-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ଲାଞ୍ଚ ନେଉଥିବା ସମୟରେ ଅତିରିକ୍ତ ତହସିଲଦାର ଗିରଫ, ନଗଦ ୧. ୨୦ ଲକ୍ଷ ଟଙ୍କା ଜବତ, ରାଉରକେଲାସ୍ଥିତ ଘର ଏବଂ କୁଚିଣ୍ଡା ସରକାରୀ ବାସଭବନରେ ଚଢାଉ

07-May-2022



କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଅତିରିକ୍ତ ତହସିଲଦାର ସାରଦା ମହାରଣାଙ୍କୁ ଶନିବାର ସନ୍ଧ୍ୟାରେ ଗିରଫ କରିଛି ସମ୍ବଲପୁର ଭିଜିଲାନ୍‌ସ ଟିମ୍‌। ଜଣେ ଠିକାଦାରଙ୍କଠାରୁ ଲକ୍ଷେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍‌ସ ଟିମ୍‌ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ପରେ ଭିଜିଲାନ୍‌ସ ଅଧିକାରୀମାନେ ତାଙ୍କ ଅଫିସ, କୁଚିଣ୍ଡାସ୍ଥିତ ସରକାରୀ ବାସଭବନ ଓ ରାଉରକେଲାସ୍ଥିତ ଘରେ ଚଢ଼ଉ କରୁଥିବା ଜଣାପଡ଼ିଛି।
 ସମ୍ବଲପୁର ଭିଜଲାନ୍‌ସ ଡିଏସ୍‌ପି ସୁଜାତା ସାହୁଙ୍କ ନେତୃତ୍ୱରେ ଏକ ଦଳ କୁଚିଣ୍ଡା ଆସି ତହସିଲ ଅଫିସରେ ଏହି ଚଢ଼ଉ କରିଥିଲେ। ଅଶୋକ ପଟେଲ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଏକ ଲକ୍ଷ କୋଡିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍‌ସ ଟିମ୍‌ ତାଙ୍କୁ ଧରି ସମ୍ବଲପୁର କୋର୍ଟକୁ ଚାଲାଣ କରିଥିବା ଜଣାପଡ଼ିଛି।

 ମିଳିଥିବା ସୂଚନା ଅନୁଯାୟୀ ଏକ ଆସପଣ୍ଡ ବନ୍ଧ ଖୋଳିବା ନେଇ ତହସିଲଦାର ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା। ଅନ୍ୟ ପକ୍ଷରେ ଅତିରିକ୍ତ ତହସିଲଦାର ସାରଦା ମହାରଣା ଗଣମାଧ୍ୟମକୁ କହିଛନ୍ତି ଯେ କୁଚିଣ୍ଡା ଅଞ୍ଚଳରେ ଆସ ରଖିବା ପାଇଁ ଜଙ୍ଗଲ ଭିତରେ ପୋଖରୀ ଖନନ କରାଯାଇଛି। ଏଥିରେ ନିୟୋଜିତ ଗାଡ଼ିକୁ ଉପଜିଲ୍ଲାପାଳଙ୍କ ସହିତ ଆଲୋଚନା କରି ଥାନାରେ ଅଟକ ରଖାଯାଇଥିଲା। ପରେ ପୋଖରୀ ଖୋଳା ବନ୍ଦ କରାଯାଇଥିଲା। ଏ ନେଇ ଉକ୍ତ ଗାଡ଼ିକୁ ପାଞ୍ଚ ଲକ୍ଷ ଜୋରିମାନା କରାଯାଇଥିଲା। ମାତ୍ର ଏହି ଜରିମାନା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ନେଇ ତାଙ୍କ ଉପରେ ଚାପ ସୃଷ୍ଟି କରାଯାଉଥିଲା। ଏପରିକି ଭୟଭୀତ ମଧ୍ୟ କରାଯାଉଥିଲା ବୋଲି ସେ କହିଛନ୍ତି। ମୁଁ ଏଠାକୁ ଆସିବା ପରେ ଧରପଗଡ଼ ଜୋରଦାର କରାଯାଇଥିଲା। ବ୍ୟକ୍ତିଗତ ଆକ୍ରୋଶ ରଖି ତାଙ୍କ ଉପରେ ଏହି କାର୍ଯ୍ୟ କରାଯାଉଛି ବୋଲି ସେ କହିଛନ୍ତି। ଶନିବାର ଏକ ଟ୍ରାକ୍ଟର ଚାଳାକଙ୍କଠାରୁ ୫୦ ହଜାର ଲାଞ୍ଚ ନେଇଥିବା ଜଣେ ଚାଳକ ଅଭିଯୋଗ କରିଛନ୍ତି। ଅନ୍ୟ ଏକ ଟ୍ରାକ୍ଟରକୁ ୪ ଲକ୍ଷ ଟଙ୍କା ଜାରିମାନା କରାଯାଉଥିବା କୁହାଯାଉଛି।

(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like