-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକସ୍ତରୀୟ ବିଶ୍ବ ରେଡ଼କ୍ରସ ଦିବସ ପାଳିତ

08-May-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ତୁରେକେଲା ବ୍ଳକ ଅନ୍ତର୍ଗତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାଲୁକୁନାଠାରେ ବିଶ୍ବ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି।ସର୍ବପ୍ରଥମେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଜୁନିୟର ରେଡ଼କ୍ରସ ପରାମର୍ଶଦାତା ମାନଙ୍କ ଉପସ୍ଥିତିରେ ରେଡ଼କ୍ରସ ପତାକା ଉତ୍ତୋଳନ କରାଯାଇଥିଲା।ତାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବବରୁ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ଜୁନିଅର ରେଡ଼କ୍ରସ ଅଧିକାରୀ ଶ୍ରୀ ସୁବାଷ ଚନ୍ଦ୍ର ପଟେଲ, ସମ୍ମାନିତ ଅତିଥି ଭାବରେ ରକ୍ଷକ ତଥା ଜୁନିଅର ରେଡ଼କ୍ରସ ପରାମର୍ଶ ଦାତା ବିରଂଚି ନାରାୟଣ ଦାଶ, ବ୍ଳକ ସଂଯୋଜକ ରାଜେନ୍ଦ୍ର ଦୋରା, ଭୁତପୂର୍ବ

ବ୍ଳକ ସଂଯୋଜକ ଆଶିଷ ମିଶ୍ର, ସିଆରସିସି ପ୍ରେମରାଜ ପାଣିଗ୍ରାହୀ ଯୋଗଦେଇଥିଲେ।ଚଳିତ ବର୍ଷର ବିଷୟବସ୍ତୁ ବି ହ୍ୟୁମାନକାଇଣ୍ଡ ଉପରେ ଅତିଥି ମାନେ ନିଜ ନିଜର ମତବ୍ୟକ୍ତ କରିଥିଲେ।ଶ୍ରୀ ବୁଦ୍ଧଦେବ ସିଦାର ସଭା ପରିଚାଳନା ଓ ଶ୍ରୀ ସୁରସେନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।ଏହି

କାର୍ଯ୍ୟକ୍ରମରେ ଜୁନିଅର ରେଡ଼କ୍ରସ ପରାମର୍ଶଦାତା  ଅବିନାଶ ମାଝୀ, ପ୍ରସନ୍ନ ମେହେର, ଶିକ୍ଷକ ଜଗମୋହନ ସେଠୀ, ଦୀପକ ବେହେରା, ବଳଦେବ ସୁନା, ଗଇନ୍ଦିମାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶଙ୍କର ନାଗ,ରାଜେନ୍ଦ୍ର କୁମାର ଧରୁଆ, ଲକ୍ଷ୍ମଣ ମାଝୀ, ଶେଷଦେବ ଶବର, ଗୋବିନ୍ଦ ହିଁଆଲ, ଛାୟାକାନ୍ତ ସେଠ, ପୁରନ୍ଦର ବାରଲେବଡିଆ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like