-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ରାଜ୍ୟ

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ବୈଠକ: ନୂତନ କର୍ମକର୍ତ୍ତା ଚୟନ

06-May-2022



ବଲାଙ୍ଗିର,ଅନ୍ତର୍ଯ୍ୟାମୀ ସାହୁ) ସ୍ଥାନୀୟ ଶ୍ରୀ ଶ୍ରୀ ନୃସିଂହ ମନ୍ଦିର ପ୍ରାଙ୍ଗଣରେ ନିଳମଣି ମିଶ୍ରଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଗାମୀ ୩ ବର୍ଷ ସକାଶେ ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ଜୟକୃଷ୍ଣ ଦାଶ ଶର୍ମା ନିର୍ବାଚନ କାର୍ଯ୍ୟ ପରିଚାଳନା କରିଥିଲେ । ଏହି ସଭାରେ ବିନୋଦ ବିହାରୀ ମିଶ୍ର ପୂର୍ବତନ ପ୍ରଥମ ସଭାପତି ତଥା ସଂଘର ପ୍ରତିଷ୍ଠା ଏବଂ ସତ୍ୟବନ୍ତ ବେଦବାକ ପୂର୍ବତନ ସଭାପତି ଉପସ୍ଥିତ ରହି ଉପରୋକ୍ତ କାର୍ଯ୍ୟକୁ ନିରୀକ୍ଷଣ କରିଥଥଲେ । ଗୋବିନ୍ଦ ମିଶ୍ର ସଭାପତି, ପର୍ଶୁରାମ ନାୟକ ଏବଂ ପ୍ରଶନ୍ନ କୁମାର ମିଶ୍ରଙ୍କୁ ଉପ-ସଭାପତି ରୂପେ ଚୟନ କରାଯାଇଛି । ସେହି ପରି ମଲିଆ ଗଡୁଆଙ୍କୁ ସାଧାରଣ ସଂପାଦକ ଏବଂ

ପୁରୁଷୋତ୍ତମ ପଣ୍ଡାଙ୍କୁ ଯୁଗ୍ମ ସଂପାଦକ ଭାବେ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି । କାର୍ଯ୍ୟକାରିଣୀ କମିଟିର ସଭ୍ୟ ରୂପେ ଗୋପବନ୍ଧୁ ପୁରୋହିତ, ବୃନ୍ଦାବନ ବରାଳ, ମନୋରଂଜନ ମିଶ୍ର, ରଘୁନାଥ ମିଶ୍ର, ହରେକୃଷ୍ଣ ପଟେଲ, ପ୍ରଭାକର ମିଶ୍ର, ନିତ୍ୟାନନ୍ଦ ମିଶ୍ର, ପୂର୍ଣ୍ଣଚନ୍ଦ୍ର ଦାଶ, କୃଷ୍ଣଚନ୍ଦ୍ର ମହାୁର ଏବଂ ପ୍ରଦୀପ ସାହୁଙ୍କୁ ଚୟନ କରାଯାଇଛି । ସାମାଜିକ, ଅର୍ଥନୈତିକ, ଖାଉଟି ଆବାହକ ଭାବେ ଜୀବନ ତ୍ରିପାଠୀ ଏବଂ ଅଡିଟର ଭାବେ ରାଧାକାନ୍ତ ମିଶ୍ର, ବିନୋଦ ବିହାରୀ ମିଶ୍ର, ସତ୍ୟବନ୍ତ ବେଦବାକ ଏବଂ ଜୟକୃଷ୍ଣ ଦାଶ ଶର୍ମାଙ୍କୁ ଚୟନ କରାଯାଇଛି । ନୂତନ ଭାବେ ନିର୍ବାଚିତ ସଭାପତି ଗୋବିନ୍ଦ ମିଶ୍ର ଓ ସାଧାରଣ ସଂପାଦକ ମଲିଆ ଗଡୁଆ ସମସ୍ତ ସଭ୍ୟବୃନ୍ଦଙ୍କ ସାହାଯ୍ୟ ତଥା ସହଯୋଗ ଆଶା ରଖି ସଂଘକୁ ସୁଦୃଢ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ସର୍ବ ଶେଷରେ ପର୍ଶୁରାମ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like