-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||     

HOME   ଜିଲ୍ଲା

ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁରରେ ବିପର୍ଯ୍ୟୟ ପ୍ରଶମନ ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ

05-May-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ) - ଆଜି  ପୂର୍ବାହ୍ନ ନଅଟା ବେଳେ ବରଗଡ ଜିଲ୍ଲାର ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁର ର ସମ୍ମିଳନୀ କକ୍ଷରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (NDRF), ମୁଣ୍ଡୁଲି, କଟକ ତରଫରୁ ବିପର୍ଯ୍ୟୟ ପ୍ରଶମନ

ପ୍ରଶିକ୍ଷଣ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି l ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡକ୍ଟର ଲଲିତେନ୍ଦୁ ନାୟକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ତହସିଲଦାର ଶ୍ରୀଯୁକ୍ତ ସୁଜନ ସେଠ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ l NDRF ର ଟିମ୍ କମାଣ୍ଡର ଉଦୟ ଶଙ୍କର ପ୍ରସାଦ ଓ ସବ୍ ଇନ୍ସପେଟର ରମେଶ କୁମାର ଙ୍କ

ତତ୍ବାବଧାନରେ ପ୍ରଶିକ୍ଷକମାନେ ଯୁବ ରେଡକ୍ରସ୍, ଏନ୍.ସି.ସି ଓ ଏନ୍. ଏସ୍ . ଏସ, ର ସ୍ଵେଚ୍ଛାସେବୀ ଓ ଛାତ୍ରଛାତ୍ରୀଙ୍କ ସମେତ ମହାବିଦ୍ୟାଳୟ ର ଅଧ୍ୟାପକ -ଅଧ୍ୟାପିକା ମାନଙ୍କୁ ବିପର୍ଯ୍ୟୟ ପରିଚାଳନା ଓ ପ୍ରାଥମିକ ଚିକିତ୍ସା ର ବିଭିନ୍ନ ଦିଗ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେl ଯୁବ ରେଡ୍ କ୍ରସ୍ ର ପରାମର୍ଶଦାତା ପ୍ରାଧ୍ୟାପକ ବିଦ୍ୟାଧର ଦାଶ ଧନ୍ୟବାଦ ପ୍ରଦାନ କରିଥଲେ l ଏହି କାର୍ଯ୍ୟକ୍ରମ ରେ ପ୍ରାୟ ତିନିଶହ ଛାତ୍ର ଛାତ୍ରୀ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026

You Might Also Like