-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ମନୋରଞ୍ଜନ

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର

07-May-2022



ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଅସ୍ତିତ୍ୱ ହରାଇବାକୁ ବସିଲାଣି ଓ ଅନେକ ସିନେମା ହଲ୍‌ଗୁଡ଼ିକ ବନ୍ଦ ହେବାକୁ ବସିଲାଣି । ଚଳଚ୍ଚିତ୍ର ଜଗତକୁ ପୂର୍ବଭଳି ଉଜ୍ଜୀବିତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ଚନ୍ଦନ କର । ଚିରାଚରିତ ଲଭ୍, ରୋମାନ୍ସ୍ ଭଳି ସିନେମାଠାରୁ ଦୂରେଇ ଓଡ଼ିଶାର ସଂସ୍କୃତି ଓ ଇତିହାସକୁ ନେଇ ଚଳଚିତ୍ର ନିର୍ମାଣ କରିବାକୁ ଉଦ୍ୟମ କରୁଛନ୍ତି ଅଭିନେତା ଚନ୍ଦନ । କିଛିଦିନ ପୂର୍ବରୁ ଓଡ଼ିଶାର ପ୍ରଥମ ଶହୀଦ ଜୟୀରାଜଗୁରୁଙ୍କ ଜୀବନ କାହାଣୀକୁ ନେଇ ‘ମହର୍ଷି’ ଶୀର୍ଷକ ଏକ ଚଳଚ୍ଚିତ୍ର ନିର୍ମାଣ କରିଛନ୍ତି, ଯାହା ମୁକ୍ତିଲାଭ ଅପେକ୍ଷାରେ ଅଛି ଓ ଏବେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ଏକ ଇତିହାସ ସୃଷ୍ଟି କଲାଭଳି ଚଳଚ୍ଚିତ୍ର କଳାପାହାଡ଼ ନିର୍ମାଣ କରିବାକୁ ଯାହଉଛନ୍ତି । ଏହି ଚଳଚ୍ଚିତ୍ରରେ ନିଜର ଚରିତ୍ରକୁ ଜୀବନ୍ତ କରିବାକୁ ଯାଇ ଅଭିନେତା ଚନ୍ଦନକୁ ଲଣ୍ଡା ହେବା ସହ ଦାଢ଼ିକୁ ବଢ଼ାଇବା ପାଇଁ ପଡ଼ିଛି । ଏହି

ଚଳଚ୍ଚିତ୍ରଟି ଏସ୍‌ଡିଡି ଏଣ୍ଟରଟେନ୍‌ମେଣ୍ଟ୍ ଦ୍ବାରା ନିର୍ମିତ ହେବାକୁ ଯାଉଥିବା ଦ୍ଵିତୀୟ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରରେ ଅନ୍ୟମାନଙ୍କ ମଧ୍ୟରେ ଅଭିନେତ୍ରୀ ସ୍ନିଗ୍‌ଧା ମହାନ୍ତି, ଜୀବନ ପଣ୍ଡା, ପ୍ରତିଭା ପଣ୍ଡା, ଦେବୀ ବାରିକ, ଅଭିନବ ସିଂ, ଶ୍ରୀକୁମାର ଜେନା, ପ୍ରଶାନ୍ତ ନାୟକ, ମନୋଜ ମହାପାତ୍ର, ଅମୃତ ନନ୍ଦ, ରଞ୍ଜନ ପ୍ରମୁଖଙ୍କ ସହ ଛତିଶଗଡ଼ର ଜଣାଶୁଣା ଅଭିନୋ ଅଜୟ ପାଟିଲ ଅଭିନୟ କରିଛନ୍ତି । ଏହି ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି ବି. ଶ୍ରୀବତ୍ସ, ପ୍ରଯୋଜକ ଓ ଚିତ୍ର ଉତ୍ତୋଳନ ଭାର ସମ୍ଭାଳିଛନ୍ତି ପ୍ରଦୀପ କୁମାର, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ମଳୟ ମିଶ୍ର, ଗୀତିକାର ଓ ସଂଳାପ ରଚନା କରିଛନ୍ତି ଡଃ ନିର୍ମଳ ନାୟକ, କ୍ରିଏଟିଭ୍ ଡାଇରେକ୍ଟର ଭାବେ ଦେବାଶିଷ ଜେନା ଦାୟିତ୍ବ ନେଇଛନ୍ତି।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm