-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଲୋଇସିଂହାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

06-May-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକରେ ପଞ୍ଚାୟତ ସମିତିର ପ୍ରଥମ ବୈଠକ ଲୋଇସିଂହା ବ୍ଲକ ସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l  ଲୋଇସିଂହା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧକାରୀ ଶ୍ରୀଯୁକ୍ତ ରାମଚନ୍ଦ୍ର ଖାଡ଼ିଆ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠତ ଏହି ବୈଠକରେ ଲୋଇସିଂହା ବିଧାୟକ ଶ୍ରୀଯୁକ୍ତ ମୁକେଶ ମହାଳିଙ୍ଗ ଯୋଗଦେଇ ଲୋଇସିଂହା ବ୍ଲକ ର ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶ୍ରେଣୀଗୃହ ଅଭାବ ଥିବାରୁ ପାଠ ପଢ଼ାରେ ଅସୁବିଧା ସୃଷ୍ଟି ହେଉଥିବା ହେତୁ କ୍ଷୋଭ ପ୍ରକାଶ କରିବା ସହ ନୂତନ ଶ୍ରେଣୀଗୃହ ନିର୍ମାଣ ଦିଗରେ ପଦକ୍ଷେପ ନେବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ବ୍ଲକ ପ୍ରଶାସନକୁ ଅନୁରୋଧ କରିଥିଲେ l ପଂଚାୟତ ମାନଙ୍କରେ ପାର୍କ, କଲ୍ୟାଣ ମଣ୍ଡପ, ପୋଖରୀ କାମ ହାତକୁ ନେବାକୁ ସରପଂଚ ମାନଙ୍କୁ ବିଧାୟକ ଅନୁରୋଧ କରିଥିଲେ l ଲୋଇସିଂହା ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଯତୀନ୍ଦ୍ର ପଟେଲ ଯୋଗଦେଇ ଲୋଇସିଂହା ପଂଚାୟତ ସମିତିକୁ ରାଜ୍ୟର ଶ୍ରେଷ୍ଠ ପଞ୍ଚାୟତ ସମିତି ଗଢ଼ି ତୋଳିବା ପାଇଁ ଜନ ପ୍ରତିନିଧି ମାନଙ୍କୁ ଯତ୍ନବାନ ହୋଈ କାମ କରିବା ପାଇଁ ଅନୁରୋଧ କରିବା ସହ ସମସ୍ତଙ୍କ

ସହଯୋଗରେ ଅଞ୍ଚଳର ବିକାଶ ସମ୍ଭବ ବୋଲି କହିଥିଲେ l ବୁର୍ଡା ସମିତି ସଭ୍ୟ ସୁନିଲ୍ ଅଗ୍ରୱାଲ  ଲୋଇସିଂହା  ହସ୍ପିଟାଲରେ  ଅଲ୍ଟରାସନ୍ ମେସିନ ଥିବା ସତ୍ତ୍ବେ କାହିଁକି କାମରେ ଲାଗୁନି, ସେଥି ପାଇଁ ରୋଗୀ ମାନେ ବହୁତ ହନ୍ତସନ୍ତ ହେଉଛନ୍ତି l ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅନୁରୋଧ୍ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉମାଶଙ୍କର ମିଶ୍ର, ଜନସ୍ବାସ୍ଥ୍ୟ ଯନ୍ତ୍ରୀ ଦେବାନନ୍ଦ ଦଳେଇ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରିନା ବେହେରା ସମେତ ସମସ୍ତ ନିର୍ବାଚିତ ପ୍ରତିନିଧି ଯୋଗ ଦେଇ ନିଜର ମତାମତ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like