-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ମନ୍ଥର ଗତିରେ ଚାଲିଛି ମେଗା ଜଳଯୋଗାଣ ପ୍ରକଳ୍ପ, ନିର୍ଦ୍ଧାରିତ ସମୟରେ ଲୋକଙ୍କୁ ପାଣି ମିଳିବା ସନ୍ଦେହ

07-May-2022



                                                                     ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲାର ଭାତହାଣ୍ଡି କୁହାଯାଉଥିବା ବିନିକା ଓ ଡୁଙ୍ଗୁରିପାଲି ବ୍ଳକ ଅଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାରଙ୍କ ତରଫରୁ ମେଗା ଜଳଯୋଗାଣ ପ୍ରକଳ୍ପ କାମ ଆରମ୍ଭ ହୋଇଛି ସତ କିନ୍ତୁ ପରିତାପର ବିଷୟ ପ୍ରକଳ୍ପ ନିର୍ମାଣ କାମ ୩ବର୍ଷ ଭିତରେ ସରିବାର ଥିଲେ ମଧ୍ୟ ବିଗତ ଦୁଇ ବର୍ଷ ହେଲା ଚାଲିଥିବା ଏହାର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ମନ୍ଥର ଗତିରେ ହେଉଥିବାରୁ ତାହା ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ ହେବ କି ନାହିଁ ସେନେଇ ସନ୍ଦେହ ସୃଷ୍ଟି କରିଛି ।ସୂଚନା ଯୋଗ୍ୟ ଯେ ୨୦୨୦/୨୧ ଆର୍ଥିକ ବର୍ଷରେ ସରକାରଙ୍କ ବସୁଧା ଯୋଜନାରୁ ୧୯୯କୋଟି ୭୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ମେଗା ଜଳଯୋଗାଣ ପ୍ରକଳ୍ପ କାମ ବିନିକା ବ୍ଳକ ଅନ୍ତର୍ଗତ ସିନ୍ଦୂରପୁର ପଞ୍ଚାୟତ ମଣିଗାଁ ମହାନଦୀ କୂଳରେ ଆରମ୍ଭ ହୋଇଥିଲା ।ଟେଣ୍ଡର ପ୍ରକ୍ରିୟା ଅନୁସାରେ ଉକ୍ତ ମେଗା ପ୍ରକଳ୍ପ ୩ବର୍ଷ ମଧ୍ୟରେ ସଂପୂର୍ଣ୍ଣ କରାଯାଇ ଉକ୍ତ ବ୍ଳକ ଦ୍ବୟର ଗ୍ରାମାଞ୍ଚଳକୁ ଜଳଯୋଗାଣ କରିବାର ଚୁକ୍ତି ହୋଇଥିଲା ୨ବର୍ଷ ମଧ୍ୟରେ ପାଇପ ବିଛା କାମ ପ୍ରାୟତଃ ସରି ଯାଇଥିବା ବେଳେ ବର୍ତମାନ କଇଁଛ ପରି ଧୀରେ ଧୀରେ କାମ ଚାଲୁଥିବାରୁ ଠିକ ସମୟରେ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବା ନେଇ ମସ୍କିଲ ହୋଇପଡିଛି ।ପାଇପ ଲାଇନ ବିଛାଇବା ପାଇଁ ଗାଁ ଗାଁରେ ହୋଇଥିବା କଂକ୍ରିଟ ରାସ୍ତା ଗୁଡ଼ିକ ଭାଙ୍ଗି ଦିଆଯାଉଥିବା ବେଳେ

ପାଣିଟାଙ୍କି ନିର୍ମାଣ ସକାଶେ ବିଭିନ୍ନ ସ୍ଥାନରେ ଖୋଲାଯାଇଥିବା ଗାତ ଗୁଡ଼ିକ ଅସୁରକ୍ଷିତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳୁଛି ।ଫଳରେ ଗାଁ ଭିତର କଂକ୍ରିଟ ରାସ୍ତା ଗୁଡ଼ିକ ବିପର୍ଯ୍ୟସ୍ତ ହୋଇଥିବା ବେଳେ ପାଣି ଟାଙ୍କି ଖୋଲା ଯାଇଥିବା ଗାତ ସମସ୍ତଙ୍କ ପାଇଁ ମରଣମୁଖା ପାଲଟିଛି ।ଅନ୍ୟ ପକ୍ଷରେ ଉକ୍ତ ଦୁଇ ବ୍ଲକର ଅଧିକାଂଶ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ସମସ୍ୟା ରହିଥିବା ବେଳେ ତିନି ବର୍ଷ ମଧ୍ୟରେ ସରିବାକୁ ଥିବା ଏହି ମେଗା ପ୍ରକଳ୍ପ ଇତିମଧ୍ୟରେ ଦୁଇ ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ ନିର୍ଦ୍ଧାରିତ ସମୟରେ ପାନୀୟ ଜଳ ପାଇବା ନେଇ ଅନିଶ୍ଚିତତା ଦେଖାଦେଇଛି । ଏନେଇ ସୁବର୍ଣ୍ଣପୁର ଜିଲ୍ଲା ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବିଭୁପ୍ରସାଦ ପଣ୍ଡାଙ୍କୁ ଯୋଗାଯୋଗ କରିବାରୁ ମଣିଗାଁ ମହାନଦୀ କୂଳରେ ଓ ଘାଟି ଜାମପାଳି ଠାରେ ପ୍ରକଳ୍ପର ବୃହତ ଟାଙ୍କି ନିର୍ମାଣ ସହିତ ବାକିଥିବା କେତେକ ଗ୍ରାମରେ ପାଇପ ସଂଯୋଗ କାମ ଦୃତ ଗତିରେ ଚାଲୁରହିଛି ଏବଂ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରଣ ପ୍ରତି ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like