-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ପୋଲିସ ର ସଫଳ ପ୍ରୟାସ ଯୋଗୁଁ ବଡ ଧରଣର ଆକ୍ରମଣ ଯୋଜନା ପଣ୍ଡ !!

07-May-2022



କଣ୍ଟାବାଞ୍ଜି (ପ୍ରେରଣା ଖବର) ::ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଦାବରୀ ଅଞ୍ଚଳରେ ଏକ ବଡଧରଣର ଆକ୍ରମଣ ଓ ଡକାୟତି ଯୋଜନାକୁ କଣ୍ଟାବାଞ୍ଜି ପୋଲିସର ଅଧରାତିଆ ତୁରନ୍ତ କାର୍ଯ୍ୟନୁଷ୍ଠାନ ଯୋଗୁଁ ପଣ୍ଡ ହୋଇଥିବା ଘଟଣା ଅଞ୍ଚଳରେ ସରଗରମ୍ ବାତାବରଣ ଖେଲାଇ ଦେଇଛି । 
ଏଫ୍ ଆଇ ଆର୍ ରୁ ପ୍ରାପ୍ତ ବିବରଣୀ ଅନୁଯାୟୀ ଗତ ତା-4 ୪//୦୫/୨୦୨୨ ରାତ୍ରି ସମୟ- ୧:୩୦ ଘଣ୍ଟାରେ କଣ୍ଟାବାଞ୍ଜି ଦାବରି ଅଞ୍ଚଳରେ ରହୁଥିବା ରୋସନି ଖାନମ୍ ସ୍ବାମୀ ଅବଦୁଲ ହବିବ ଙ୍କ ଘରେ ୬ ରୁ ୭ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଧରି ଡକାୟତି ଉଦ୍ୟମରେ ଧସାଇ ପଶିଥିଲେ ।

କଣ୍ଟାବାଞ୍ଜି ରେଲବାଇ କଲୋନୀ ବାସିନ୍ଦା
ଶେଖ ରେଶମା ଓ ହେମନ୍ତ କୁମାର ଙ୍କ ନେତୃତ୍ବ ରେ ଏହି ଆକ୍ରମଣ କରାଯାଇଥିବା ଏଫ୍ ଆଇ ଆର୍ ରେ ଦର୍ଜ ହୋଇଛି। ଏଫ୍ ଆଇ ଆର୍ କାରି ରୋଶନି ଙ୍କ ମୁତାବକ ଜୀବନ ରେ ମାରିବା ଓ ଡକାୟତି ଯୋଜନାରେ ଆସିଥିବା ଏହି ଅପରାଧୀ ଙ୍କ ଦାଉରୁ ବର୍ତ୍ତିବାକୁ ସିସିଟିଭି କ୍ୟାମେରା କୁ ଅନୁସରଣ କରି ତୁରନ୍ତ ସେ କଣ୍ଟାବାଞ୍ଜି ଥାନାଧିକାରୀ କାଣ୍ଡେଲକରଙ୍କୁ
ସୂଚନା ଦେଇଥିଲେ । ଥାନାଧିକାରୀ ତୁରନ୍ତ କାର୍ଯ୍ୟନୁଷ୍ଠାନ ପୂର୍ବରୁ ଏହି ଅପରାଧୀ ମାନେ ତାଟି କବାଟ ବନ୍ଦ ଥିବା ଓ ରୋଶନିଙ୍କ ପରିବାର ଜାଗ୍ରତ ଥିବା ଜାଣି କାଣୀ ବିରାଡି ର କୁଜି ଅସରପା ଉପରେ ରାଗ ସୁଝାଇବା ଭଲି ଘର ବାହାରେ ଥିବା ତିନିଟି ଆନ୍ଦ୍ରା ମୁର୍ଗି, ଦୁଇଟି ବତକ ଓ ଟ୍ରାକ୍ଟର ର ବ୍ୟାଟେରୀ ଚୋରାଇ ନେଇ ଥିଲେ ବୋଲି ଅଭିଯୋଗ ହୋଇଛି ।
ପୋଲିସ ଅପରାଧିଙ୍କୁ ଘଟଣାସ୍ଥଳରୁ କାବୁ କରି ଥାନାକୁ ନେଇ ଆଇ ପିସି ଧାରାାା ୩୪୧/୨୯୪/୫୦୬/୩୭୯/୧୪୭/୧୪୯ ଦଫାରେ କେଶ୍ ରୁଜୁ କରିଥିବା ବେଳେ ଅପରାଧୀଙ୍କୁ ଖବର ଲେଖା ପର୍ଯ୍ୟନ୍ତ କୋର୍ଟଚାଲାଣ କରାଯାଇ ନ ଥିବା 
ସୂଚନା ମିଳିଛି ।କେଶ୍ ଦାଖଲକାରୀ ରୋଶନୀ, ଥାନାଧିକାରୀ ଙ୍କ ଉଦ୍ୟମକୁ  ପ୍ରଶଂଂସ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like