-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଆତ୍ମହତ୍ୟା ସଂପର୍କରେ ଜନ ସଚେତନତା ପାଇଁ  ପଶ୍ଚିମବଙ୍ଗ ଯୁବକଙ୍କ ସାଇକେଲ୍‌ରେ ଭାରତ ଯାତ୍ରା

07-May-2022



ନାକଟିଦେଉଳ (କନ୍ଦର୍ପ ବେହେରା) ଦେଶରେ ଆତ୍ମହତ୍ୟା ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ମାନସିକ ଦୁଃଶ୍ଚିନ୍ତା ହେଉ ବା ପାରିବାରିକ କଳହ ହେଉ ମଣିଷ ଭାରାକ୍ରନ୍ତ ହୋଇ ଶେଷରେ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଥାଏ । ଆଜିର ଯୁବ ସମାଜ ଆତ୍ମହତ୍ୟାରୁ କିପରି ନିବୃତ ରହିବେ ସେଥି ସକାଶେ ପଶ୍ଚିମବଙ୍ଗର ସଞୟ ବିଶ୍ୱାସ ନାମକ ଯୁବକ ଖଣ୍ଡିଏ ସାଇକେଲରେ ସାରା ଦେଶ ଭ୍ରମଣ କରୁଛନ୍ତି । ପ୍ରଚଣ୍ଡ ରୌଦ୍ରତାପକୁ ଭୂକ୍ଷେପ ନ କରି ସଞୟ ବିଶ୍ୱାସ ଏଭଳି ଏକ କଷ୍ଟ କରଯାତ୍ରା କରି ଏକ ଉଦାହରଣ ପାଲଟିଛନ୍ତି । ସେ ବର୍ତମାନ ସୁଦ୍ଧା ୨୩ ଟି ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ସଚେତନତାର ବାର୍ତା ଲୋକମାନଙ୍କ ଠାରେ ପହଂଚାଇଛନ୍ତି । ତାଙ୍କୁ ଏଥିପାଇଁ ଦୈନିକ ୬୦ ରୁ ୭୦ କିମି ସାଇକେଲ୍ ଯାତ୍ରା କରବାକୁ ପଡୁଛି । ବର୍ତମାନ ସୁଦ୍ଧା ସେ ୮ ମାସ ୫ ଦିନ ଏହି ଭ୍ରମଣ କରିବା ସହ ୧୬ ହଜାର କିଲୋମିଟର ଯାତ୍ରା ସଫଳତାର ସହ କରିଛନ୍ତି । ସେ ପେଟ୍ରୋଲ ପମ୍ପ , ଢାବା , କ୍ଲବ୍ ଘର , ବିଦ୍ୟାଳୟ ଆଦି ମାନଙ୍କରେ ରାତ୍ର ରହଣି କରିଥାନ୍ତି । ଆପଣ ବାଟରେ ଖାଇବା ରହିବାରେ କୌଣସି ଅସୁବିଧାର ସମ୍ମୁଖିନ ହେଉଛନ୍ତି କି ବୋଲି ପ୍ରଶ୍ନ ପଚାରିବାରୁ ସେ କହିଥିଲେ କୌଣସି ଅସୁବିଧାର ଏ ଯାଏଁ ସମ୍ମୁଖିନ ହୋଇନି । ସାକେଲ୍ ଯାତ୍ରା ସମୟରେ ବହୁ ସ୍ଥାନରେ ତାଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ମଧ୍ୟ ଦିଆଯାଇଥିବା ପ୍ରକାଶ କରିଛନ୍ତି । ଭାରତର ସବୁ ରାଜ୍ୟ ଜନସଚେତନତା କରିବେ ବୋଲି ପ୍ରକାଶ କରିଛନ୍ତି । ସେ ଅଗଷ୍ଟ ମାସ ୨୦୨୧ ରେ ଯାତ୍ରା ଆରମ୍ଭ କରିଥିଲେ ବୋଲି ପ୍ରକାଶ କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like