-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||     

HOME   ଜିଲ୍ଲା

ବେନକେରା ଆଶ୍ରମ ବିଦ୍ୟାଳୟକୁ ଯିବା ରାସ୍ତାରେ ବାଲି ଗଦା ଛାତ୍ରଛାତ୍ରୀ ମାନଙ୍କୁ ହେଉଛି କାଳ : ପ୍ରଶାସନ ଦୃଷ୍ଟି ଦେବାକୁ ଅଭିଭାବକଙ୍କ ଦାବୀ

07-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା) :-ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେନା ଗ୍ରାମରେ ରହିଛି ସରକାର ଅନୁସୁଚୀତ ଜାତି ଓ ଜନଜାତି ବିଭାଗ ଦ୍ଵାରା ପରିଚାଳିତ ଆଶ୍ରମ ବିଦ୍ୟାଳୟ ସାଙ୍ଗକୁ ବିଦ୍ୟାଳୟରେ କେବିକେ ଛାତ୍ରୀ ନିବାସ । ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି । ବୋର୍ଡ ଓ (ଅନ୍ତେବାସୀ) ଓ ଡିସକୋଲାର ମୋଟ ୩୮୬ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରନ୍ତି । ଆଶ୍ରମ ବିଦ୍ୟାଳୟ କଂକ୍ରିଟ ରାସ୍ତା ଦେଇ ବିଦ୍ୟାଳୟ ଯିବା ଆସିବା କରନ୍ତି । ଦୀର୍ଘ ୬ ମାସରୁ ଅଧିକ ହେବ ବିଦ୍ୟାଳୟକୁ ପାଠପଢି ଆସୁଥିବା ଛାତ୍ରଛାତ୍ରୀମାନେ ଘୋର  ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ ଅନୁଯାୟୀ ବେନକେରା ଆଶ୍ରମ ବିଦ୍ୟାଳୟ ବିଦ୍ୟାଳୟକୁ ଯିବା କଂକ୍ରିଟ ରାସ୍ତା ମଝିରେ ବାଲି ଗଦା ଦୀର୍ଘ ୬ ମାସ ଧରି ଜନୈକ ବ୍ୟକ୍ତି ବାଲି ରଖିଛନ୍ତି । ଯାହାଫଳରେ ସେହି ବାଲି ଗଦା ଉପରେ ଛାତ୍ରଛାତ୍ରୀ ମାନେ ସାଇକେଲରେ ଯିବା ଆସିବା କରୁଥିବାରୁ ସାଇକେଲରୁ ପଡ଼ି ଆହତ ମଧ୍ୟ ହେଉଛନ୍ତି ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି । ବାଲି ଗଦା କରିଥିବା ଜନୈକ ବ୍ୟକ୍ତି ଜଣକୁ ବାଲି ଗଦା ଅନ୍ୟତ୍ର ନେବା ପାଇଁ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ବାରମ୍ବାର କହିଥିଲେ ମଧ୍ୟ ବ୍ୟକ୍ତି ଜଣକ ବେଖାତିର କରୁଥିବା ଅଭିଯୋଗ ହେଉଛି । ଜନୈକ ବ୍ୟକ୍ତି ଜଣକ ଏକ କିରାନା ଦୋକାନ କରିଥିବାରୁ ତାଙ୍କ ଦୋକାନରୁ ଛାତ୍ରଛାତ୍ରୀ ମାନେ ସାମଗ୍ରୀ ନକିଣିବାରୁ ରାସ୍ତାରେ ବାଲି ଗଦା କରିଛନ୍ତି ବୋଲି ଅଭିଭାବକ ମାନେ ଅଭିଯୋଗ କରିଛନ୍ତି । ଏନେଇ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ଅଭିଭାବକମାନେ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026

You Might Also Like