-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ହରିଶଙ୍କରର ଐତିହାସିକ ବୈଶାଖ ମେଳାର ମାନବୃଦ୍ଧି ପାଇଁ ଏକ କୋଟି ଟଙ୍କା ମଞ୍ଜୁର ଦାବୀରେ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଦାବୀପତ୍ର ପ୍ରଦାନ

05-May-2022



ଖପ୍ରାଖୋଲ ( ରୁପେନ୍ଦ୍ର ମୁଣ୍ଡା) : ବଲାଙ୍ଗିର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କରରେ ଚଳିତବର୍ଷ ଆସନ୍ତା ମଇ ୧୪ରୁ ୧୬ ପର୍ଯ୍ୟନ୍ତ ବୈଶାଖ ମେଳା ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହି ମେଳାକୁ ସରକାର ଅଣଦେଖା କରୁଥିବା ଏବଂ ଆଜି ପର୍ଯ୍ୟନ୍ତ ପ୍ରସିଦ୍ଧ ହରିଶଙ୍କରର ବୈଶାଖ ମେଳାକୁ ରାଜ୍ୟ ଓ ଜିଲ୍ଲା ସ୍ତରରେ ମାନ୍ୟତା ଦିଆଯାଉ ନଥିବାରୁ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି ଏବଂ ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବାରୁ ନିନ୍ଦା କରାଯାଇଛି । ହରିଶଙ୍କର ମନ୍ଦିରରୁ ବାର୍ଷିକ ଆୟ ହାରାହାରି ୫୦ରୁ ୬୦ ଲକ୍ଷ ଟଙ୍କାରୁ ବେଶୀ ଟଙ୍କା ଆୟ ହେଉଛି । ହେଲେ ସ୍ଥାନୀୟ ଦେବୋତ୍ତର ବିଭାଗ ପକ୍ଷରୁ ପରିଚାଳିତ ହେଉଥିବା ବୈଶାଖ ମେଳା ପାଇଁ କେବଳ ୧ ଲକ୍ଷରୁ ଦୁଇ ଲକ୍ଷ ଟଙ୍କା ଅନୁଦାନ ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ବିଷୟ ବୋଲି କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ପ୍ରଶ୍ନ କରାଯାଇଛି । ପଶ୍ଚିମ ଓଡ଼ିଶାର ପ୍ରମୁଖ ତୀର୍ଥସ୍ଥଳୀ ହରିଶଙ୍କର ବୈଦ୍ଧ ବିହାର ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏବଂ କୋଶଳାଞ୍ଚଳର ଅନ୍ୟତମ ବର୍ଷ ତମାମ ଭ୍ରମଣ ଯୋଗ୍ୟ ପୀଠ ହୋଇଥିବାରୁ ବାର୍ଷିକ ଆୟ ହାରାହାରି ୫୦-୬୦ ଲକ୍ଷରୁ ଅଧିକ ଟଙ୍କା ଆୟ ହେଉଛି । ପ୍ରକାଶ ଯେ ପୁରୀ ରଥଯାତ୍ରା , କଟକ ବାଲିଯାତ୍ରା , କୋଣାର୍କ ମହୋତ୍ସବ ଓ ପୁରୀ ବେଳାଭୂମି ମହୋତ୍ସବ ପାଇଁ ଶହ ଶହ କୋଟି ଟଙ୍କାର ଅନୁଦାନ ଦେଉଥିବା ବେଳେ ଆମ ଐତିହାସିକ ପ୍ରସିଦ୍ଧ ହରିଶଙ୍କରର ଐତିହାସିକ ବୈଶାଖ ମେଳା ପାଇଁ ମାତ୍ର ୧ ରୁ ୨ ଲକ୍ଷ ଟଙ୍କା ଦିଆଯାଇଛି ଯାହାକି ସମୁଦ୍ରକୁ ଶଂଖେ ପାଣି ଭଳି ନୁହେଁ କି ଓ ଏପରି ଅନ୍ୟାୟ କାହିଁକି ବୋଲି କୋଶଳ ମୁକ୍ତି

ମୋର୍ଚ୍ଚା ପ୍ରଶ୍ନ କରିଛି । ପଶ୍ଚିମ ଓଡ଼ିଶାର ଲୋକଙ୍କ ଆସ୍ଥା ସ୍ବାର୍ଥ ନିମନ୍ତେ ହରିଶଙ୍କର ବୈଶାଖ ମେଳା ମାନ ବୃଦ୍ଧି ପାଇଁ ଏକ କୋଟି ଟଙ୍କା ମଞ୍ଜୁର ଦାବୀରେ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ , ଦେବୋତ୍ତର କମିଶନ , ବଲାଙ୍ଗିର ଜିଲ୍ଲାପାଳଙ୍କ ଉଦେଶ୍ୟରେ ପାଟଣାଗଡ ଉପଜିଲ୍ଲାପାଳ ଡ଼ ବିଜୟା ନନ୍ଦ ସେଠୀ ଅନୁପସ୍ଥିତ ଥିବା ହେତୁ ସହକାରୀ ଜିଲ୍ଲାପାଳ କ୍ଷୀରୋଦ ଚନ୍ଦ୍ର ସାହୁଙ୍କୁ ପ୍ରଦାନ କରିଥିଲେ । ଆଗାମୀ ୭/୫/୨୦୨୨ ସୁଦ୍ଧା ଅନ୍ୟୁନ ଅନୁଦାନ ଏକ କୋଟି ଟଙ୍କା ମଞ୍ଜୁର କରାନଗଲେ ଏହାର ପ୍ରତିବାଦରେ ଆସନ୍ତା ୯/୫/୨୦୨୨ରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଧାରଣ ଦେବାକୁ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଚେତାବନୀ ଦିଆଯାଇଛି । ଦାବୀ ପତ୍ର ପ୍ରଦାନ ସମୟରେ କୋଶଳ ମୁକ୍ତି ମୋର୍ଚ୍ଚା ସଭାନେତ୍ରୀ ଲକ୍ଷ୍ମୀ ଶବର , ଆବାହକ ସୁଶିଲ କୁମାର ଗୁରୁ , ଡିଙ୍ଗର କୁମ୍ଭାର , ସୁବାଷ ଆଚାର୍ଯ୍ୟ , ଅଚ୍ୟୁତ ସିପୁନ ଖମାରୀ , ଗିରିରାଜ ଭୋଇ , ବନମାଳୀ ନାଏକ , କାଶିନାଥ ମେହେରଙ୍କ ସହ ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like