-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ସରପଞ୍ଚ ଙ୍କ ସହାୟତାରେ ଭାଙ୍ଗି ପଡିଥିବା ଗଛ ରାସ୍ତାରୁ ହଟିଲାଲା

07-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) : କାଳବୈଶାଖୀ ଯୋଗୁଁ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଦମାଇଁପାଲି ପଞ୍ଚାୟତର ବଡଉଡେନ ଗ୍ରାମର ରାସ୍ତାକଡ଼ରେ ଥିବା ଏକ ବିରାଟ ଆମ୍ବ ଗଛ ଭାଙ୍ଗି ପଡ଼ିଥିଲା । ଯାହାଫଳରେ ବଡଉଡେନ ଓ ବାଞ୍ଜିପାଲି ରାସ୍ତାରେ ଆମ୍ବ ଗଛ ଭାଙ୍ଗି ପଡିଥିବା ଯୋଗୁଁ ରାସ୍ତାରେ ଯିବା ଆସିବା ସଂମ୍ପୁର୍ଣ୍ଣ ବନ୍ଦ ହୋଇଯାଇଥିଲା । ଅନ୍ୟ ପକ୍ଷରେ ଛାତ୍ରଛାତ୍ରୀମାନେ ମାଟ୍ରିକ ପରୀକ୍ଷା ଓ କଲେଜ ପରୀକ୍ଷା ଏହି ରାସ୍ତା ଦେଇ ଧଣ୍ଡାମୁଣ୍ଡା ଓ ଖପ୍ରାଖୋଲ ପରୀକ୍ଷା କେନ୍ଦ୍ର ଏହି ରାସ୍ତା ଦେଇ ଯିବା ଆସିବା କରୁଥିବା ବେଳେ ଗଛ ପଡିଥିବା ଯୋଗୁଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ । ୨ ଦିନ ଧରି ରାସ୍ତାକଡ଼ରେ ପଡିଥିବା ଆମ୍ବଗଛ ଯୋଗୁଁ ଗମନାଗମନରେ ଘୋର ଅସୁବିଧାର ପରିସ୍ଥିତି ସୃଷ୍ଟି ହେଉଥିଲା ଏପରି ସ୍ଥିତିରେ ଦମାଇପାଲି ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ତାରାକାନ୍ତୀ ତାଣ୍ଡି ଖପ୍ରାଖୋଲ ଅଗ୍ନିଶମ ବିଭାଗକୁ ଫୋନ ଯୋଗେ ଜଣାଇଥିଲେ । ଆଜି ସରପଞ୍ଚଙ୍କ ଉପସ୍ଥିତିରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ଗଛ କାଟି ରାସ୍ତାକଡ଼ରୁ ହଟାଇଥିଲେ । କାଳବୈଶାଖୀ ବର୍ଷାରେ କ୍ଷତିଗ୍ରସ୍ତ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇଥିଲେ । ପଞ୍ଚାୟତର ସମସ୍ତ ଗ୍ରାମ ବୁଲି କ୍ଷୟକ୍ଷତିର ଆକଳନ କରିଥିଲେ । ପବନରେ ଭାଙ୍ଗି ରାସ୍ତା ଉପରେ ପଡ଼ିଥିବା ଗଛଗୁଡିକୁ ହଟାଇଥିଲେ । ସରପଞ୍ଚ ଶ୍ରୀମତୀ ତାଣ୍ଡି ନିର୍ବାଚିତ ହେବା ଦିନଠାରୁ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହାତକୁ ନେଇ ଥିବା ସରପଞ୍ଚ ପ୍ରକାଶ କରିଛନ୍ତି । ପ୍ରଥମେ କେଛୋବାହଲ ଗ୍ରାମର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଫାର୍ମ୍ପଫଣ୍ଡ ଶୁଭାରମ୍ଭ, ଦମାଇପାଲି ଗ୍ରାମରେ ନୂତନ ଡିପ୍ ବୋର୍, ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତାର ଶୁଭାରମ୍ଭ, ସୁକତେଲ ନାଳ ତିଆରିର ଶୁଭାରମ୍ଭ ଆଦି କାର୍ଯ୍ୟକ୍ରମ କରିଛନ୍ତି । ଦମାଇପାଲି ପଞ୍ଚାୟତକୁ ଏକ ସୁଚ୍ଛ ନିର୍ମଳ ଓ ଆଦର୍ଶ ପଞ୍ଚାୟତ ଭାବେ ଗଠନ କରିବା ଦିଗରେ ସମସ୍ତଙ୍କ ସହଯୋଗ କାମନା କରିବା ସହିତ ପଞ୍ଚାୟତରେ ଲାଗିରହିଥିବା ପାନୀୟ ଜଳ ସମସ୍ୟା ରାସ୍ତା ଘାଟ, ବାର୍ଦ୍ଧକ୍ୟ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମସ୍ୟାର ସମାଧାନ ଧିରେ ଧିରେ କରିବେ ବୋଲି କହିଛନ୍ତି । ଅଗ୍ନିଶମ ବିଭାଗ କର୍ମଚାରୀ ଏଲ୍‌ଏଏମ୍ ଚନ୍ଦ୍ରମଣି ବାଗ, ପ୍ରେମାନନ୍ଦ ବେହେରା ସରୋଜ ସିଦ୍ଧାର, ବେଲାର ସିଂ ପୁଟା, ପ୍ରମୋଦ ସ୍ବାଇଁ, ମୋହିତ ମୋହନ ଶବର ପ୍ରମୁଖ ପହଞ୍ଚି ରାସ୍ତାରୁ ଗଛ ହଟାଇଥିଲେ । ଲୋକଙ୍କ ବିପଦ ସମୟରେ ତୁରନ୍ତ ସେମାନଙ୍କୁ ସାହାଯ୍ୟ କରିଥିବାରୁ ସରପଞ୍ଚ ଶ୍ରୀମତୀ ତାଣ୍ଡିଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like