-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

    ବିଶ୍ୱ ରେଡକ୍ରସ ଦିବସ ଅବସରରେ ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ

08-May-2022



ସୋନପୁର, (ମନୋରଂଜନ ତ୍ରିପାଠୀ)ଆଜି ବିଶ୍ୱ ରେଡକ୍ରସ ଦିବସ ପାଳନ ଅବସରେ ଜିଲ୍ଲା ଜୁନିଅର ରେଡକ୍ରସ ସୋସାଇଟି ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜି ହୋଇଯାଇଛି । ଆଜି ସକାଳେ ସର୍ବପ୍ରଥମେ ଜିଲ୍ଲା ଶିକ୍ଷାଧିକାର୍ରୀଙ୍କ କାର୍ଯ୍ୟାଳୟରେ ରେଡକ୍ରସ ପତାକା ଉତୋଳନ କରାଯାଇଥିଲା । ଏଥିରେ ମୂଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷାଅଧିକାରୀ ଲକ୍ଷ୍ମଣ ଭୋଇ, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସଂପାଦକ ହିମାଂଶ ଶେଖର କରା,

ଉପସଭାପତି ଗତିକୃଷ୍ଣ ମିଶ୍ର ଯୋଗଦେଇଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ସଂଯୋଜନାରେ ଅୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ସାଧନକର୍ମି ଝସକେତନ ମେହେର, ଚନ୍ଦ୍ରମଣି ବାଘ, ଚନ୍ଦ୍ର ଶେଖର ମିଶ୍ର ପ୍ରମୁଖ ଯୋଗଦାନ କରିଥିବା ବେଳେ ଜୁନିଅର ରେଡକ୍ରସ ପରାମର୍ଶଦାତା ଗୋପେଶ ପଣ୍ଢା, ହୃଷିକେଶ ଚାନ୍ଦ, ହେମନ୍ତ ମେହେର, ପ୍ର ମରିମିତା ମିଶ୍ର, ଦମୟନ୍ତୀ ଜଗଦଲା , ବ୍ରତାନନ ଭୋଇ ଆଦି ଯୋଗଦାନ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀଭୋଇଙ୍କ ଦ୍ୱାରା ୨୦୧୨-୨୨ ଶିକ୍ଷା ବର୍ଷରେ ଜିଲ୍ଲା ଜୁନିଅର ରେଡକ୍ର ପରିବାର ଦ୍ୱାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ପ୍ରସ୍ତୁତ ଏକ ପ୍ରଦର୍ଶନୀ ବୋର୍ଡ ଉନ୍ମୋଚନ କରାଯାଇଥିଲା ।

ତତପରେ ତେଲନଦୀ କୂଳରେ ଥିବା କୁଷ୍ଠାଶ୍ରମକୁ ଯାଇ ଅନ୍ତେବାସୀ ମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଂଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଶେଷ ଭାଗରେ ଜିଲ୍ଲା ବ୍ଲଡ ବ୍ୟାଙ୍କରେ ପରାମର୍ଶଦାତା ଚନ୍ଦ୍ର ଶେଖର ମହାପାତ୍ର, ପ୍ରପରିମିତା ମଶ୍ର, ଦମୟନ୍ତୀ ଜଗଦଲା ପ୍ରମୁଖ ବ୍ୟକ୍ତି ବିଶେଷ ବୃନ୍ଦ ରକ୍ତ ଦାନ କରିଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ । ସାଧନକର୍ମି ଚନ୍ଦ୍ରମଣି ବାଘ ସ୍ୱଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଝସକେତନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like