-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ପରିବହନ କମିଶନର ଙ୍କ ନିର୍ଦ୍ଧେଶ କ୍ରମେ ସୁବର୍ଣ୍ଣପୁର ରେ ରାତିଅଧିଆ ଚେକିଂ*- *୧୫ ଗାଡି ଜବତ ସହ ୧୨ ମଦୁଆ ଚାଳକ ହେଲେ ଗିରଫ*

07-May-2022



ସୁବର୍ଣ୍ଣପୁର   ରାଜ୍ୟ ପରିବହନ ବିଭାଗ ର କମିଶନର ଙ୍କ ନିର୍ଦ୍ଦେଶ କ୍ରମେ  ଗତକାଲି ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ, ଆର ଟି ଓ  ରୁବିନ ପଟ୍ଟନାୟକ, ଆସିଷ୍ଟାଣ୍ଟ ଆର ଟି ଓ  ଶିବାଶିଷ ସାହୁ ଙ୍କ ନେତୃତ୍ବ  ଓ ତତ୍ୱାବଧାନ ରେ ସହର ର କୁଞ୍ଜ ହୋଟେଲ ସମେତ ବିଭିନ୍ନ ସ୍ଥାନରେ ଜ଼ିଲ୍ଲା ପୋଲିସ ଓ ପରିବହନ ବିଭାଗ ତରଫରୁ ମିଳିତ ଭାବରେ ଗାଡି ମୋଟର ଯାଞ୍ଚ କରାଯାଇଥିଲା l ବିଶେଷ କରି ମଦ୍ୟ ପାନ କରି ଗାଡି ଚଳାଉଥିବା ଚାଳକ ଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା l ଏହି ପରିପ୍ରେକ୍ଷୀରେ ସମୁଦାୟ ୧୫ ଟି ଗାଡି ଜବତ ହୋଇଥିବା ବେଳେ ୧୨ଜଣ  ମଦୁଆ ଗାଡି ଚାଳକ ଙ୍କୁ ଗିରଫ କରାଯାଇଛି l ତିନୋଟି ଡ୍ରାଇଭିଙ୍ଗ ଲାଇସେନ୍ସ ଅସ୍ଥାୟୀ ଭାବରେ ବାତିଲ କରାଯାଇଛି l ଚଳିତ ମେ ମାସ ପ୍ରଥମ ସପ୍ତାହ ରୁ ସୁବର୍ଣ୍ଣପୁର ଜିଲ୍ଲାରେ ଦୁଇ ଚକିଆ ଯାନରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ ପିନ୍ଧିବା ଜରୁରୀ ବୋଲି ଘୋଷଣା ହୋଇଥିଲା ଓ ଏଥିରେ ବ୍ୟତିକ୍ରମ ହେଲେ ଚାଳକ ଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ  ରୁବିନ ପଟ୍ଟନାୟକ  ସୂଚନା ଦେଇଛନ୍ତି l ସୁବର୍ଣ୍ଣପୁର ଜିଲ୍ଲାରେ ଦୁର୍ଘଟଣା ସଂଖ୍ୟା ହ୍ରାସ କରିବା ପାଇଁ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ଗାଡି ମୋଟର ଯାଞ୍ଚକୁ କଡାକଡ଼ି କରାଯାଉଛି l ସେହିପରି ସହରରେ ଦିନରାତି ଅନଭିଜ୍ଞ  ଟ୍ରାକ୍ଟର ଚାଳକଙ୍କ ସ୍ପିଡ଼ ଓ ବେପରୁଆ ଗାଡିଚାଳନା ଉପରେ ବିଭାଗ ତୀକ୍ଷ୍ଣ ନଜର ରଖିବାସହ ଭାରିଯାନ ଚଳାଚଳ ଉପରେ ମଧ୍ୟ ଦୃଷ୍ଟି ଦେବା ଉପରେ  ବିଭାଗ ଉପରେ ମଧ୍ୟ ବୁଦ୍ଧିଜୀବି ଆଶାରଖିଛନ୍ତି। ପରିବହନ ବିଭାଗ ର ଏହି ସ୍ପେସିଆଲ ଡ୍ରାଇଭ ପୁଣି ରାଜ୍ୟ ସାରା  ସବୁଠି ଏକା ସାଙ୍ଗରେ ମଦୁଆ  ଚାଳକ ଙ୍କ ଉପରେ ଚଢ଼ାଉ ହେଉ ଥିବାରୁ  ଗତ ମାସରେ ରାଜ୍ୟ ରେ ଦୁର୍ଘଟଣା ମୃତ୍ୟୁ ସଂଖ୍ୟା 300 କମିଥିବା ସୂଚନା ମିଳିଛି l ଜ଼ିଲ୍ଲା ତଥା ରାଜ୍ୟ ରେ

କ୍ରମାଗତ ଚେକିଂ ହିଁ ଦୁର୍ଘଟଣା କୁ ରୋକିବାରେ ଏକମାତ୍ର ସହାୟକ ହୋଇ ପାରିବ ବୋଲି ଅନେକ ସଚେତନ ବର୍ଗ ଆଶାକରୁଥିବା ବେଳେ  ଜିଲ୍ଲା ପରିବହନ ବିଭାଗ ର ଏପରି ଉଦ୍ୟମ କୁ ସାଧାରଣରେ ବେଶ ପ୍ରଶଂସା କରାଯାଉଛି l ପୋଲିସ ଓ ପରିବହନ ବିଭାଗ ତରଫରୁ ଏପରି କାର୍ଯ୍ୟାନୁଷ୍ଠାନ ରେ ମଦ୍ୟପ ଚାଳକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଥିବା ବେଳେ ରାତିଅଧିଆ ମଦୁଆଙ୍କ ପ୍ରଭାବ ମଧ୍ୟ ଏବେ କମ ପରିଲକ୍ଷିତ ହେଉଛି। ଗତ କାଲି ର ଏହି ସ୍ପେସିଆଲ ଡ୍ରାଇଭ କାର୍ଯ୍ୟକ୍ରମ ରେ ଆର ଟି ଓ ଶ୍ରୀ ପଟ୍ଟନାୟକ, ଆସିଷ୍ଟାଣ୍ଟ ଆର ଟି ଓ  ଶ୍ରୀ ସାହୁ, ପୋଲିସ ଏ ଏସ ଆଇ ସୁଶୀଳ ବିଶି,   ଶ୍ରୀ  ରଂଜିତ କୁମାର ମହାପାତ୍ର, ଶ୍ରୀ ଦିଲୀପ କୁମାର ସାହୁ ଙ୍କ ସମେତ ପରିବହନ ବିଭାଗ ର କନେଷ୍ଟବଲ ସରିତା ଲାକ୍ରା, ରବୀନ୍ଦ୍ର ଦଳାଇ, ମଦନ ମୋହନ ଦଳାଇ, ସନାତନ କୁମାର, ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like