-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||     

HOME   ଜିଲ୍ଲା

ମନଭାଷା କବିତା ଆସର ପରିବାର ତରଫରୁ ଇ-ପତ୍ରିକା ଉନ୍ମୋଚନ ଓ କବିତା ଆସର

05-May-2022



ବୌଦ୍ଧ(ପ୍ରେରଣା ଖବର) -   ବଉଦ ବ୍ଲକ୍ ଅନ୍ତର୍ଗତ ବଲାସିଙ୍ଗା ଗ୍ରାମ ପଞ୍ଚାୟତ ନିକଟସ୍ଥ ଗିରାସିଙ୍ଗା ଗ୍ରାମରେ ମନଭାଷା କବିତା ଆସର ପରିବାର ତରଫରୁ ତୃତୀୟ ଇ-ପତ୍ରିକା(ମୋ ଭାଷାର ଆଶା) ଶୁଭାରମ୍ଭ  ଓ ମନଭାଷା ପରିବାର ବିଷୟରେ ଆଲୋଚନା ଚକ୍ର ଏବଂ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା |ଏହି କାର୍ଯ୍ୟକ୍ରମକୁ ଆରମ୍ଭ ଏବଂ ଆସରକୁ ପରିଚାଳନା କରିଥିଲେ ଅନୁଷ୍ଠାନର  ସାହିତ୍ୟିକ କବି ଅନ୍ତର୍ଯ୍ୟାମୀ ସାହୁ, କାର୍ଯ୍ୟକ୍ରମ ଆରମ୍ଭରେ ଶ୍ରୀ ଜଗନ୍ନାଥଙ୍କ ଅତି ସୁନ୍ଦର ଭଜନ ଗାନ କରିଥିଲେ |

ଅନୁଷ୍ଠାନର ମୁଖ୍ୟ ସମ୍ପାଦକ ନିବାଶ ନାୟକ ମନଭାଷା ବିଷୟରେ ଆଲୋଚନା କରିଥିଲେ, ସଭାପତି ଶ୍ରୀମତୀ ମୀରା ବାଈ ପାଣିଗ୍ରାହୀ ଅନୁଷ୍ଠାନ ସମ୍ପର୍କରେ ଅତି ସଂକ୍ଷିପ୍ତ ଭାବେ ଆଲୋଚନା କରିଥିଲେ |

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ନିତ୍ୟାନନ୍ଦ ଖମାରୀ ଓ ସଂଗ୍ରାମ କେଶରୀ ସାମନ୍ତରାୟ l ଏହି ଦୁଇ ଅତିଥି ସାହିତ୍ୟ ଓ ମନଭାଷା ବିଷୟରେ ଆଲୋଚନା କରିଥିଲେ lଶ୍ରେଷ୍ଠ ବକ୍ତା ଭାବେ ଯୋଗ ଦେଇଥିଲେ  ରୀତା ଅପରାଜିତା ମହାନ୍ତି, ଈଶ୍ୱରୀ ବେହେରା, ସରସ୍ଵତୀ ସଲିମା ଓ ଚନ୍ଦନା ମଞ୍ଜରୀ ତ୍ରିପାଠୀ | କବିତା ଆସର ୧୫ ଜଣ କବି ଓ କବୟିତ୍ରୀ ଭାଗ ନେଇଥିଲେ |ଓଡ଼ିଆ ସାହିତ୍ୟ ସଂସଦ ର ପ୍ରତିଷ୍ଠାତା ଓ ସଭାପତି ଶ୍ରୀ ଚିତ୍ରସେନ ମହାରଣା ଏହି କାର୍ଯ୍ୟକ୍ରମରେ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ଥିଲେ |କାର୍ଯ୍ୟକ୍ରମ ଶେଷରେ ନିବାଶ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026

You Might Also Like