-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବୁଦ୍ଧ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

07-May-2022



ବୌଦ୍ଧ(ପ୍ରେରଣା ଖବର)ପରମ କାରୁଣିକ ଭଗବାନ ବୁଦ୍ଧଙ୍କ ନାମରେ ନାମିତ ବୌଦ୍ଧଜିଲାରେ ମହାସମାରୋହରେ ବୁଦ୍ଧ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ବୁଦ୍ଧ ଜୟନ୍ତୀ ଅବସରରେ ଜିଲ୍ଲାସାରା ଉତ୍ସବ ପାଳନ କରାଯିବାକୁ ବିଭିନ୍ନ ପ୍ରସ୍ତାବ ସଂପର୍କରେ ଆଲୋଚନା କରାଯାଇଥିଲା । ବୁଦ୍ଧ ଜିଲ୍ଲାର ସ୍ୱତନ୍ତ୍ର ପରିଚୟ ହୋଇଥିବାରୁ ଜିଲ୍ଲାର ପ୍ରବେଶ ଦ୍ୱାର ସୁବର୍ଣ୍ଣୟପୁର ଜିଲ୍ଲା ପଟରୁ  ମନମୁଣ୍ଡା,ନୟାଗଡ ଓ କନ୍ଧମାଳ ଜିଲା ପଟରୁ ମାଧପୁର ଠାରେ ଦୁଇଗୋଟି ବୁଦ୍ଧମୂର୍ତ୍ତି ସ୍ଥାପନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ସେହିପରି ସହରର କେନ୍ଦ୍ରସ୍ଥଳ ବାଘଗୁଡା ଛକଠାରେ ମଧ୍ୟ ବୁଦ୍ଧଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ପ୍ରତିମୂର୍ତ୍ତିଗୁଡିକ ପ୍ରସ୍ତୁତ କରାଯାଇ ଆଗାମୀ ବୁଦ୍ଧଜୟନ୍ତୀ ଅବସରରେ ଉନ୍ମୋଚନ କରାଯିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ପ୍ରାଚୀନ ବୁଦ୍ଧ ପୀଠ ପରଗଳପୁର ଓ ଶ୍ୟାମସୁନ୍ଦରପୁରଠାରେ ବୁଦ୍ଧ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସ୍ଥାନୀୟ ଗ୍ରାମବାସୀମାନଙ୍କ ମିଳିତ ସହଯୋଗରେ କରାଯିବାକୁ ବୈଠକରେ ଆଲୋଚନା କରାଯାଇଥିଲା । ବୁଦ୍ଧ ଜୟନ୍ତୀ ଅବସରରେ ପ୍ରତ୍ୟେକ ବ୍ଲକ ଓ ପଞ୍ଚାୟତ କାର୍ଯ୍ୟାଳୟରେ ବୁଦ୍ଧଙ୍କ ପ୍ରତିମୂର୍ତ୍ତି କିମ୍ବା ଫଟୋଚିତ୍ର ଲଗାଯାଇ ପୂଜାର୍ଚ୍ଚନା ଓ ସାମୁହିକ ଦୀପଦାନ କରାଯିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ଅହିଂସାର ପ୍ରତୀକ ବୁଦ୍ଧଙ୍କ ଜୟନ୍ତୀ ଅବସରେ ଜିଲ୍ଲାବାସୀ ମାଛ,ମାଂସ ଭକ୍ଷଣ ନକରିବାକୁ ଏବଂ ସମସ୍ତ ଅଧିବାସୀ ଘର ସମ୍ମୁଖରେ ପୂର୍ଣ୍ଣକୁମ୍ଭ ସ୍ଥାପନ ପୂର୍ବକ ଘରେ ଘରେ ପିଠା ପଣା କରି ଉତ୍ସବ ପାଳନ କରାଯିବାକୁ ଜିଲ୍ଳା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ଅପରାହ୍ନରେ ରାମେଶ୍ୱର ମନ୍ଦିର ଠାରୁ ଏକ ଶାନ୍ତି ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ରାଜପ୍ରାସାଦ ନିକଟସ୍ଥ ବୁଦ୍ଧପୀଠ ଠାରେ ନିତିକାନ୍ତି ସହ ପୂଜାର୍ଚ୍ଚନା ଓ ଆଲୋଚନା ସଭା କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର,ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ବୁଦ୍ଧ ଜୟନ୍ତୀ ପାଳନ କମିଟିର ଆବାହକ ଦେବାଶିଷ ପୁରୋହିତ,ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ,ଉପାଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ରାମଗଡ ସରପଂଚ ପ୍ରବାସିନୀ ଯୋଷୀ, ଜିଲାପରିଷଦ ସଦସ୍ୟ ବିଶ୍ୱଜିତ ମିଶ୍ର, ସ୍ଥପତି ସୁମନ ଷଡଙ୍ଗୀ, ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ନିଳଲୋହିତ ମହାପାତ୍ର,ହରଭଙ୍ଗା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବାଶ ଚନ୍ଦ୍ର ଜାନୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ପରଗଳପୁର ଓ ଶ୍ୟାମସୁନ୍ଦରପୁର ଗ୍ରାମର ବୁଦ୍ଧ ଜୟନ୍ତୀ ପାଳନ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like