-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ଆଲୋଚନା ଚକ୍ର ଅନୁଷ୍ଠିତ

06-May-2022



ବରଗଡ଼/ପାଟଣାଗଡ଼:(ନିରଞ୍ଜନ ତ୍ରିପାଠୀ)- ଆଜି ଶୁକ୍ରବାର ମିଶନ ଶକ୍ତି କୁତମୁଣ୍ଡାର ମିଟିଙ୍ଗ ହଲ ପରିସରରେ ଗଁଣାବଜା ଉପରେ ଏକ ସ୍ବତନ୍ତ୍ର ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। କୁତମୁଣ୍ଡା ମୁହୁରୀ କଲାପରିଷଦ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀହିରାଧର କୁମ୍ଭାରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସ୍ବାଗତ ଭାଷଣ ଦେଇ ଶ୍ରୀଯୁକ୍ତ  କୁମ୍ଭାର ଗଁଣାବଜା ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରି କହିଥିଲେ କି ଆମର ଗଁଣାବଜା  ହେଉଛି ଆମ ସଂସ୍କୃତିର ପରିଚୟ। କିନ୍ତୁ ଦିନକୁ ଦିନ ଏହା  ବିଲୁପ୍ତ ହେବାରେ ଲାଗିଛି , କେମିତି ଏହାକୁ ବଞ୍ଚାଇ ତାକୁ ତାର ପୂର୍ବାବସ୍ଥାକୁ ଫେରାଇ ଆଣିବା ସେ ଦିଗରେ  ବିଭିନ୍ନ ଅଞ୍ଚଳରରୁ ଆସିଥିବା ବିଶିଷ୍ଟ କଳାକାର ଓ ଯୁବ ଗବେଷକ ମାନେ ଧ୍ୟାନ ଦେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ଉପ-ସଭାପତି ମୁରଲୀଧର ଶିକା,
ଅର୍ଜୁନ ସାହୁ,କଳାକାର ହୃଷିକେଶ କୁମ୍ଭାର, ଯାପାନ ନାଗ, ରଘୁନାଥ କୁମ୍ଭାର, ଧନୁ କୁମ୍ଭାର, ଭକ୍ତ ବାରିକ, ରାଜୁ ତାଣ୍ଡି, ଚମରା ସୁନା, ବିଶ୍ବାମିତ୍ର କୁମ୍ଭାର, ଲକ୍ଷ୍ମଣ ନାଗ,ଗିରିଧାରୀ କୁମ୍ଭାର, ଭମର ନାଗ, ବିଶ୍ବନାଥ କୁମ୍ଭାର,କଳାକୃଷ୍ଣ ମହାନନ୍ଦ, ଆଦି ଆଲୋଚନାରେ ଅଂଶଗ୍ରହଣ କରି ଦୀର୍ଘଦିନରୁ  ଆମ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ କରିଥିବା  ଗଁଣାବଜାକୁ  କେମିତି ଆହୁରି ବିକଶିତ କରାଯିବ  ଏବଂ କଳାକାର ମାନଙ୍କୁ ତାଙ୍କର କଳା ପ୍ରଦର୍ଶନ କରିବାକୁ ମଞ୍ଚରେ ସୁଯୋଗ ମିଳିବ ସେ ଦିଗରେ ସମସ୍ତ ବୁଦ୍ଧିଜୀବୀ ଓ ସରକାର ଯତ୍ନବାନ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଏହି ବୈଠକରେ ପାଟଣାଗଡ ଅଞ୍ଚଳର ୭ ଟି ପଞ୍ଚାୟତ ର ୭୦ ଜଣ ଗଁଣାବଜା କଳାକାର ଯେମିତିକି ତେଣ୍ଡାପଦର, ଭଇଁଷା, ମୁଣ୍ଡାପଲା, କଲୋନି ରାଖିଉଡା, ରତାଖଣ୍ଡି, କୁତୁର୍ଲା, ଦାବକାନି, ରୁଗୁଡିମୁଣ୍ଡା, ମୁଣ୍ଡୋମହୁଲ, ବୁର୍ଡାବାହାଲ, ସୁନାମୁଦି, ଢଙ୍ଗାଭଟା, ଭରତବାହାଲ ର ଗଁଣାବଜା କଳାକାରମାନେ ଏହି ସଭାରେ ଯୋଗଦାନ କରିଥିଲେ। ବୈଠକର ଶେଷରେ ଅନୁଷ୍ଠାନର ପରିଚାଳନା ସମ୍ପାଦକ ଶ୍ରୀ ଭେଲାରାମ କୁମ୍ଭାର (ଗଁଣାବଜା ଯୁବ ଗବେଷକ)କହିଲେ କି ଆମର ଗଁଣାବଜା ଆମ ପାଇଁ ଗର୍ବ ଓ ଗୌରବ କଥା ଆଜି ଆମର ଢୋଲ ନିଷାନ, ମୁହୁରୀ ଓ ତାସା ସାରା ପୃଥିବୀର ବିଭିନ୍ନ ଅଞ୍ଚଳରେ ବାଜି ସାରିଲାଣି କିନ୍ତୁ ଆଜି ଏହା ଲୁପ୍ତ ହେବାକୁ ଲାଗୁଛି ତେଣୁ  ସରକାର ଏଥିପ୍ରତି ଦୃଷ୍ଟି ଦେଇ ପ୍ରତ୍ୟେକ ବିଶ୍ବବିଦ୍ୟାଳୟରେ ଗଁଣାବଜା ଉପରେ ଗବେଷଣା ପାଇଁ ଏକ ସ୍ବତନ୍ତ୍ର ବିଭାଗ ଖୋଲିଲେ ନିଶ୍ଚିତ ଭାବରେ ଏହା ସମୃଦ୍ଧ ହୋଇପାରିବ। ସଭା ଶେଷରେ ଶ୍ରୀ ସନ୍ତୋଷ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like