-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||     

HOME   ରାଜ୍ୟ

ବଲାଙ୍ଗୀର ନାଗରିକ କମିଟିର ଚାପ ପରେ ବରପାଲି ପଡା କୁ ସ୍ୱଛ ପାନୀୟ ଜଳ ଯୋଗାଇ ଦେଲା ପିଏଚ୍‌ଡି ବିଭାଗ

06-May-2022



ବଲାଙ୍ଗୀର,(ପ୍ରେରଣା ଖବର) ଲୋକେ ପାଣି ହିଁ ଜୀବନ ବୋଲି କହୁଥିବା ବେଳେ ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ୬ନମ୍ବର ୱାର୍ଡ ବାସୀ ଦୂଷିତ ପାଣି ପିଇବା ପରି ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ।  ଏହି ୱାର୍ଡ ର ଆର୍ତ୍ତତ୍ରାଣ ମିଶ୍ର ଓ ଗୋପଭୂଷଣ ନାଥଙ୍କ ଅଭିଯୋଗ ଅନୁଯାୟୀ ଗତକାଲି ପଡାର କୌଣସି ଏକ ବ୍ୟକ୍ତି ପିଏଚ୍‌ଡି ପାଇପ୍ କୁ କାଟି ନିଜ ଘରକୁ ଚୋରା ପାଇପ୍ କନେକ୍ସନ ଲାଗାଇଥିଲା । ଏହି ପାଇପ୍ କୌଣସି ଏକ ସ୍ଥାନରେ   ଡ୍ରେନ ସହ ମିଶିଯାଇଥବା ଯୋଗୁଁ ସମଗ୍ର ପଡାବାସୀ ଗତକାଲି ଦୁର୍ଗନ୍ଧ ଓ ଦୂଷିତ ପାଣି ପିଇବାକୁ ବାଧ୍ୟ ହୋଇଥିଲେ । ଆଜି ନାଗରିକ କମିଟିର ସଭାପତି ବେଲାର ସିଂହ ଭୋଇ ଓ ସାଧାରଣ ସଂପାଦକ ମନୋରଂଜନ ସାହୁ ଓ ଅନ୍ୟ ସଭ୍ୟ ମାନେ  ବଲାଙ୍ଗୀର ପିଏଚ୍‌ଡି ଅଫିସର ନିର୍ବାହୀ ଯନ୍ତ୍ରୀ ବେହେରା ବାବୁଙ୍କୁ ସାକ୍ଷାତ କରି ସମସ୍ୟା ସଂପର୍କରେ ଅବଗତ କରାଇଥିଲେ । ବଲାଙ୍ଗୀର ନାଗରିକ କମିଟିର ଚାପ ଫଳରେ ନିର୍ବାହୀ ଯନ୍ତ୍ରୀ ଯୁଦ୍ଧାକାଳୀନ ଭିତ୍ତିରେପାଇପ୍ ମରାମତି କରି ବରପାଲିପଡାକୁ  ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବାର ବ୍ୟବସ୍ଥା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026

You Might Also Like