-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

ବିଶ୍ବ ରେଡକ୍ରସ ଦିବସ ପାଳିତ

08-May-2022



 

ପୁରୀ--(ସମୀର ରଞ୍ଜନ ନାୟକ )ବିଶ୍ବ ରେଡକ୍ରସ ଦିବସ ପାଳିତ ହୋଇଛି । ଜିଲ୍ଲା ରେଡକ୍ରସ ସମିତି ଆନୁକୂଲ୍ୟରେ ଏହି ଦିବସ ପାଳନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରେଡକ୍ରସ ପତାକା ଉତ୍ତୋଳନ କରିଥିଲେ । ଏହାପରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ରେଡକ୍ରସ ପତାକା ଉତ୍ତୋଳନ, ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ରକ୍ତଦାନ ଶିବିରକୁ ମଧ୍ୟ ଅତିରିକ୍ତ ଜିଲ୍ଲାପାଳ ଉଦଘାଟନ କରିଥିଲେ । ରେଡକ୍ରସର  ପ୍ରତିଷ୍ଠାତା ହେନେରୀ ଡୁରାଣ୍ଟଙ୍କ ସେବା ଓ ତ୍ୟାଗ ମନୋଭାବ ଉପରେ ଶ୍ରୀ ସାହୁ ଆଲୋକପାତ କରିଥିଲେ । ରେଡକ୍ରସ ଗଠନର ଉଦ୍ଦେଶ୍ୟ ଓ ମହାନକାର୍ଯ୍ୟ ପ୍ରତି ବିଶ୍ବବାସୀ ଅନୁପ୍ରାଣିତ ହୋଇଛନ୍ତି । ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରୁ ପିଲାମାନଙ୍କ ମଧ୍ୟରେ ବିଭିନ୍ନ କାର୍ଯ୍ୟ ଜରିଆରେ ସେବା ମନୋଭାବ ସୃଷ୍ଟି କରିବାରେ ରେଡକ୍ରସର କାର୍ଯ୍ୟ ପ୍ରଶଂସନୀୟ ବୋଲି ସେ ମତବ୍ୟକ୍ତ କରିଥିଲେ । ଆଚାର୍ଯ୍ୟ ହରିହର ବ୍ଲଡ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ଓ ୩୬ ରକ୍ତ ୟୁନିଟ ସଂଗ୍ରହ କରାଯାଇଛି ।
  ଏହି ଅବସରରେ ଜିଲ୍ଲା ଆପଦ କାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଚଣ୍ତେଶ୍ବର ମହାପାତ୍ର, ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ ଶ୍ରୀ ବିଦ୍ୟାଧର ମିଶ୍ର, ରେଡକ୍ରସ ସଦସ୍ୟ ଶ୍ରୀ ରାଧାକାନ୍ତ ଦାଶ, ଶ୍ରୀ ପ୍ରଭାକର ତ୍ରିପାଠୀ, ଶ୍ରୀ ଜୟନ୍ତୀ ମହାପାତ୍ର, ଶ୍ରୀମତୀ ମଧୁମିତା ଦାଶ,ଜୁନିୟର ରେଡକ୍ରସର ସଦସ୍ୟ ଥିବା ବିଦ୍ଯାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ମୁଖ୍ୟ ଚିକିତ୍ସାଳୟର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like