-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ନିଜର ପଞ୍ଚାୟତ ରେ ଦେଲେ ଚାଉଳ, ପଞ୍ଚାୟତ ଗଠନର ୫ବର୍ଷ ପରେ ନିଜ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିଲା ଚାଉଳ: ହିତାଧିକାରୀ ଖୁସି

08-May-2022



ପାଟଣାଗଡ଼/ଖପ୍ରାଖୋଲ(ରୁପେନ୍ଦ୍ର ମୁଣ୍ଡା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ର ବାଘମୁଣ୍ଡ ପଞ୍ଚାୟତ ଠାରୁ ଚଙ୍ଗରିଆ ନୂତନ ପଞ୍ଚାୟତ ଗଠନ ହେବାର ୫ ବର୍ଷ ବିତିଯାଇଥିଲେ ମଧ୍ୟ ଚଙ୍ଗରିଆ ପଞ୍ଚାୟତରେ ହିତାଧିକାରୀ ରାସନ୍ ସମାଗ୍ରୀ ବଣ୍ଟନ କରିବା ବ୍ୟବସ୍ଥା ନଥିବା ଯୋଗୁଁ ଚାଉଳ,ଗହମ ଆଦି ରାସନ୍ ସମାଗ୍ରୀ ପାଇଁ ବାଘୁମୁଣ୍ଡା ପଞ୍ଚାୟତକୁ ନେଇଯିବାକୁ ପଡୁଥିବା । ସରକାର ପଞ୍ଚାୟତ ଦୂରତାକୁ ଦୃଷ୍ଟି ରଖି ନୂତନ ପଞ୍ଚାୟତ ଗଠନ କରିଛନ୍ତି । ହେଲେ ୨୦୧୭ ମସିହାରେ ନୂତନ ପଞ୍ଚାୟତ ଚଙ୍ଗରିଆ ଗଠନ ହୋଇ ୫ ବର୍ଷ ବିତିଯାଇଥିଲେ ବି ପଞ୍ଚାୟତର ସାଧାରଣ ଲୋକେ ସେହି ପୁରୁଣା ବାଘମୁଣ୍ଡ ପଞ୍ଚାୟତ ଉପରେ ନିର୍ଭର କରି ପ୍ରାୟ ୧୦ କିମି ଦୂର ରାସ୍ତା ଯାଇ ଚାଉଳ ଗହମ ଆଦି ରାସନ୍ ସମାଗ୍ରୀ ଆଣୁଥିଲେ । ଯାହାଫଳରେ ବହୁ ହିତାଧିକାରୀ ଏବଂ ବିଶେଷ କରି ବୃଦ୍ଧବୃଦ୍ଧା ମାନେ ବହୁ ହଇରାଣ ହରକତ ହେଉଥିଲେ । ଚଳିତବର୍ଷ ୨୦୨୨  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନ ରେ ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା କରିଥିବା ସମାଜସେବୀ ତଥା ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ସୁଶୀଲ  କୁମାର ଗୁରୁ ମୁଁ ବିଜୟ ଲାଭ କଲେ ଆମ ନୂତନ ଚଙ୍ଗରିଆ ପଞ୍ଚାୟତରେ ଚାଉଳ ଗହମ ମିଳିବା ବ୍ୟବସ୍ଥା କରିବିନି ବୋଲି ପ୍ରତିଶ୍ରୁତି ଦେଇଥିଲେ । ଶ୍ରୀ ଗୁରୁ ସରପଞ୍ଚ ଭାବେ ଦାୟିତ୍ୱ ନେବା ପରେ ପଞ୍ଚାୟତରେ ଚାଉଲ ମିଳିବ ବୋଲି  ଦେଇ ଥିବା ପ୍ରତିଶୃତି ଆଜି ସଫଳ କରିଛନ୍ତି l ସମାଜସେବୀ ସରପଞ୍ଚ  ସୁଶୀଳ କୁମାର ଗୁରୁ ଚଙ୍ଗରିଆ ଗ୍ରାମ ପଞ୍ଚାୟତରେ ଚାଉଳ ଗହମ ବଣ୍ଟନ କରାଯାଇଥିଲା । ହିତାଧିକାରୀ ମାନେ ନିଜ ନୂତନ ପଞ୍ଚାୟତ ଚଙ୍ଗରିଆ କାର୍ଯ୍ୟଳୟରେ ଚାଉଳ ଗହମ ପାଇଥିବା ବହୁତ ଖୁସି ବ୍ୟକ୍ତ କରିବା ସହ ସରପଞ୍ଚ ଶ୍ରୀ ଗୁରୁ ଙ୍କୁ ହିତାଧିକାରୀ ମାନେ  କହିଛନ୍ତି ଦାଦା ୫ ବରଷ୍ ବିତିଗଲା ଆମେ ବାଘମୁଣ୍ଡ କେ ୧୦ କିଲୋମିଟର ରାସ୍ତା ଯିବାକେ ପଡୁଥିଲା ଖରାବର୍ଷା ଶୀତ କାକରରେ ବଢ଼ା କଷ୍ଟେ ଚାଉଳ ଗହମ ଆଣୁ ଥିଲୁ ଆମେ ନିଜର ପଞ୍ଚାୟତ ହେଲା ନାଇଁ ପାଇ ଇ ଥର ଗାଁରେ ଚାଉଳ ଗହମ ପାଇ କରି ହିତାଧିକାରୀଙ୍କ ସହ ଚଙ୍ଗରିଆ ପଞ୍ଚାୟତ ର ଜନସାଧାରଣ ସମସ୍ତେ ଖୁସିବ୍ୟକ୍ତ କରିବା ସହ ସରପଞ୍ଚ ଶ୍ରୀ ଗୁରୁ ଙ୍କ ଏପରି ଉଦ୍ୟମ ଓ ପ୍ରାୟସ କୁ ସାଧୁବାଦ ଜଣାଇଥିଲେ l ଆଗାମୀ ଦିନରେ ପଞ୍ଚାୟତର ଉନ୍ନତି ଦିଗରେ ସରପଞ୍ଚ ଶ୍ରୀ ଗୁରୁ ଙ୍କ ପ୍ରାୟସ ଜାରି ରହିବ ବୋଲି ପଞ୍ଚାୟତର ଜନସାଧାରଣ ଆଶା ବାନ୍ଧିଛନ୍ତି । ପଞ୍ଚାୟତ ରେ ଲାଗି ରହିଥିବା ପାନୀୟ ଜଳ ସମସ୍ୟା ରାସ୍ତାଘାଟ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ଆଦି ସମସ୍ୟା ର ସମାଧାନ ଧିରେଧିରେ କରିପାରିବେ ସରପଞ୍ଚ ଶ୍ରୀ ଗୁରୁ ମତପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like