-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ବଡ଼ମାଳରେ ୨ ମାସ ହେଲା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

07-May-2022



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି।ଏଥିରୁ ଲୋକଙ୍କୁ ନିସ୍ତାର ମିଳୁ ନାହିଁ। ହେଲେ ଏଭଳି ସ୍ଥିତିରେ ଗତ ୨ମାସ ହେଲା  ବଡ଼ମାଳ ମୁଖ୍ୟ ଛକରେ ଥିବା ଏକମାତ୍ର ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି l ଗ୍ରୀଷ୍ମ ସରିବା ଉପରେ  ଥିବା ବେଳେ ଗ୍ରୀଷ୍ମର ପ୍ରବାହ କମିବାର ନାଁ ନେଉ ନାହିଁ। ହେଲେ ଦୀର୍ଘ ଦିନ ହେଲା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇ ପଡି ଥିଲେ ଶୁଦ୍ଧା ବଡ଼ମାଳ ପଞ୍ଚାୟତ କତ୍ତୃପକ୍ଷ ଧ୍ୟାନ ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଅଛନ୍ତି ।  ବଡ଼ମାଳ  ପଞ୍ଚାୟତଟି ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଥିବା ବେଳେ ଏହା ୫ଟି ପଞ୍ଚାୟତବାସୀ ବ୍ୟବସାୟିକ ପେଣ୍ଠସ୍ଥଳୀ  ଅଟେ।ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉପରେ ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ସହ ସମସ୍ତ ସରକାରୀ ଓ ବେସରକାରୀ କର୍ମଚାରୀ, ବାଟୋଇ ଓ ବ୍ୟବସାୟୀମାନେ ଥଣ୍ଡା ପାଣି ପାଇଁ ନିର୍ଭର କରି ଥାଆନ୍ତି।ମାତ୍ର ଆଜକୁ ୨ମାସ ହେଲା ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇ ପଡି ଥିବାରୁ  ପିଇବା ପାଣି ମୁନ୍ଦିଏ ପାଇଁ ଲୋକେ ହଇରାଣ ତଥା ଡହଳ ବିକଳ ହେଉଛନ୍ତି lଏପରିକି ଖୋଦ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଥଣ୍ଡା ପାନୀୟ ପ୍ରକଳ୍ପ ଉପରେ ନିର୍ଭର କରୁଥିବା କୋମଳମତି ଛାତ୍ର ଛତ୍ରୀ   ଥଣ୍ଡା ପାଣି ରୁ ବଞ୍ଚିତ ରହୁଛନ୍ତି।ଏଣୁ ଏହି ଅଚଳ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ  ସଚଳ କରି ଥଣ୍ଡା ପାଣି ଯୋଗାଇ ଦେବାକୁ ଦାବି ହେଉଛି। ଏ ସଂକ୍ରାନ୍ତରେ ବଡ଼ମାଳ ପଞ୍ଚାୟତର ନିର୍ବାହୀ ଅଧିକାରୀଙ୍କୁ ଯୋଗ ଯୋଗ କରି ଥିଲେ ମଧ୍ୟ ସେ  ଫୋନ ଉଠାଇ ନ ଥିଲେ। ସେହିପରି ଏ ସଂକ୍ରାନ୍ତରେ ରେଢାଖୋଲ ବିଡ଼ିଓ ପରୀକ୍ଷିତ ସାହୁଙ୍କୁ ଯୋଗା ଯୋଗ କରିବାରେ ସେ କହିଲେ ଯେ ବଡ଼ମାଳ ଠାରେ ଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପରୁ  ନର୍ମାଲ ପାଣି ବୋଧେ ବାହାରୁଛି। ଥଣ୍ଡା ପାନୀୟ ଜଳ ପ୍ରକଳ୍ପ କୁ ସଜାଡି ଲୋକଙ୍କୁ ଖୁବ ଶୀଘ୍ର ଥଣ୍ଡା ପାଣି ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like