-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

ଅବହେଳିତ ଅବସ୍ଥାରେ ପଡ଼ିରହିଛି ବାଗଡ଼ିଆ ଗ୍ରାମୀଣ ଉଦ୍ୟାନ

08-May-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଗ୍ରାମାଞ୍ଚଳରେ ଛୋଟ ପିଲା ମାନଙ୍କ ଖେଳକୁଦ ପାଇଁ ସରକାର ପ୍ରତ୍ୟେକ ପଞ୍ଚାୟତ ସ୍ତରରେ ମନରେଗା ଯୋଜନାରୁ ଗ୍ରାମୀଣ ଉଦ୍ୟାନ ନିର୍ମାଣ ପାଇଁ ଅନୁଦାନ ଯୋଗାଇ ଦେଇଛନ୍ତି । କିନ୍ତୁ ପଞ୍ଚାୟତ କର୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଉକ୍ତ ଉଦ୍ୟାନ ଗୁଡ଼ିକ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ଅବସ୍ଥାରେ ପଡ଼ିରହିଛି । ଯାର ଜଳନ୍ତ ନମୁନା ଦେଖିବାକୁ ମିଳିଛି ବିନିକା ବ୍ଳକ ଅନ୍ତର୍ଗତ ବାବୁପାଳି ପଞ୍ଚାୟତ ବାଗଡ଼ିଆ ସ୍କୁଲ ନିକଟରେ ନିର୍ମାଣ ହୋଇଥିବା ଉଦ୍ୟାନ ।ସୂଚନା ଯୋଗ୍ୟ ଯେ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ମନରେଗା ଯୋଜନାରୁ ପ୍ରାୟ ୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମୀଣ ଉଦ୍ୟାନ ନିର୍ମାଣ ହୋଇଥିଲା ।କିନ୍ତୁ ନିର୍ମାଣ ଆରମ୍ଭ ହେବାର ଇତି ମଧ୍ୟରେ ଦୁଇ ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ ଏହାର ସଫଳ ରୂପାୟନ ହୋଇପାରିନାହିଁ ।ଉଦ୍ୟାନ ଭିତରେ ଯାବତୀୟ ଘାସ ଲତା ଯୋଗୁଁ ଫୁଲ ଗଛ ଗୁଡ଼ିକ ନଷ୍ଟ ହେବାକୁ ଯାଉଥିବା ବେଳେ ବିଭିନ୍ନ ପ୍ରକାରର ସରୀସୃପ ଓ ଜୀବଜନ୍ତୁଙ୍କ ବାସସ୍ଥାନ ପାଲଟିଛି ।ଯାହା ଫଳରେ ଛୋଟ ଛୋଟ ପିଲା ମାନଙ୍କ ପାଇଁଏମାନଙ୍କର ପ୍ରାଦୁର୍ଭାବ ବିପଦ ପୂର୍ଣ୍ଣ ବୋଲି ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହେଉଛି । ଛୋଟ ଛୋଟ ପିଲା ମାନଙ୍କ ପାଇଁ ଯେଉଁ ଉଦ୍ଦେଶ୍ୟରେ ଏହା ନିର୍ମାଣ ହୋଇଛି ତାଙ୍କର ଉତ୍ସାହ ପାଇଁ ଏହାର ରକ୍ଷଣାବେକ୍ଷଣ ଦିଗରେ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like