀ

05-May-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):ବର୍ତ୍ତମାନ କିଛି ଦିନ ହେଲା ଦିନ ତମାମ ପ୍ରବଳ ଖରା ସାଙ୍ଗକୁ ଗରମ ହେଉଥିବା ବେଳେ ଅପରାହ୍ନ ପରେ ପରେ ସାମାନ୍ୟ ମେଘୁଆ କରି ଧିରେ ଧିରେ ପବନ ଓ ବର୍ଷା ହେଉଛି l ଏହି ପବନ ଓ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲା ବାଲିଗୁଡା ଶିକ୍ଷାଜିଲା କୁଟିକିଆ ପଞ୍ଚାୟତର ମାଦାଗୁଡା ପ୍ରାଥମିକ ବିଦ୍ୟାଳୟର ପିଲାଙ୍କ ଶ୍ରେଣୀ ଗୃହ ଟିଣ ଉଡିଯାଇଛି l ଫଳରେ ପିଲାଏ ପାଠ ପଢିବା ବାଧାପ୍ରାପ୍ତ ହୋଇଛି l  ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ୨୦ ଜଣ ଛାତ୍ର/ଛାତ୍ରୀ ପଢନ୍ତି । ସ୍କୁଲର ଦୁଇଟି ଗୃହ ଥିବା ବେଳେ ଗୋଟିଏ ମରାମତି ଆରମ୍ଭ ହୋଇଥିବା ବେଳେ କାଳବୈଶାଖି ଫଳରେ ଟିଣ ଉଡେଇ ନେଇଛି l  ଶ୍ରେଣୀଗୃହ ନଥିବା ବେଳେ ପାଖକୁ ଲାଗିଥିବା ଅଙ୍ଗନଓ୍ବାଡିର ରୋଷେଇ ଘରେ ପିଲାଏ ପାଠ ପଢିବା ପାଇଁ ଅସ୍ଥାୟୀ ଭାବେ ଚଳାଇବା ନେଇ ସି,ଆର,ସି,ସି ଦିଗାମ୍ବର ଦିଗାଲ କହିବା ସହ ସ୍କୁଲର ଦାୟିତ୍ବରେ ଥିବା ଶିକ୍ଷୟତ୍ରୀ ଅଞ୍ଜନା ପ୍ରଧାନ ମଧ୍ୟ ଶ୍ରେଣୀ ଗୃହ ଅତିଶିଘ୍ର ନିର୍ମାଣ ସହ କିଭଳି ଆଗାମି ଦିନର ସ୍କୁଲ ସମୟରେ ପିଲାଏ ଆସି ପାଠ ପଢିବେ ସେଥିପାଇଁ  ମରାମତି ଅତିଶିଘ୍ର କରିବା ନେଇ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026

You Might Also Like