-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

କୁଲୁତା ସମାଜ ପକ୍ଷରୁ ସମ୍ବର୍ଦ୍ଧନା ସଭା

05-May-2022



ବଲାଙ୍ଗିର,(ପ୍ରେରଣା ଖବର) ସ୍ଥାନୀୟ ଯାଦବ ଭବନ ବଲାଙ୍ଗିର ଠାରେ କୁଲୁତା ସମାଜ ବଲାଙ୍ଗିର ଆନୁକୁଲ୍ୟରେ ବଲାଙ୍ଗିର ଜିଲ୍ଲାକୁ ପ୍ରତିନିଧିତ୍ୱ କରୁଥିବା ତଥା ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭାପତି ଦେବକି ସାହୁ, ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ପଧାନ ଏବଂ ଆଗଲପୁର ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନଙ୍କୁ ସମ୍ବର୍ଦ୍ଦିତ କରାଯାଇଥିଲା । ସମାଜର ସଭାପତି ସୁରଥ ପଧାନ, ସମ୍ପାଦକ ଶାନ୍ତନୁ କୁମାର ଭୋଇ, କୋଷାଧ୍ୟକ୍ଷ ଗୋବର୍ଦ୍ଧନ ପଧାନ, ଉପସଭାପତି ସୁଧିର କୁମାର ଭୋଇ ତଥା କାର୍ଯ୍ୟକାରୀ ସଦସ୍ୟ କୁଳମଣି ବିଶ୍ୱାଳ, ମଧୁ ସାହୁ, ଜିତେନ୍ଦ୍ର ଭୋଇ, ରାମଚନ୍ଦ୍ର ଭୋଇ, ବିକାଶ ରଞ୍ଜନ ବାରିକ, ଯୁବ ସଂଯୋଜକ ସୁଦର୍ଶନ ସାହୁ, ଲକ୍ଷ୍ମଣ ବିଶ୍ୱାଳ, ସୁନିଲ କୁମାର ମାଝି, ଦିନେଶ ଭୋଇ ତଥା ସମାଜର ବରିଷ୍ଠ ସଭ୍ୟ ସଭ୍ୟ ବୃନ୍ଦଙ୍କ ଗହଣରେ ସମ୍ବର୍ଦ୍ଧନା ସଭାକୁ ସୁଚାରୁ ରୂପେ ସମ୍ପାଦନ କରାଯାଇଥିଲା । ସର୍ବ ପ୍ରଥମେ ସଭାପତି ଶ୍ରୀ ପଧାନ ଅତିଥି ବୃନ୍ଦଙ୍କୁ ସ୍ୱାଗତ ଜଣାଇ ମଂଚାସିନ କରାଇବା ସହିତ ସମ୍ପାଦକ ଶ୍ରୀ ଭୋଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ସମାଜର ସଭ୍ୟା ଜ୍ୟୋସ୍ନାରାଣି ପଧାନ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ସାହୁଙ୍କୁ ଫୁଲତୋଡା ସହିତ ଉପଢୈାକନ ସହ ସମ୍ବର୍ଦ୍ଧିତ କରିଥିଲେ । ମଧୁ ସାହୁ ସମାଜର କାର୍ଯ୍ୟକାରୀ ସଦସ୍ୟ ସରୋଜ କୁମାର ପଧାନ ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷଙ୍କୁ ଫୁଲତୋଡା ସହିତ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ।  ସେହିପରି ସମାଜର ସଭ୍ୟା ସୁଷମା ବିଶ୍ୱାଳ ନିରୁପମା ପଧାନ, ଉପାଧ୍ୟକ୍ଷା, ଆଗଲପୁର ବ୍ଲକ ଙ୍କୁ ଫୁଲତୋଡା ଏବଂ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ସମାଜର ବରିଷ୍ଠ ସଭ୍ୟ ତଥା ପୂର୍ବତନ ସଭାପତି ରାହାସ ବିହାରୀ ମାଝି ସମାଜ ସମ୍ପର୍କିତ ତଥ୍ୟ ଉପସ୍ଥାପନା କରିଥିଲେ । ମଧୁ ସାହୁଙ୍କ ଦ୍ୱାରା ମଂଚାସିନ ଅତିଥିମାନଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ଶେଷରେ ସଭାପତି ନିମନ୍ତ୍ରିତ ଅତିଥି କାର୍ଯ୍ୟକ୍ରମରେ ଯୋଗଦାନ କରିଥିବା ସମାଜର ସଭ୍ୟ ସଭ୍ୟା ବୃନ୍ଦଙ୍କୁ ସେମାନଙ୍କ ବହୁମୁଲ୍ୟ ସମୟ ଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିବାରୁ ଧନ୍ୟବାଦ ଜ୍ଞାପନ କରି ସଭା କାର୍ଯ୍ୟ ସାଙ୍ଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like